ବାଲୁବଜାରକୁ ମୂର୍ତ୍ତିପୂଜା ଅନୁମତି
କଟକ ଅଫିସ,୧।୯: କଟକରେ ଦୁର୍ଗାପୂଜାକୁ ନେଇ ନାନା କଳ୍ପନାଯଳ୍ପନା ଜାରି ରହିଥିବା ବେଳେ ସହରର ସର୍ବପୁରାତନ ବାଲୁ ବଜାର ପୂଜା କମିଟିକୁ ମୂର୍ତ୍ତି ନିର୍ମାଣ ଓ ପୂଜା ପାଇଁ ସୋମବାର ହାଇକୋର୍ଟ ଅନୁମତି ଦେଇଛନ୍ତି। କିନ୍ତୁ ଏହି ପୂଜା ସରକାରୀ...
ମହାବାତ୍ୟାରେ କେନ୍ଦ୍ରାପଡ଼ା ଆସିଥିଲେ ପ୍ରଣବଦା
କେନ୍ଦ୍ରାପଡ଼ା ଅଫିସ, ୧।୯: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରନତ୍ ପ୍ରଣବ ମୁଖାର୍ଜୀଙ୍କର ସୋମବାର ଦେହାନ୍ତ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ବହୁ ଲୋକ ଶୋକ ବ୍ୟକ୍ତ କରିଛନ୍ତି। ମହାକାଳପଡ଼ା ରାମନଗର ଗ୍ରାମର ତରୁଣକାନ୍ତି କାଞ୍ଜିଲାଲ କହିଛନ୍ତି, ୧୯୯୯...
ମଉଳୁଛି କୁମ୍ଭକାରଙ୍କ ଆଶା
ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି କୁମ୍ଭକାରମାନେ। ବିଶେଷକରି ଭାଦ୍ରବ ମାସରୁ ଆରମ୍ଭ ହେଉଥିବା ପୂଜା ଋତୁରେ ବିଭିନ୍ନ ଦେବଦେବୀଙ୍କ...
ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର
ମୁରିବାହାଲ, ୧ା୯(ଡି.ଏନ୍.ଏ.) ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର...
କରୋନା ଭୟରେ ପରିବାର ଲୋକ ନେଲେନି ମୃତଦେହ: ସାମାଜିକ କର୍ମୀ କଲେ ସତ୍କାର
ବୌଦ୍ଧ, ୩୧ା୮(ସ୍ବ.ପ୍ର.)-କରୋନା ଭୟରେ ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ନେବାକୁ ମନା କରିଦେଲେ ା ଶେଷରେ ପ୍ରଶାସନ ପକ୍ଷରୁ ସାମାଜିକ କର୍ମୀଙ୍କ ସହାୟତାରେ ତାଙ୍କର ଶବ ସତ୍କାର କରାଗଲା ା ଏଭଳି ଏକ ଅଭାବନୀୟ ଘଟଣା ବୌଦ୍ଧ ସହରର...
କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୫୭
କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଲୋକାଲ କେସ। ରାଣୀହାଟରୁ ୭, ବାମ୍ଫିସାହିରୁ ୬, ମଙ୍ଗଳବାଗରୁ ୪, ସିଡିଏ ସେକ୍ଟର-୭ରୁ...
ମାଓବାଦୀଙ୍କ ବର୍ବର କାଣ୍ଡ: ଘରୁ ଛୁଟି କାଟି ଫେରୁଥିବା ଏଏସ୍ଆଇଙ୍କୁ ଅପହରଣ ପରେ ହତ୍ୟା
ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀ ପୋଲିସ ଏଏସ୍ଆଇ ନଗେୟା କର୍ସାଙ୍କୁ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ରବିବାର ଏଏସ୍ଆଇଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ତେବେ ସେ ଘରୁ ଛୁଟି...
କୂଅରୁ ମା’, ପୁଅଙ୍କୁ ଉଦ୍ଧାର: ଅଗ୍ନିଶମ ବାହିନୀଙ୍କୁ ପ୍ରଶଂସା କଲେ ଡିଜି
ଛତ୍ରପୁର,୩୧।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ଅଧୀନ କୁମାରବେଗପଲ୍ଲୀ ଗ୍ରାମରେ ରବିବାର ଏକ ଖୋଲା କୂଅ ଭିତରେ ପଡ଼ିଯାଇଥିବା ବୃଦ୍ଧା ମା’ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ମଧ୍ୟ କୂଅକୁ ଡେଇଁ ପଡ଼ିଥିଲେ। ପରେ ଖବରପାଇ ଛତ୍ରପୁର...
ମୋବାଇଲ ଚୋର ସନ୍ଦେହରେ ରାସ୍ତାରେ ଯୁବକଙ୍କୁ ବାନ୍ଧି ଘୋଷାଡି ଘୋଷାଡି ନେଲେ
ଭଦ୍ରକ ଅଫିସ,୩୧।୮: – ମୋବାଇଲ ଚୋରି ସନ୍ଦେହରେ ବିଚ ବଜାରରେ ଯୁବକଙ୍କୁ ରଶିରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଲେ ଅନ୍ୟ ଜଣେ ଯୁବକ। ଏପରି ଅଭାବନୀୟ ଘଟଣା ଘଟିଛି ଧୂଷୁରୀ ଥାନା ବେତାଳିଗାଁ ବଜାରରେ। ସୂଚନା ଅନୁଯାୟୀ, ବେତାଳିଗାଁ ଗ୍ରାମର...
ବରଗଡ଼ ସବ୍ରେଜିଷ୍ଟ୍ରାର ଅଫିସ ଶଟ୍ଡାଉନ୍
ବରଗଡ଼ ଅଫିସ,୩୧ା୮: କରୋନା ଥମିବାର ନାଁ ନେଉନି। ସୋମବାର ଜିଲାରେ ପୁଣି ୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲା ସବ୍ରେଜିଷ୍ଟ୍ରାର ଅଫିସରେ କାର୍ଯ୍ୟରତ ୬ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ସଂକ୍ରମଣକୁ ପ୍ରତିହତ କରିବା ପାଇଁ...
ଅଜଣା ଗାଡ଼ି ଧକ୍କାରେ ମାଉସୀ, ଝିଆରୀଙ୍କ ଜୀବନଗଲା
ଆସିକା,୩୧ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ଗ୍ରାମ ନିକଟରେ ସୋମବାର ଏକ ଅଜଣା ଗାଡ଼ି ଧକ୍କାରେ ମାଉସୀ ଓ ଝିଆରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରଶ୍ମିତା ପରିଡ଼ା (୩୨)...
୧୮ ହଜାର ହେକ୍ଟର ଚାଷଜମି ପାଣି ଘେରରେ
ଚାନ୍ଦବାଲି,୩୧ା୮(ଡି.ଏନ୍.ଏ.): ଚଳିତ ବନ୍ୟାରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ବୈତରଣୀ, ସାଳନ୍ଦୀ ଓ ଏହାର କେତେକ ଶାଖା ନଦୀର ଉପର ମୁଣ୍ଡରେ ଜଳସ୍ତର କମୁଥିବା ବେଳେ ମୁହାଣ ହେତୁ ଚାନ୍ଦବାଲି ଅଞ୍ଚଳରେ ବନ୍ୟାଜଳ ବୃଦ୍ଧି...
Archives


