ଆମ ଜିଲା ଖବର

ନାରାୟଣପାଟଣାରୁ ପ୍ରାର୍ଥିପତ୍ର ଦାଖଲ କଲେ ନାଚିକା ଲିଙ୍ଗା, ପୁଅ ରବିନାଚିକା

କୋରାପୁଟ,୨୦।୧(ସ୍ବ.ପ୍ର.) ନାମାଙ୍କନପତ୍ର ଦାଖଲର ତୃତୀୟ ଦିନରେ କୋରାପୁଟ ଜିଲାରେ ମୋଟ ୧୫୪୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲାରେ ଜିଲା ପରିଷଦ ଜୋନ ପାଇଁ ୧୫ ଜଣ , ସମିତିସଭ୍ୟ ପାଇଁ ୨୨୫ ଜଣ, ସରପଞ୍ଚ ପାଇଁ ୩୦୪ ଜଣ ଏବଂ…

ଖଲାରିରେ ପଶିଲେ ୨୦ ହାତୀ

ଅନୁଗୋଳ ଅଫିସ,୨୦।୧: ଅନୁଗୋଳ ବ୍ଲକ ଖଲାରି ଗାଁରେ ବୁଧବାର ସକାଳେ ୨୦ଟି ହାତୀ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗାଁ ପାଖ ବୁଦୁବୁଦିଆ ଜଙ୍ଗଲରେ ବୁଲି ଡାଳପତ୍ର ଖାଉଥିବା ଦେଖିବାକୁ ମିଳିଛି। ନିକଟରେ ଏହି ହାତୀପଲ ବେନ୍ତପୁର, ତୁଳସୀପାଳ…

ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା

ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା…

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ ଆବାହମାନ କାଳରୁ ବରବାଙ୍କ ଗ୍ରାମର ଶତାଧିକ ପରିବାର ନଦୀ ଉପରେ ଏକ ବାଉଁଶ…

ନନ୍ଦନକାନନରେ ୪ ଦିନରେ ୪ ପକ୍ଷୀ ମୃତ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ନନ୍ଦନକାନନରେ ଲଗାତାର ୪ ଦିନରେ ୪ଟି ପକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତ ପକ୍ଷୀଙ୍କ ମଧ୍ୟରୁ ତିନୋଟି ମୟୂର ଓ ଗୋଟିଏ ମାଟିଆ ଚିଲ ଅଛନ୍ତି। ଭେଟେନାରୀ ପରିସରରେ ଥିବା କ୍ବାରାଣ୍ଟାଇନରେ ରହୁଥିବା ସମସ୍ତ ପକ୍ଷୀଗୁଡିକୁ ସ୍ବତନ୍ତ୍ର କୋଠରୀରେ ରଖାଯାଇ ସେମାନଙ୍କ…

ମିଲରଙ୍କୁ ଘେରିଲେ ଚାଷୀ

ପଦ୍ମପୁର, ୨୦।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର ପୁରୁଦା ସେବା ସମବାୟ ସମିତିରେ ଧାନ କଟ୍‌ନୀକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ବୁଧବାର ସେମାନେ ମିଲରଙ୍କୁ ଘେରିଥିଲେ। ପ୍ରକାଶ ଯେ, ଜାନୁୟାରୀ ୫ରୁ ଚାଷୀଙ୍କଠାରୁ…

ସହରରେ ଟ୍ରାଫିକ୍‌ କଟକଣା କଡ଼ାକଡ଼ି

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲାରେ ଦୁର୍ଘଟଣା, ଜୀବନହାନି ଏବଂ ଟ୍ରାଫିକ୍‌ ଜାମ୍‌ ହ୍ରାସ କରିବା ପାଇଁ ସହରର କେତୋଟି ନିର୍ଦ୍ଦିଷ୍ଟ ରାସ୍ତାରେ ଭାରିଯାନ ଚଳାଚଳ ନେଇ ଜିଲା ପ୍ରଶାସନ ତରଫରୁ କଟକଣା ଲାଗୁ କରାଯାଇଛି। ଆଇଟିଆଇ ଛକରୁ ଭାୟା ବାଲେଶ୍ୱର…

ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା,୨୦।୧(ସ୍ବ. ପ୍ର.) ଗାଁକୁ ଭଲ ରାସ୍ତା ନଥିବାରୁ ଜଣେ ବୃଦ୍ଧଙ୍କୁ ଆମ୍ବୁଲାନ୍ସ ଯାଇ ଆଣି ନ ପାରିବାରୁ ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ବିଳମ୍ବରେ ଚିକିତ୍ସାଳୟରେ ପହଞ୍ଚିବାରୁ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି ବୋଲି ତାଙ୍କ…

୧୧ମାସର ଶିଶୁଙ୍କୁ କଚାଡ଼ିଦେଲେ ପଡ଼ୋଶୀ

ନିମାପଡ଼ା,୨0।୧(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଭଗବାନସୁଳରା ଗ୍ରାମର ଏକ ବିଲରେ ଗାଈ ଚରାଇ ଫସଲ ନଷ୍ଟ କରିବା ଘଟଣାକୁ ନେଇ ଜଣେ ପଡ଼ୋଶୀ ଗ୍ରାମର ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ତାଙ୍କ ୧୧ମାସର ଶିଶୁପୁତ୍ରଙ୍କୁ କଚାଡ଼ି ଦେଇଥିବା ଅଭିଯୋଗ…

ମହମରେ ୧ ଇଞ୍ଚର ଜଗନ୍ନାଥ

କଟକ ଅଫିସ,୨୦ା୧: ଅଦରକାରୀ ସାମଗ୍ରୀରେ ଭିନ୍ନ କଳାକୃତି ଅଙ୍କନ କରି ଜାତୀୟ ସ୍ତରରେ ରେକର୍ଡ ସୃଷ୍ଟି କରିଛନ୍ତି କଟକ ରାଜାବଗିଚା ସର୍ବୋଦୟପୁର ଅଞ୍ଚଳର ଜଣେ ଯୁବକ। ସୁବାସ ମହାନ୍ତି ଓ ଅଳକା ମହାନ୍ତିଙ୍କ ପୁଅ ସ୍ମୃତି ରଞ୍ଜନ ମହାନ୍ତି ମହମରେ ୧…

କାଳିଆପାଣି ଖଣି ଅଞ୍ଚଳରେ ବେଆଇନ ବାଲି ଡିପୋ; ପୋଲିସ, ପ୍ରଶାସନକୁ ହାତ କରି…

ଯାଜପୁର ଅଫିସ,୨୦ା୧: ଯାଜପୁର ଜିଲା ରନତ୍ଗର୍ଭା ସୁକିନ୍ଦା ଅଞ୍ଚଳରେ ଭୂତଳ ଖଣି କାର୍ଯ୍ୟରେ ଏବେ ପ୍ରଚୁର ପରିମାଣରେ ବାଲିର ଆବଶ୍ୟକ ପଡୁଛି। ଏଥିଯୋଗୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନ କେତେଜଣ ବିଭାଗୀୟ ଅଧିକାରୀଙ୍କ ସୁରକ୍ଷାରେ ଅଣାୟତ ହୋଇଛି। କାଳିଆପାଣି ଖଣି…

ଗ୍ରାମାଞ୍ଚଳରେ ଅସନ୍ତୁଷ୍ଟଙ୍କ ମେଳି

ଯାଜପୁର ଅଫିସ,୨୦ା୧:ଆସନ୍ତା ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲିଛି । ବୁଧବାର ବିଜେଡି ଓ କଂଗ୍ରେସ ପକ୍ଷରୁ ୨୩, ଭାଜପା ଓ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ରୁ ଜଣେ ଲେଖାଏଁ ସମୁଦାୟ ୨୫ ଜଣ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?