ଆମ ଜିଲା ଖବର

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକୁ ଫୁ: ପ୍ରାର୍ଥୀପତ୍ର ଦାଖଲ ବେଳେ ଶୋଭାଯାତ୍ରାରେ ଆସୁଛନ୍ତି…

କୁଜଙ୍ଗ,୨୦।୧ (ଡି.ଏନ.ଏ.): କୁଜଙ୍ଗ ବ୍ଲକରେ ସମିତିସଭ୍ୟସଭ୍ୟା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବାକୁ ଆସିବାବେଳେ କୋଭିଡ୍‌ ଗାଇଡଲାଇକୁ ସମ୍ପୂର୍ଣ୍ଣ ଉଲ୍ଲଘଂନ କରିଥିବା ବୁଧବାର ଦେଖିବାକୁ ମିଳିଛି। ଫଳରେ କୁଜଙ୍ଗରେ କୋଭିଡ୍‌ ସଂକ୍ରମଣ ବଢିବା ଆଶଙ୍କା ପ୍ରକାଶ ପାଇଛି। ସମସ୍ତ ରାଜନୈତିକ ଦଳର ପ୍ରାର୍ଥୀ…

ଟଙ୍କା ନ ଦେଲେ ପଞ୍ଜୀକରଣ ମନା

ଯାଜପୁର ଅଫିସ,୨୦।୧: ପଞ୍ଚାୟତ ନିର୍ବାଚନ ସମୟରେ ଧାନ କିଣାରେ ଅନିୟମିତତା, ଚାଷୀ ପଞ୍ଜୀକରଣରେ ଟଙ୍କା ଦାବି, ଋଣ ପ୍ରଦାନରେ ଜାଲିଆତି ଇତ୍ୟାଦି ଚାଷୀଙ୍କୁ ବିଚଳିତ କରିଛି। ଏହାସହ ବିଭାଗୀୟ ତଦନ୍ତ ନିର୍ଦ୍ଦେଶରେ କାର୍ଯ୍ୟାନୁଷ୍ଠାନ ସୀମିତ ରହୁଥିବାରୁ କୃଷି ଓ କୃଷକଙ୍କ ଉନ୍ନତି…

ଗୁନ ସିଂହାରୀ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୮ ଅଭିଯୁକ୍ତ ଖଲାସ

ପୁରୀ ଅଫିସ,୨୦।୧: ପୁରୀର ବହୁ ଚର୍ଚ୍ଚିତ ଭଗବାନ ମହାପାତ୍ର(ଗୁନ ସିଂହାରୀ) ହତ୍ୟା ଘଟଣାରେ ବୁଧବାର ରାୟ ପ୍ରକାଶ ପାଇଛି। ପ୍ରମାଣ ଅଭାବରୁ ମୁଖ୍ୟ ଅଭିଯୁକ୍ତ ସର୍ବେଶ୍ୱର ଆପଟ୍ଟଙ୍କ ସମେତ ୮ ଜଣଙ୍କୁ ଅତିରିକ୍ତ ଜିଲା ଦୌରା ଜଜ୍‌ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।…

ଥାନା ସମ୍ମୁଖରେ ଭଉଣୀଙ୍କୁ ହତ୍ୟା କଲେ କକାପୁଅ ଭାଇ

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ସମ୍ମୁଖରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ କକାପୁଅ ଭାଇ ଭଉଣୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ କିସିଣ୍ଡା ଥାନା ଲୋଇସିଂ ଗ୍ରାମ ଚମାରପଡ଼ାର ଦେବାନନ୍ଦ…

ତୃତୀୟ ଦିନରେ ୧୭୫ ନାମାଙ୍କନପତ୍ର ଦାଖଲ

କୋକସରା,୧୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ବୁଧବାର କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ଥିବା ସମିତି ଆସନ ପାଇଁ ୧୫, ସରପଞ୍ଚ ପାଇଁ ୪୬, ଓ୍ବାର୍ଡ ସଭ୍ୟ ପାଇଁ ୧୧୪ ଜଣ…

ପୁଣି ଜାତୀୟ ରାଜପଥରେ ଫାଟ

ଆରଡ଼ି, ୧୯।୧ (ଡି.ଏନ.ଏ.): ଥରେ କି ଦୁଇଥର ନୁହେଁ ଲଗାତର ୭ ବର୍ଷ ହେଲା ୨୦ ନଂ. ଜାତୀୟ ରାଜପଥ ଦବୁଛି। ଯାହାକି ବୈତରଣୀ ନଦୀର ସୁରକ୍ଷା ବନ୍ଧ। ଏଠାରେ ପ୍ରତିବର୍ଷ ରାସ୍ତା ମରାମତି ହେଉଥିଲେ ମଧ୍ୟ ପୁଣି ଉକ୍ତ ନିର୍ଦ୍ଦିଷ୍ଟ…

୬ ସ୍ଥାନରେ ଖୋଲିଲା କୋର୍ଟ

କଟକ ଅଫିସ,୧୯ା୧: ରାଜ୍ୟର ୬ଟି ସ୍ଥାନରେ ନୂତନ କୋର୍ଟ ବୁଧବାର ଉଦ୍‌ଘାଟିତ ହୋଇଛି। ସେଗୁଡିକ ହେଲା ମାଲକାନଗିରି ଜିଲା କୁଡୁମୁଲୁଗୁମାଠାରେ ସିଭିଲ ଜଜ ତଥା ଜେଏମ୍‌ଏଫ୍‌ସି, କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ସିନିୟର ସିଭିଲ ଜଜ୍‌ ତଥା ସହକାରୀ ସେସନ ଜଜ୍‌(ମହିଳା ଅଦାଲତ),…

ବିଜେଡିରେ ମିଶିଲେ ତ୍ରିନାଥ ବାଗ

କୋକସରା,୧୯ା୧(ଡି.ଏନ.ଏ.) : ପଦ୍ମ ଛାଡି ଶଙ୍ଖ ଧରିଲେ କଳାହାଣ୍ଡି ଜିଲା କୋକସରା ବ୍ଲକର ଭାଜପା ବରିଷ୍ଠ ନେତା ତ୍ରିନାଥ ବାଗ । ବୁଧବାର ଧର୍ମଗଡ ବିଧାୟକ ମୌଷଧି ବାଗଙ୍କ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ବାସଭବନରେ ନିଜର ସମର୍ଥକଙ୍କ ଉପସ୍ଥିତିରେ ବିଜେଡିରେ…

ସାଙ୍ଗ ହୋଇ ଆସିଥିଲେ, ସାଙ୍ଗ ହୋଇ ଚାଲିଗଲେ

ଧର୍ମଗଡ଼,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଯାଆଁଳା ଭାଇ ଖେଳୁଥିବାବେଳେ ଘର ପାଖ ପୋଖରୀକୁ ଖସି ପଡ଼ିଥିଲେ। ବୁଡ଼ିଯାଉଥିବା ଦେଖିଥିଲେ ପରିବାର ଲୋକେ ଦେଖି ଉଭୟଙ୍କୁ ଗୁରୁତ୍ୱପୂର୍ଣ୍ଣ ଅବସ୍ଥାରେ ଉଦ୍ଧାର…

ଦୁଇ ମହିଳା ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୧୯ା୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର କାଇଁଚପୁର ପଞ୍ଚାୟତର ଦୁଇ ମହିଳା ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବଡ଼ କାଇଁଚପୁରର ସରପଞ୍ଚ ପ୍ରାର୍ଥତ୍ନୀ କେ.ପୁନମ ରେଡ୍ଡୀ ଓ ମାଳିଜଗନ୍ନାଥପୁର ଗ୍ରାମର ମଞ୍ଜୁ ମହାପାତ୍ର ସମିତିସଭ୍ୟା ପ୍ରାର୍ଥିନୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି।…

ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ

କର୍ଲାମୁଣ୍ଡା,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍‌ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍‌ ପାଇଁ କଂଗ୍ରେସ ପ୍ରାର୍ଥୀ…

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡାର ବାସୁଦେବ ମିଶ୍ରଙ୍କ ଘର ସମ୍ମୁଖରେ ଧାରଣାରେ ବସିବା ଘଟଣା ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?