ଆମ ଜିଲା ଖବର

ଅଭିଷେକ ହେଲେ ମହାପ୍ରଭୁ

ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା କଟକଣା ଯୋଗୁ ଚଳିତବର୍ଷ ଭକ୍ତମାନେ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି। ଶ୍ରୀମନ୍ଦିର…

ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବଂଶଧାରା ନଦୀ କୂଳରେ ଗାର୍ଡ ଅଫ୍‌ ଅନର…

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଜିଲା ପରିଷଦ ସଭ୍ୟ ପାଇଁ କିଛି ଆସନରେ ଏପର୍ଯ୍ୟନ୍ତ ଦଳୀୟ…

କୋଭିଡ୍‌ କଟକଣା ଉଲ୍ଲଂଘନକୁ ନେଇ ପ୍ରଶାସନର ତଦନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୮ା୧ (ଡି.ଏନ୍‌.ଏ.): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନୀ ସହ ସାମାଜିକ କଟକଣା ଜାରି ହୋଇଛି। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜୟଚନ୍ଦ୍ରପୁର ତାରିଣୀ ମହାବିଦ୍ୟାଳୟ ପରିସରରେ ରବିବାର ମଧ୍ୟାହ୍ନରେ ହୋଇଥିବା ଏକ ଦଳୀୟ ସଭା…

ଜିଲାରେ ପ୍ରଥମ ଦିନରେ ୮୧୦ ପ୍ରାର୍ଥତ୍ପତ୍ର ଦାଖଲ

କେନ୍ଦ୍ରାପଡ଼ା ଅଫିସ, ୧୮ା୧: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଜିଲା ପରିଷଦ ସଭ୍ୟ ପାଇଁ ୪ଟି ପ୍ରାର୍ଥିପତ୍ର ଦାଖଲ ସହ ୯ ବ୍ଲକ…

ବରୀ, କୋରେଇ ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ବରୀ ବ୍ଲକର ୮୯ ଗ୍ରାମ ଓ କୋରେଇ ବ୍ଲକର ୧୫୮ ଗ୍ରାମ ପାଇଁ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ କୋରେଇ ବ୍ଲକ ପାଇଁ ୧୩୮.୬୯ କୋଟି ଏବଂ ବରୀ…

କାର୍ଯ୍ୟକାରୀ ହେଉନି ଜିଲା ପରିଷଦ ନିଷ୍ପତ୍ତି

ଯାଜପୁର ଅଫିସ,୧୮।୧: ଜିଲା ପରିଷଦ ସହ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ମିଶ୍ରଣ ହୋଇଯାଇଥିବାରୁ ପରିଷଦର କ୍ଷମତା ବୃଦ୍ଧିପାଇବ ବୋଲି ଆଶା କରାଯାଇଥିଲା। ତଦନୁସାରେ ଭୋଟର ଜିଲାପରିଷଦ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇଥିଲେ। କିନ୍ତୁ ଗତ ୫ ବର୍ଷରେ…

ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୧୧ା୧ା୨୨ରେ ମାହାଙ୍ଗା ପୋଲିସ ଜେଏମ୍‌ଏଫ୍‌ସି କୋର୍ଟରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ୍‌ ନିୟମ ଉଲ୍ଲଂଘନ ପ୍ରସଙ୍ଗ: ପୂଜା କମିଟିକୁ ଜରିମାନା

ଝାରସୁଗୁଡ଼ା ଅଫିସ,୧୮ା୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହାକୁ କେହି ଖିଲାପ କଲେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ ଝାରସୁଗୁଡା ଜିଲା ଲଇକେରା ବ୍ଲକ୍‌…

ମେସେଜ ଆସିଲା, ଧାନ ଉଠିଲା ନାହିଁ

ଖୋର୍ଦ୍ଧା ଅଫିସ/ନିରାକାରପୁର/ବୋଲଗଡ଼, ୧୮ା୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନମଣ୍ଡି ଖୋଲିବାରେ ବିଳମ୍ବ ଘଟୁଥିବାରୁ ଚାଷୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ନିର୍ଦ୍ଧାରିତ ତାରିଖରେ ଧାନ ବିକ୍ରି ଲାଗି ମୋବାଇଲ ଫୋନ୍‌କୁ ମେସେଜ ଆସୁଥିବା ବେଳେ ଉକ୍ତ ତାରିଖରେ ଧାନ କିଣାଯାଉନାହିଁ। ଫଳରେ…

୫ କେଜି ସୁନା, ୧୧.୫୫ ଲକ୍ଷ ଟଙ୍କା ଜବତ

ରାସୋଳ, ୧୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଦୀର୍ଘ ୫ ଦିନର ତନାଘନା ପରେ ପୋଲିସ ଏଥିରେ ସମ୍ପୃକ୍ତ ୧୧ଜଣଙ୍କ ମଧ୍ୟରୁ ୯ ଅଭିଯୁକ୍ତଙ୍କୁ…

ସୁମିତ୍‌-ତପସ୍ବିନୀ ମାମଲା: ଆବେଦନ ଖାରଜ କଲେ ଏସ୍‌ଡିଜେଏମ କୋର୍ଟ

ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ ରଖିବା କେସ୍‌ରେ ପ୍ରଥମେ ଏସ୍‌ଡିଜେଏମ ଏବଂ ପରେ ଜିଲା କୋର୍ଟରୁ ନିରାଶ ହୋଇଛନ୍ତି ସୁମିତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?