ଆମ ଜିଲା ଖବର

‘ଚିହ୍ନଟ ଲାଗି ଅଳ୍ପ ସମୟ ମାସ୍କ ଖୋଲିବେ ଭୋଟର’

ବାଲେଶ୍ୱର ଅଫିସ,୧୭।୧: ବାଲେଶ୍ୱର ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ରବିବାର ରାଜନୈତିକ ଦଳ ପ୍ରତିନିଧିମାନଙ୍କ ସହ ଜିଲା ପ୍ରଶାସନର ଆଲୋଚନା ହୋଇଥିଲା। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବା ବେଳେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ସାହୁ,…

ସାମୂହିକ ଅସ୍ଥି ବିସର୍ଜନ କଲେ ଲୋକେ

ବାରିପଦା ଅଫିସ,୧୭।୧: ମୟୂରଭଞ୍ଜ ଜିଲାର ଗଣପର୍ବ ମକର ଅବସରରେ ସୁନାମୁହିଁ(ବାରୁଣୀ) ଘାଟରେ ରବିବାର ଦାମୋଦର ଯାତ୍ରା ଆରମ୍ଭ ହୋଇଛି। ଏହି ଯାତ୍ରା ତିନିଦିନ ଧରି ଚାଲିବାକୁ ଥିବା ବେଳେ କୋଭିଡ କଟକଣାକୁ ନ ମାନି ବହୁ ଲୋକଙ୍କ ଭିଡ଼ରେ ଏହି ପରମ୍ପରା…

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ନୂଆପଡ଼ା ଅଫିସ,୧୭ା୧: ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଛନ୍ତି ଜଣେ ଯବାନ। ଏପରି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ। ସୂଚନାନୁସାରେ, କୋମନା ଥାନା ଅଞ୍ଚଳର ବରକୋଟରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପରେ ସୋମବାର ସକାଳେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ): ବିହାରର ବିରପୁରରେ ସେନା ତାଲିମ କେନ୍ଦ୍ରରେ ଘଟିଥିବା ବିଦ୍ୟୁତ୍‌ ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଥିବା ଗଜପତି ଜିଲା ରାୟଗଡ ବ୍ଲକ କୁରୁବୁଗା ଗାଁର ପର୍ଶୁରାମ ସବରଙ୍କ ମରଶରୀର ରବିବାର ବିଳମ୍ବିତ ରାତିରେ ଗାଁରେ ପହଞ୍ଚିଥିଲା।…

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ ଟାଙ୍ଗିଆକୁ…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧୭ା୧: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ସୋମବାରଠାରୁ ପୁଣି ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ କୁହୁଡ଼ି ଯୋଗୁ ଗତ ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା। କେବଳ ରାତ୍ରି ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା…

ବାଟବଣା ରୁର୍ବାନ ମିଶନ

ଯାଜପୁର ଅଫିସ,୧୭ା୧: ଦୀର୍ଘ ସ୍ଥାୟୀ ସୁରକ୍ଷିତ ଜୀବିକା, ଆୟ ବୃଦ୍ଧିକାରୀ ସମ୍ପତ୍ତି ସୃଷ୍ଟି, ମୁଣ୍ଡପିଛା ଆୟ ବୃଦ୍ଧି ଇତ୍ୟାଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମୂଳ ଲକ୍ଷ୍ୟ। ତାହା ପୂରଣ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ। କୃଷି,…

ଅଘୋଷିତ ମେଣ୍ଟ ଦାନା ବାନ୍ଧୁଛି

ଯାଜପୁର ଅଫିସ,୧୭ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଯାଜପୁର ଜିଲାରେ ୩୯ଟି ଜିଲା ପରିଷଦ ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡିକର ପ୍ରାର୍ଥୀ ଚୂଡାନ୍ତ ହୋଇପାରିନାହିଁ। ସବୁଠି ବିଦ୍ରୋହ ଏବଂ ଅଘୋଷିତ…

ପାଣିରେ ଭାସୁଛି ଧାନ ଫସଲ

ନିରାକାରପୁର,୧୭ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳର ଶହ ଶହ ହେକ୍ଟର ଅମଳକ୍ଷମ ଧାନ ଫସଲ ବିଲରେ କଟା ହୋଇପଡ଼ିଛି। ଅଦିନଆ ବର୍ଷା ଯୋଗୁ ବିଲରେ ପାଣି ଜମି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ରହିଛି। ଅନ୍ୟପଟେ ଋଣ କିପରି…

ମୋବାଇଲ ବ୍ୟାଟେରି ଫାଟି ନାବାଳକ ଗୁରୁତର

ଡାବୁଗାଁ, ୧୭।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଛେରାଗୁଡା ଗ୍ରାମରେ ମୋବାଇଲ ବ୍ୟାଟେରି ଫାଟି ବୈଦ୍ୟନାଥ ଭତ୍ରାଙ୍କ ପୁଅ ଅନନ୍ତ (୭) ଆହତ ହୋଇଛନ୍ତି। ନବରଙ୍ଗପୁର ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ତାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ…

ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?