ଆମ ଜିଲା ଖବର

ବୈତରଣୀରେ ବନ୍ୟା ସ୍ଥିତି ଗମ୍ଭୀର

ଯାଜପୁର ଅଫିସ/ କୋରେଇ/ ବିଞ୍ଝାରପୁର/ ଯାଜପୁର ଟାଉନ/ବରୀ/ ଧର୍ମଶାଳା, ୨୭ା୮ (ସ୍ବ.ପ୍ର./ଡି.ଏନ୍‌.ଏ.) ତିନିଦିନ ଧରି ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଜିଲାର କୋରେଇ, ଯାଜପୁର, ଦଶରଥପୁର...

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଟ୍ରକ୍‌, ଚାଳକଙ୍କ ଜୀବନ ଗଲା

ଛତ୍ରପୁର,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ସୀତା ନଗର ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଟ୍ରକକୁ ପଛପଟୁ ଆଉ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି

ଛତ୍ରପୁର,୨୮।୮(ଡି.ଏନ୍‌.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିିରିକ୍ତ ଜିଲାପାଳ (ଛତ୍ରପୁର)...

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କରୋନା ଯୋଦ୍ଧା

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। କରୋନା ଯୋଦ୍ଧା ଭାବେ ପରିଚିତ ଦୁଇ କର୍ମଚାରୀ ଆର୍‌ଆଇ କନକ ମଞ୍ଜରୀ ଜାନି ଓ ଗଣେଶ ଗୌଡ଼ ଶୁକ୍ରବାର ନିଜ କାର୍ଯ୍ୟରେ ଯୋଗ ଦେଇଛନ୍ତି l...

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା...

ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା...

ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଜିଲା ସୂଚନା ଓ...

ବନ୍ୟାରେ ଫସିଥିବା ଦୁଇ ଭାଇ, ଗର୍ଭବତୀଙ୍କୁ ଉଦ୍ଧାର କଲା ଏନ୍‌ଡିଆରଏଫ୍‌ ଟିମ୍‌

ଭଦ୍ରକ ଅଫିସ,୨୮ା୮: ବନ୍ୟାରେ ଫସି ରହିଥିବା ଦୁଇ ଭାଇ ଓ ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିଛି ଏନ୍‌ଡିଆରଏଫ୍‌ ଟିମ୍‌। ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପାଣି ଘେରରେ ଥିବା ଷୋଳମପୁର ନିଜ ଘରେ ଫସି ରହିଥିବା ଦୁଇ ଭାଇଙ୍କୁ ୩ଘଣ୍ଟା ଅପରେଶନ...

ବନ୍ୟାସ୍ଥିତିର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଭଦ୍ରକ ଅଫିସ,୨୮ା୮: ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାର ସ୍ଥତିି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ। ବୈତରଣୀରେ ବନ୍ୟା ଯୋଗୁ ଜିଲାର ଭଣ୍ଡାରିପୋଖରୀ, ଧାମନଗର ବ୍ଲକ ବିଶେଷ ପ୍ରଭାବିତ ହୋଇଥିବା ବେଳେ ଚାନ୍ଦବାଲି ଓ...

କମୁଛି ବୈତରଣୀ, ବଢୁଛି ଦୁର୍ଦ୍ଦଶା

ଭଦ୍ରକ ଅଫିସ,୨୮ା୮: ଭଦ୍ରକର ତଳିଆ ଅଞ୍ଚଳ ଏବେ ସମ୍ପୂର୍ଣ୍ଣ ଜଳମଗ୍ନ। ପ୍ରାଥମିକ ଆକଳନ ଅନୁଯାୟୀ, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୧୩୦ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଭଦ୍ରକ-ଆଖଣ୍ଡଳମଣି ରାସ୍ତାର କୋଠାର ଛକ ପାଖରେ ରାସ୍ତା ଉପରେ ୩ ଫୁଟର...

ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି

କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ...

ବିପଦପୂର୍ଣ୍ଣ ନଦୀ ଡେଇଁ ପାଣି ଆଣୁଛନ୍ତି ମହିଳା

ଯାଜପୁର ଅଫିସ୍‌, ୨୮।୮: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖରଖରି ଓ ରଗଡ଼ା ଗ୍ରାମ ଢେଙ୍କାନାଳ ଜିଲା ସୀମାନ୍ତରେ ରହିଛି। ଏହି ୨ ଗ୍ରାମରେ ପ୍ରାୟ ୩୫ ପରିବାର ବସବାସ କରୁଛନ୍ତି। ମହନ୍ତସାହିବାସୀଙ୍କ କହିବା ଅନୁସାରେ, ସେଠାରେ ୨ଟି ନଳକୂପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri