ଆମ ଜିଲା ଖବର

ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…

ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ

କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍‌.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ ବ୍ୟାଙ୍କ…

ଟୋକନ ବାହାରିବା ମାତ୍ରେ ଧାନ କିଣ: ୨୪ ଘଣ୍ଟା ମଧ୍ୟରେ ଆକାଉଣ୍ଟ କୁ ଯିବ ଟଙ୍କା

ଛତ୍ରପୁର,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଧାନସଂଗ୍ରହ ପ୍ରକ୍ରିୟା ଚାଲିଛି । ଏହି କାର୍ଯ୍ୟର ସଠିକ୍‌ ପରିଚାଳନା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜୁମ୍‌ ଭିସି ମାଧ୍ୟମରେ ସମସ୍ତ ବ୍ଲକରେ ସମୀକ୍ଷା କରିଥିଲେ। ଯେଉଁ ବ୍ଲକ ଗୁଡିକର ଧାନ ସଂଗ୍ରହ ପ୍ରକ୍ରିୟା…

ଗାଁରେ ବାଘ: ଗାଈ ବେକକୁ ଟାଣି ନେଇ ପିଇଗଲା ରକ୍ତ

ନୂଆପଡା ଅଫିସ,୧୬।୧: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା କୁଟରେଙ୍ଗା ପଡା ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ରବିବାର ସକାଳେ ଏଭଳି ଅଘଟଣ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ବାଘ ବୁଲୁଥିବା ନେଇ କୋକୁଆ ଭୟ ଖେଳି ଯାଇଛି। ପ୍ରାପ୍ତ…

ଲୋକଙ୍କ ଅଭିଯୋଗ ଶୁଣୁନି ଯୋଗାଣ ବିଭାଗ : ଗଞ୍ଜାମରେ ୮୨୦ ମାମଲା ପେଣ୍ଡିଂ

ଛତ୍ରପୁର,୧୬।୧(ଡି.ଏନ୍‌.ଏ): ଯୋଗାଣ ସମ୍ବନ୍ଧୀୟ ଲୋକଙ୍କ ଅଭିଯୋଗ ଓ ସମସ୍ୟା ଜାଣିବା ଏବଂ ଏହାର ସମାଧାନ କରିବା ଲାଗି ରାଜ୍ୟ ସରକାର ଜିଆରଏସ ପୋର୍ଟାଲର ବ୍ୟବସ୍ଥା କରିଛନ୍ତି । ଫଳରେ ଜନସାଧାରଣ ଉକ୍ତ ପୋର୍ଟାଲ ଜରିଆରେ ଅନଲାଇନ୍‌ରେ ନିଜର ରାଶନକାର୍ଡ, ଧାନ, ସାର…

ଜନତାମୁହାଁ ନେତା

ଛେଣ୍ଡିପଦା,୧୬।୧: ପାଖେଇ ଆସିଲାଣି ପଞ୍ଚାୟତ ନିର୍ବାଚନ। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ। ତେଣୁ ତରବର ହୋଇ ନେତା ହୋଇଛନ୍ତି ଜନତା ମୁହାଁ। ଅନୁଗୋଳ ଜିଲା ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ମୋଟ୍‌ ୫୨ଟି ପଞ୍ଚାୟତ…

ଆସିଛନ୍ତି ୫,୨୨୮ ଅତିଥି ପକ୍ଷୀ

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ୨୦୨୨ରେ ଜିଲାକୁ ଦେଶବିଦେଶରୁ ୫,୨୨୮ ପ୍ରବାସୀ ପକ୍ଷୀଙ୍କ ସମାଗମ ହୋଇଛି। ପରଜଙ୍ଗ ବ୍ଲକର ଦଦରାଘାଟି ଜଳଭଣ୍ଡାର, ବ୍ରାହ୍ମଣୀ ନଦୀକୂଳ, ସଦର ବ୍ଲକ ବଡ଼ ନାଗେନା ଅଞ୍ଚଳକୁ ଅଧିକ ସଂଖ୍ୟାରେ ବ୍ରାହ୍ମିନୀ ଡକ୍‌ଙ୍କ…

ରାଇବଣିଆରେ ଗୋଠଖଣ୍ଡିଆ ୩ ହାତୀ

ଜଳେଶ୍ୱର, ୧୬।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ରାଇବଣିଆ ଅଞ୍ଚଳରେ ଗତ କିଛିଦିନ ହେଲା ଝାଡଖଣ୍ଡୀ ହାତୀପଲ ଆତଙ୍କ ଖେଳାଇ ଚାଲିଛନ୍ତି। ଶନିବାର ଭୋର ସମୟରେ ଗୋଟିଏ ଦନ୍ତା ହାଣ୍ଡିଆ ପିଇ ଜଣଙ୍କୁ ଦଳି ଦେଇଛି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ହାତୀଗୁଡ଼ିକୁ ଘଉଡ଼ାଇଛନ୍ତି।…

ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଉମରକୋଟ ପୌର ପରିଷଦ ଅଧ୍ୟକ୍ଷ ପଦବୀ

ଉମରକୋଟ, ୧୬।୧(ସ୍ବ.ପ୍ର.) ଉମରକୋଟ ପୌର ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଏ ନେଇ ଶନିବାର ରାଜ୍ୟ ନିର୍ବାଚନ କମିଶନର ଘୋଷଣା କରିଛନ୍ତି। ସାଧାରଣ ଓ ଅନୁସୂଚିତ ଜାତିର ଆଶାୟୀଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ…

ଗଙ୍ଗାସାଗରରେ ୭ଲକ୍ଷ ଶ୍ରଦ୍ଧାଳୁଙ୍କ ମକରବୁଡ଼

ଭୋଗରାଇ, ୧୬।୧(ଡି.ଏନ.ଏ.) ପଶ୍ଚିମବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ଶୁକ୍ରବାର ନିଶିବସାନ ମହେନ୍ଦ୍ର ବେଳାରେ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ସମୁଦ୍ରରେ ମକରବୁଡ଼ ଦେଇଛନ୍ତି। ଲକ୍ଷାଧିକ ତୀର୍ଥଯାତ୍ରୀ ଗଙ୍ଗାସାଗରରେ ସ୍ନାନ କରି ପ୍ରସିଦ୍ଧ କପିଳମୁନି ମନ୍ଦିରରେ ପୂଜାର୍ଚ୍ଚନା…

ଆରମ୍ଭ ହେଲା ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ

ପଦ୍ମପୁର, ୧୬।୧(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେଇଛି। ଜିଲାପାଳ ତ୍ରିଲୋଚନ ମାଝି, ଉପଜିଲାପାଳ ମନୋଜ କୁମାର ପାତ୍ର, ଏସ୍‌ପି…

ଦୋଷୀ କର୍ମଚାରୀଙ୍କୁ ଘଣ୍ଟଘୋଡ଼ା

ବୈପାରିଗୁଡ଼ା,୧୬।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର କସମଗୁଡ଼ା ଗ୍ରାମର କେତେଜଣ ହିତାଧିକାରୀଙ୍କ କାଳିଆ, ପିଏମ୍‌ କିଷାନ ଯୋଜନା ଅର୍ଥ ପ୍ରଦାନରେ ବାଟମାରଣା ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବୁଧବାର କୋରାପୁଟ ଡିଭିଜନ ପକ୍ଷରୁ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?