ଆମ ଜିଲା ଖବର

ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ ଟେଷ୍ଟ ବୃଦ୍ଧି ପାଉଛି ା କରୋନା ପଜିଟିଭଙ୍କୁ ଚିହ୍ନଟ କରିବାରେ ଏହା ସହାୟକ...

ବନ୍ୟାଜଳ ଦେଖିବାକୁ ଯାଇ ଭାସିଗଲେ ଶିଶୁକନ୍ୟା

ବରଗଡ଼ ଅଫିସ୍‌,୨୭।୮-ବରଗଡ଼ ବ୍ଲକ ସର୍ଲା ନିକଟରେ ବହି ଯାଇଥିବା ଦନ୍ତା ନଦୀର ବନ୍ୟାଜଳ ଦେଖିବାକୁ ଯାଇଥିବାବେଳେ ପୋଲ ଉପରୁ ଖସି ପଡ଼ି ବୁଧବାର ଏକ ଶିଶୁକନ୍ୟା ଭାସି ଯାଇଛନ୍ତି। ଶିଶୁକନ୍ୟା ଜଣକ ସର୍ଲା ଆନ୍ଧ୍ରପଡ଼ାର ଡି. ପୋଡ୍ଡିରାଜୁଙ୍କ ଝିଅ ଗିରିଜା...

କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

କୋରାପୁଟ,୨୭ା୮ (ସ୍ବ.ପ୍ର.)-କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଗୁରୁବାର ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ...

ହତ୍ୟା ମାମଲା ରୁଜୁପରେ କ୍ଷମା ଯାଚିକା ଦାଖଲ

ଦିଗପହଣ୍ଡି,୨୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରିଟିକରପଡ଼ା ଗଁାରେ ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଆକ୍ରମଣ ଅଭିଯୋଗରେ କେ.ନୂଆଗାଁ ଥାନାରେ ୨୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀଙ୍କ ନଁାରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ...

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା...

ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ।...

ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ ଦ୍ୱାରରେ ଲଗାଯାଇଥିବା କବାଟକୁ ରୂପା ଛାଉଣୀ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ...

ଘରେ ପଶି ମହିଳାଙ୍କଠାରୁ ହାର ଲୁଟ୍‌ ଘଟଣା: ୨ ଗିରଫ, ହାର ଜବତ

ବ୍ରହ୍ମପୁର ଅଫିସ,୨୭ା୮: ଘରେ ପଶି ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌ ଘଟଣାରେ ବଡ଼ ବଜାର ଥାନା ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରାମୁଖୀ ସାହିର ଦୁର୍ଦ୍ଦାନ୍ତ ଅପରାଧୀ ଶିବ ପଟ୍ଟନାୟକ ଓ ମାର୍ଥାସାହିର...

ଭଦ୍ରକରେ ବନ୍ୟା ପରିସ୍ଥିତି: ତଳିଆ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ଭଦ୍ରକ ଅଫିସ,୨୭ା୮: ଉପର ମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୭୦ ଜଣଙ୍କୁ ଖାଲୁଆ ଅଞ୍ଚଳରୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୨୦ଜଣ...

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍‌ଟିଏଫ୍‌ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ...

ଚାଷରେ ବ୍ୟବହାର ହେଲା ଝରଣାପାଣି

ସମ୍ବଲପୁର,୨୭ା୮(ବ୍ୟୁରୋ): ଜଙ୍ଗଲ ଭିତରେ ଝରଣା ପାଣି ଅପଚୟ ହେଉଥିଲା। ବର୍ଷାଋତୁରେ ଏହି ଝରଣା ପାଣିକୁ କେବଳ ଲୋକେ ବ୍ୟବହାର କରିପାରୁଥିଲେ। ଗ୍ରୀଷ୍ମ ଋତୁରେ ସେହି ପାଣି ବ୍ୟବହାର ହୋଇପାରୁ ନ ଥିଲା। ଝରଣାର ସେହି ଅପଚୟ ଜଳକୁ ସଂରକ୍ଷଣ କରିବା...

ଲଘୁଚାପ ବର୍ଷାରେ ବେହାଲ ନୀଳଗିରି

ସଜନାଗଡ,୨୭।୮(ଡି.ଏନ.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ବାଲେଶର ଜିଲା ନୀଳଗିରିରେ ଲଗାତର ବର୍ଷାରେ ସୋନନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ନଦୀ ପାର୍ଶ୍ୱ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଲଗାଣ ବର୍ଷାରେ ୭ଟି ପଞ୍ଚାୟତ ତଥା ନରଣପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri