୩୦ଯାଏ ଲୋଇସିଂହା ଶଟ୍ଡାଉନ
ଲୋଇସିଂହା,୨୭।୮(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସହରରେ ଦିନକୁ ଦିନ କୋରାନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଚାଲିଛି। ବୁଧବାର ଏଠାରେ ଗୋଟିଏ ଦିନରେ ୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ଲୋଇସିଂହାବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି...
ଜଳକା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା: ସୁବର୍ଣ୍ଣରେଖାରେ ବଢ଼ୁଛି ଜଳସ୍ତର
ବାଲେଶ୍ୱର ଅଫିସ, ୨୭।୮: ବାଲେଶ୍ୱର ଜିଲାର ସମସ୍ତ ଛୋଟ ବଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା ବେଳେ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି। ଫଳରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ...
କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ତହସିଲଦାର
ପୁରୁଷୋତ୍ତମପୁର,୨୭ା୮(ଡି.ଏନ୍.ଏ.): କରୋନା ଯୋଦ୍ଧା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅରୁଣ କୁମାର ନାୟକ ଗତ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଫଳରେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ରହି ଚିକିତ୍ସିତ ହେବାରେ ଲାଗିଥିବା ବେଳେ ସୁସ୍ଥ ହୋଇ ଗୁରବାର କାର୍ଯ୍ୟରେ...
ବୈତରଣୀ ନଦୀରେ ବନ୍ୟା: ୪ ବ୍ଲକର ୮୦ ପଞ୍ଚାୟତ ପ୍ରଭାବିତ
ଯାଜପୁର ଅଫିସ,୨୭।୮: ବୈତରଣୀ ନଦୀର ଉଛୁଳା ପାଣିରେ ଯାଜପୁର ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ ବିଞ୍ଝାରପୁର ବ୍ଲକର ପ୍ରାୟ ୮୦ଟି ପଞ୍ଚାୟତବାସୀ ପ୍ରଭାବିତ ହୋଇଛନ୍ତି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବାବେଳେ ଗୁରୁବାର ସକାଳ...
ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା
କଣିହାଁ,୨୭।୮(ଡି.ଏନ୍.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି। ଇତିମଧ୍ୟରେ କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ବନ୍ୟାଜଳ...
ବ୍ରହ୍ମପୁରରୁ ଆନ୍ଧ୍ରକୁ ରୁପା ଇଟା ଚାଲାଣ: ୧୮ ଲକ୍ଷ ଟଙ୍କାର ଇଟା ଜବତ, ୩ ଗିରଫ
ବ୍ରହ୍ମପୁର ଅଫିସ,୨୭ା୮: ଓଡ଼ିଶାରୁ ଆନ୍ଧ୍ରକୁ ରୁପାଇଟା ଚାଲାଣ ବେଳେ ଇଚ୍ଛାପୁର ପୋଲିସ ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ପୋଲିସ ୩ଜଣ ଚାଲାଣକାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ୬୧କେଜି ରୁପାଇଟା ଜବତ କରିଥିବା ଜଣାପଡ଼ିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ...
୧୨ ଘଣ୍ଟା ପରେ ବିନା ପିପିଇ କିଟ୍ରେ ହସ୍ପିଟାଲ ଗଲେ
ପୁରୀ ଅଫିସ,୨୭ା୮: କରୋନା ଆକ୍ରାନ୍ତଙ୍କୁ ପୁରୀରେ ମିଳିଲାନି ପ୍ରଶାସନିକ ସହଯୋଗ। ଘରଠାରୁ ମାତ୍ର ୩ଶହ ମିଟର ଦୂରରେ କୋଭିଡ୍ ହସ୍ପିଟାଲ ଥିଲେ ସୁଦ୍ଧା ସେଠାରେ ପହଞ୍ଚତ୍ବାକୁ ଲାଗିଗଲା ପ୍ରାୟ ୧୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ। ପ୍ରଶାସନିକ ସହଯୋଗ ନ ମିଳିବାରୁ ଶେଷରେ...
ରାତିରେ ସରକାରୀ ଜମିରୁ ବାଲି ଲୁଟ୍
ପୁରୀ ଅଫିସ,୨୭ା୮: ପୁରୀ ଜିଲା ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ପ୍ରାଚୀର ଭାବେ ପ୍ରାକୃତିକ ବାଲିସ୍ତୂପ କାମ କରୁଥିଲା। ବର୍ଷା, ପବନ ଅବା ସମୁଦ୍ର ଲୁଣାପାଣି ମାଡ଼ିି ଆସିବାରୁ ଏହା ପ୍ରତିହତ କରି ପାରୁଥିଲା। ହେଲେ ଆଜି ଆଉ ସେଭଳି ଚିତ୍ର...
୭ ବିସ୍ଥାପିତ ପରିବାରକୁ ମିଳିଲା ଜମି
ପୁରୀ ଅଫିସ,୨୭ା୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଯେଉଁମାନେ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନଙ୍କ ଶହ ଶହ ବର୍ଷର ଭିଟାମାଟି ଦେଇଥିଲେ ସେମାନଙ୍କ ମଧ୍ୟରୁ ୭ ବିସ୍ଥାପିତ ପରିବାରକୁ ଜମି ପ୍ରଦାନ କରାଯାଇଛି। ବୁଧବାର ଏହି...
ଯମେଶ୍ୱରଙ୍କଠାରୁ ହିସାବ ବୁଝିଲେ ସୁଦର୍ଶନ
ପୁରୀ ଅଫିସ, ୨୭ା୮: ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ହେଉଛନ୍ତି ଶ୍ରୀଲୋକନାଥ। ସେହିପରି ଶ୍ରୀମନ୍ଦିରର ବର୍ଷକ ଯାକର ହିସାବ ବୁଝାଶୁଝା କରନ୍ତି ପ୍ରଭୁ ଯମେଶ୍ୱର। ତେଣୁ ଯମେଶ୍ୱରଙ୍କୁ ଶ୍ରୀମନ୍ଦିରର ହିସାବ ରକ୍ଷକ କୁହାଯାଏ। ପବିତ୍ର ରାଧାଷ୍ଟମୀରେ ମହାପ୍ରଭୁଙ୍କ ପ୍ରତିନିଧି ଶ୍ରୀସୁଦର୍ଶନ ଯମେଶ୍ୱରଙ୍କ...
ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ
ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ ସଞ୍ଜୟ ପାତ୍ର ଓ ସନ୍ତୋଷ ପାତ୍ର ପ୍ରାଣ ହରାଇଥିଲେ। ସେତେବେଳେ ଏହା...
ଅଣ୍ଡିଲୋ ଗାଁରେ ଆଣ୍ଠୁଏ ପାଣି
ବାଲିଅନ୍ତା,୨୭ା୮(ଡି.ଏନ୍.ଏ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଯୋଗୁ ବାଲିଅନ୍ତା ପଞ୍ଚାୟତର ଅଣ୍ଡିଲୋ ଗ୍ରାମର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଫଳରେ ଗ୍ରାମର ଲୋକମାନେ ବର୍ଷାଜଳରେ ପଶି ବହୁ ଅସୁବିଧାରେ ଯାତାୟାତ କରୁଛନ୍ତି।...
Archives


