‘ନବଜୀବନପୁର’ର ନବକଳେବର
ଢେଙ୍କାନାଳ ଅଫିସ,(ରତନ ନାୟାର) ୨୭।୮: ଭାରତର ଗ୍ରାମାଞ୍ଚଳର ଲୋକଙ୍କ ଭିତରେ ରହିଥିବା ଆତ୍ମୀୟତା, ଉତ୍ତମ ବ୍ୟବହାର ସାଙ୍ଗକୁ ଭିନ୍ନଧରଣର ଖାଦ୍ୟପେୟ, ଲୋକକଳା ଏବଂ ପାରମ୍ପରିକ କୁଟୀର ଶିଳ୍ପ ଦେଶବିଦେଶର ପର୍ଯ୍ୟଟକଙ୍କୁ ଟାଣି ଆଣିବାର ସାମର୍ଥ୍ୟ ରଖେ। ଏହାକୁ ନଜରରେ ରଖି ଗ୍ରାମୀଣ...
ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା
ବନ୍ତ,୨୭।୮(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର...
ଏସ୍ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ
କଟକ ଅଫିସ,୨୬ା୮- ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍ସିବିର ଡେଣ୍ଟାଲ ବିଭାଗରୁ ଜଣେ...
କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ
କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି। କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ...
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ ଅଞ୍ଚଳର ଏବଂ ୧୩୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଫଳରେ...
ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ
ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ...
ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି
ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ ପୋଲ ଉପରେ ବୁଧବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଫଳରେ ପୋଲର...
ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର
ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା...
ଗଞ୍ଜାମରେ ଧିମେଇଛି ଚାଷୀ ପଞ୍ଜିକରଣ : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅବଧି ବୃଦ୍ଧି ଦାବି
ଛତ୍ରପୁର,୨୬।୮(ଡି.ଏନ୍.ଏ.): ଧାନ ବିକିବା ନେଇ ଚାଷୀଙ୍କ ନାମ ଅନଲାଇନ୍ ପଞ୍ଜିକରଣ ଅବଧି ଚଳିତ ମାସ ୩୧ ତାରିଖରେ ସରିବ । ଅପରପକ୍ଷରେ କରୋନା କଟକଣା ନେଇ ଗଞ୍ଜାମ ଜିଲାରେ ଚାଷୀ ପଞ୍ଜିକରଣ ଧିମେଇ ଯାଇଛି। ଆଉ ମାତ୍ର ୫ ଦିନ...
ଜରାଳି, ସରାଳୀ ନଦୀର ଜଳପତନ ବୃଦ୍ଧି: ଘରେ ପଶିଲା ବନ୍ୟାଜଳ
ବାରିପଦା ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ବାରିପଦା ସହରର ବିଭିନ୍ନ ସ୍ଥାନରେ ବନ୍ୟା ଜଳ ପ୍ରବେଶ କରିଛି । ମଙ୍ଗଳବାର ରାତି ତମାମ ବର୍ଷା ଲାଗିରହିବାରୁ ବୁଧବାର ସକାଳୁ ଜରାଳି ଓ ସରାଳୀ ନଦୀର...
ଭଦ୍ରକରେ ବନ୍ୟା ଆଶଙ୍କା: ପହଞ୍ଚିଲେ ଏନ୍ଡିଆର୍ଏଫ, ଓଡ୍ରାଫ୍ ଟିମ୍
ଭଦ୍ରକ ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି। ଭଦ୍ରକ ଜିଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା କରାଯାଉଛି। ସମସ୍ତ ନଦୀରେ ବର୍ଷା ଜଳ ପ୍ରବାହିତ ହେବାରେ...
ଅନୁପ ସାଏଙ୍କୁ କରୋନା
ଝାରସୁଗୁଡ଼ା ଅଫିସ,୨୬।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ଏନେଇ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜେଲ୍ ଅଧିକ୍ଷକ ଏନ୍.କେ. ତେହରିଆ ବୁଧବାର ସ୍ପଷ୍ଟ କରିଛନ୍ତି। ପ୍ରକାଶ ଯେ, ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାସ ଏବଂ ତାଙ୍କ...
Archives


