ଆମ ଜିଲା ଖବର

ସୁଇସାଇଡ ନୋଟ୍‌ ଲେଖି ନାବାଳକଙ୍କ ଆତ୍ମହତ୍ୟା

ଚୌଦ୍ୱାର,୨୬ା୮(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ କପାଳେଶ୍ୱର ନୂଆସାହିରୁ ଜଣେ ନାବାଳକର ଝୁଲନ୍ତା ମୃତଦେହକୁ ଚୌଦ୍ୱାର ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି । ସେ ହେଲେ ପାରସନାଥ ସିଂହଙ୍କ ପୁଅ ସରୋଜ(୧୬)। ପ୍ରକାଶ ଯେ,...

ମନ୍ଦିର ଗର୍ଭଗୃହରେ ପାଣି, ବୁଡିଗଲେ ବାବା ଆଖଣ୍ଡଳମଣି

ଆରଡି, ୨୬।୮,(ଡି.ଏନ.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷା ପାଣି ପ୍ରବେଶ କରିବାରୁ ବାବା ଆଖଣ୍ଡଳମଣି ସମ୍ପୂର୍ଣ୍ଣ ଭାବେ ବୁଡିଯାଇଥିଲେ। ଲିଙ୍ଗ ବୁଡି ରହିଥିବାରୁ ବୁଧବାର ସକାଳେ ମଙ୍ଗଳଆଳତି ହେବାରେ...

ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ...

ଇସ୍ରୋ-ଭିସୁଟ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲାଯିବ। ଏ ନେଇ ଇସ୍ରୋ ଓ ଭିସୁଟ୍‌ ମଧ୍ୟରେ...

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ କରଙ୍କର କେନ୍ଦ୍ରାପଡ଼ା ସହର ସାନମଙ୍ଗଳାସ୍ଥିତ ବାସଭବନରେ ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ପରିବାର...

୧୦୦ ଫୁଟ୍‌ ପଥର ପ୍ୟାକିଂ ଧସିଲା

ଚଣ୍ଡିଖୋଲ, ୨୬।୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତ୍‌ସିଂହପୁର ଜିଲା ଅତିକ୍ରମ କରିଥିବା ହରିଦାସପୁର-ପରାଦୀପ ରେଳପଥ ପ୍ରକଳ୍ପ କାର୍ଯ୍ୟ ନିକଟରେ ଶେଷ ହୋଇଛି। ଆନୁଷ୍ଠାନିକ ଭାବେ ଏହାର ଉଦ୍‌ଘାଟନ ହୋଇ ନ ଥିଲେ ମଧ୍ୟ ପୂର୍ବତଟ ରେଳ ବିଭାଗ ତରଫରୁ...

ସନ୍ଦେହରେ ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରତିଷ୍ଠା

ଯାଜପୁର ଅଫିସ୍‌/ଧର୍ମଶାଳା/ ଜେନାପୁର, ୨୬।୮ (ଡି.ଏନ୍‌.ଏ.): ଦେଶର ୪ର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ତୈଳ ଭଣ୍ଡାର ପ୍ରତିଷ୍ଠା କରିବାକୁ ପ୍ରାୟତଃ ପଦକ୍ଷେପ ସମ୍ପନ୍ନ ହୋଇସାରିଛି। ପ୍ରକଳ୍ପକୁ ୨୦୧୮ ଜୁନ ୨୭ତାରିଖରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି। ହେଲେ ମଙ୍ଗଳବାର ଡଙ୍କାରୀ,...

ରାସ୍ତାରୁ ଉଠାଇ ବ୍ୟକ୍ତିଙ୍କୁ ଏସ୍‌ଆଇଙ୍କ ମାଡ଼

କୋଣାର୍କ,୨୬ା୮(ଡି.ଏନ୍‌.ଏ.): କୋଣାର୍କ ଏନ୍‌ଏସିର ୧୦ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପଣ୍ଡାଙ୍କୁ ରାସ୍ତାରୁ ଉଠାଇ ନେଇ ମଦ୍ୟପ ଆଖ୍ୟା ଦେଇ କୋଣାର୍କ ଥାନା ଏସ୍‌ଆଇ ଦିଲୀପ କୁମାର ବେହେରା ମାଡ଼ ମାରିଛନ୍ତି। ଏ ନେଇ ଜ୍ଞାନରଞ୍ଜନଙ୍କ ସ୍ତ୍ରୀ ଶୈଳବାଳା ମଙ୍ଗଳବାର ଥାନାରେ...

ଶୟନମୁଦ୍ରାରେ ମା’ କଟକଚଣ୍ଡୀ

କଟକ ଅଫିସ,୨୬ା୮: ମା’ଙ୍କ ପାଇଁ ଆସିଛି ନୂତନ ଗଦି, ତକିଆ ଓ ଶଯ୍ୟା ଉପକରଣ। ଏବେ ଗୋଟିଏ ପକ୍ଷ ଅର୍ଥାତ୍‌ ୧୫ଦିନ ଯାଏ ଶୟନମୁଦ୍ରାରେ ରହିବେ କଟକର ଆରାଧ୍ୟା ମା’ କଟକଚଣ୍ଡୀ। ପୀଠରେ ମଙ୍ଗଳବାର ଶୟନଉତ୍ସବ ପାଳନ ହେବା ସହ...

କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୨୬ା୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଅନିଲ କୁମାର ସାମଲ ମଙ୍ଗଳବାର ଖୋର୍ଦ୍ଧା ଜିଲା କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। କରୋନା ନିୟନ୍ତ୍ରଣ ଲାଗି ତୃଣମୂଳସ୍ତରରେ ଅଧିକ ସଚେତନତା ଉପରେ ଆରଡିସି ସାମଲ ଗୁରୁତ୍ୱ ଦେଇଥିଲେ। ଜିଲାପାଳଙ୍କ ସମ୍ମିଳନୀ...

ଜିଲାପାଳ କାର୍ଯ୍ୟାଳୟ ୨ ଦିନ ବନ୍ଦ

କଟକ ଅଫିସ,୨୬।୮: କଟକ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସଂକ୍ରମଣ ବ୍ୟାପିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ...

ଅନୁପ ସାଏ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri