ଯମେଶ୍ୱରଙ୍କଠାରୁ ହିସାବ ବୁଝିଲେ ସୁଦର୍ଶନ
ପୁରୀ ଅଫିସ, ୨୭ା୮: ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ହେଉଛନ୍ତି ଶ୍ରୀଲୋକନାଥ। ସେହିପରି ଶ୍ରୀମନ୍ଦିରର ବର୍ଷକ ଯାକର ହିସାବ ବୁଝାଶୁଝା କରନ୍ତି ପ୍ରଭୁ ଯମେଶ୍ୱର। ତେଣୁ ଯମେଶ୍ୱରଙ୍କୁ ଶ୍ରୀମନ୍ଦିରର ହିସାବ ରକ୍ଷକ କୁହାଯାଏ। ପବିତ୍ର ରାଧାଷ୍ଟମୀରେ ମହାପ୍ରଭୁଙ୍କ ପ୍ରତିନିଧି ଶ୍ରୀସୁଦର୍ଶନ ଯମେଶ୍ୱରଙ୍କ...
ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ
ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ ସଞ୍ଜୟ ପାତ୍ର ଓ ସନ୍ତୋଷ ପାତ୍ର ପ୍ରାଣ ହରାଇଥିଲେ। ସେତେବେଳେ ଏହା...
ଅଣ୍ଡିଲୋ ଗାଁରେ ଆଣ୍ଠୁଏ ପାଣି
ବାଲିଅନ୍ତା,୨୭ା୮(ଡି.ଏନ୍.ଏ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଯୋଗୁ ବାଲିଅନ୍ତା ପଞ୍ଚାୟତର ଅଣ୍ଡିଲୋ ଗ୍ରାମର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଫଳରେ ଗ୍ରାମର ଲୋକମାନେ ବର୍ଷାଜଳରେ ପଶି ବହୁ ଅସୁବିଧାରେ ଯାତାୟାତ କରୁଛନ୍ତି।...
ନୂଆପାଟଣା ଗ୍ରାମ ୩ ଦିନ ଶଟ୍ଡାଉନ
ନିମାପଡ଼ା,୨୭ା୮(ଡି.ଏନ୍.ଏ): ନିମାପଡ଼ା ବ୍ଲକ କଳାପାଞ୍ଚଣ ପଞ୍ଚାୟତର ନୂଆପାଟଣା ଗ୍ରାମରେ ବୁଧବାର ଜଣେ ୧୭ବର୍ଷୀୟ ବାଳକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସରପଞ୍ଚ ଅଭିମନ୍ୟୁ ପଣ୍ଡା ନୂଆପାଟଣା ଗ୍ରାମକୁ ବୁଧବାରଠାରୁ ୩ଦିନ ଶଟ୍ଡାଉନ ଘୋଷଣା କରିଛନ୍ତି। ଗ୍ରାମର...
କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ଆଗରେ ଧାରଣା
କୋଣାର୍କ,୨୭ା୮(ଡି.ଏନ୍.ଏ): କୋଣାର୍କ ଏନ୍ଏସିର ୧୦ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନନରଞ୍ଜନ ପଣ୍ଡାଙ୍କୁ ରାସ୍ତାରୁ ଉଠାଇ ନେଇ କୋଣାର୍କ ଥାନା ଏସଆଇ ଦିଲୀପ କୁମାର ବେହେରା ମାଡ ମାରିଛନ୍ତି। ଏ ନେଇ ଜ୍ଞାନରଞ୍ଜନଙ୍କ ସ୍ତ୍ରୀ ଶୈଳବାଳା ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ତେବେ...
‘ବାପାଙ୍କୁ କୋଭିଡ୍ ହସ୍ପିଟାଲ ନିଅ’
କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର ହୋଇଛନ୍ତି। ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ତାଙ୍କ ଚିକିତ୍ସା ଖର୍ଚ୍ଚ କରିପାରୁ...
୩ ପଞ୍ଚାୟତର ୧୫ ଗାଁ ପାଣି ଘେରରେ
ଖୋର୍ଦ୍ଧା ଅଫିସ,୨୭ା୮: ଲଗାଣ ବର୍ଷା ସହ ହୀରାକୁଦ ଜଳ ରାଜୁଆ ନଦୀରେ ପ୍ରବେଶ କରିବା ପରେ ବନ୍ୟା ଆସିଛି। ଫଳରେ ଖୋର୍ଦ୍ଧା ବ୍ଲକ୍ର ୩ ପଞ୍ଚାୟତରେ ବନ୍ୟା ପାଣି ପ୍ରବେଶ କରି ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ଶହଶହ ଏକର...
ଝିଅର ଅଶ୍ଳୀଳ ଫଟୋ ଭାଇରାଲ ପରେ ମା’ଙ୍କ ଆତ୍ମହତ୍ୟା
ଯାଜପୁର ଟାଉନ୍, ୨୭ା୮ (ଡି.ଏନ୍.ଏ.): ଝିଅର ଅଶ୍ଳୀଳ ଫଟୋ ଭାଇରାଲ ହେବା ପରେ ମା’ ଆତ୍ମହତ୍ୟା କରିବା ଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ଯାଜପୁର ଟାଉନ ଥାନା ଅଞ୍ଚଳରେ। ଏହି ଘଟଣାରେ ପୋଲିସ ବାଲେଶ୍ୱର ଜିଲା ସିଙ୍ଗଲା ଥାନା...
ଏସ୍ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ
କଟକ ଅଫିସ,୨୭ା୮: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍...
୨ ରହୁଛି ଖୋଲା, ୫ରେ ତାଲା
ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା...
‘ସମଲିଙ୍ଗୀଙ୍କୁ ଏକାଠି ରହିବାକୁ ସମାଜ ସୁଯୋଗ ଦେଉ’
କଟକ ଅଫିସ,୨୭ା୮: ସାମ୍ପ୍ରତିକ ସାମାଜିକ ମୂଲ୍ୟବୋଧ ଓ ବ୍ୟବସ୍ଥାର ପ୍ରତିଫଳନ ହେଉଛି ଆଇନ। ସମୟ ଅନୁସାରେ ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥାଏ। ସମଲିଙ୍ଗୀ ସମ୍ପର୍କ, ବ୍ୟକ୍ତିଗତ ସ୍ବାଧୀନତା ଅଧିକାର ଆଇନତଃ ସୁରକ୍ଷିତ। କଥାରେ ଅଛି ପ୍ରେମ ମାନେନା ବାଧା ବନ୍ଧନ।...
ଉତ୍ତର ଓଡ଼ିଶାରେ ବନ୍ୟା
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ...
Archives


