ଆମ ଜିଲା ଖବର

ଏସ୍‌ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ

କଟକ ଅଫିସ,୨୭ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍‌...

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା...

‘ସମଲିଙ୍ଗୀଙ୍କୁ ଏକାଠି ରହିବାକୁ ସମାଜ ସୁଯୋଗ ଦେଉ’

କଟକ ଅଫିସ,୨୭ା୮: ସାମ୍ପ୍ରତିକ ସାମାଜିକ ମୂଲ୍ୟବୋଧ ଓ ବ୍ୟବସ୍ଥାର ପ୍ରତିଫଳନ ହେଉଛି ଆଇନ। ସମୟ ଅନୁସାରେ ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥାଏ। ସମଲିଙ୍ଗୀ ସମ୍ପର୍କ, ବ୍ୟକ୍ତିଗତ ସ୍ବାଧୀନତା ଅଧିକାର ଆଇନତଃ ସୁରକ୍ଷିତ। କଥାରେ ଅଛି ପ୍ରେମ ମାନେନା ବାଧା ବନ୍ଧନ।...

ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ...

୧୨ଟି ପଞ୍ଚାୟତର ଶହ ଶହ ଏକର ଚାଷ ଜମି ଜଳମଗ୍ନ

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବନ୍ୟା ସୃଷ୍ଟି ହୋଇଛି। ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ଫୁଲିବା ସହିତ ବିପଦ ସଙ୍କେତ ଟପିଛି। ମଥାନୀ ଠାରେ ନଦୀର ବିପଦ ସଙ୍କେତ ୫.୫୦ମିଟର...

ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ

ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ ପାଳିଆ ସେବକ ଓ ଅନ୍ୟ ସେବାୟତ ମାନେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହ ବୁଡିଯିବା...

ବସ୍ତା ହସ୍ପିଟାଲ ଭିତରେ ପଶିଲା ଦୂଷିତ ପାଣି

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବୁଧବାର ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ବସ୍ତା ହସ୍ପିଟାଲ ଭିତରେ ୨ଫୁଟର ପାଣି ପଶିଥିବା ଦେଖିବାକୁ ମିଳିଛି। ବସ୍ତା ହସ୍ପିଟାଲର ଆଉଟଡୋର, ଡାକ୍ତରଙ୍କ ଚାମ୍ବର, ଲେବରରୁମ୍‌, ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ...

‘ନବଜୀବନପୁର’ର ନବକଳେବର

ଢେଙ୍କାନାଳ ଅଫିସ,(ରତନ ନାୟାର) ୨୭।୮: ଭାରତର ଗ୍ରାମାଞ୍ଚଳର ଲୋକଙ୍କ ଭିତରେ ରହିଥିବା ଆତ୍ମୀୟତା, ଉତ୍ତମ ବ୍ୟବହାର ସାଙ୍ଗକୁ ଭିନ୍ନଧରଣର ଖାଦ୍ୟପେୟ, ଲୋକକଳା ଏବଂ ପାରମ୍ପରିକ କୁଟୀର ଶିଳ୍ପ ଦେଶବିଦେଶର ପର୍ଯ୍ୟଟକଙ୍କୁ ଟାଣି ଆଣିବାର ସାମର୍ଥ୍ୟ ରଖେ। ଏହାକୁ ନଜରରେ ରଖି ଗ୍ରାମୀଣ...

ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା

ବନ୍ତ,୨୭।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର...

ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍‌ସିବିର ଡେଣ୍ଟାଲ ବିଭାଗରୁ ଜଣେ...

କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ

କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି। କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ ଅଞ୍ଚଳର ଏବଂ ୧୩୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri