ବଳାତ୍କାର ଉଦ୍ୟମ ପାଇଁ ଗିରଫ ହେଲେ ଅଗ୍ନିଶମ କର୍ମଚାରୀ
କୁଚିଣ୍ଡା,୧୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର ଜନୈକା ୧୦ ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ କୁଚିଣ୍ଡା ଅଗ୍ନିଶମ ବିଭାଗ ଅଗ୍ନିଶମ କର୍ମଚାରୀ ବିକାଶ ଚନ୍ଦ୍ର ବିଶ୍ୱାଳ(୨୭)ଙ୍କୁ ଗିରଫ କରି ସୋମବାର…
୨ ସପ୍ତାହରେ ଛିଡ଼ା ହେଲା ହସ୍ପିଟାଲ
ଚିତ୍ରକୋଣ୍ଡା,୧୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବଭିମାନ ଅଞ୍ଚଳରେ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ପକ୍ଷରୁ ୨ କୋଟି ଟଙ୍କାର ଏକ ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ ନିର୍ମାଣ କରାଯାଇଛି। ସୋମବାର ନବରଙ୍ଗପୁର ଏମ୍ପି ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ହାଇକୋର୍ଟ ଗଲେ ସୁମିତ୍ଙ୍କ ବାପା
ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସଡିଜେଏମ୍ କୋର୍ଟରେ ହେବାର ଥିଲା।…
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସୂଚନାନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢୁଥିବା ବେଳେ ଓବିସି ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ୍…
ଦୁଇ ଟ୍ରକ୍ ମୁହାଁମୁହିଁ
ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ମୁମ୍ବାଇ-କୋଲକାତା କ୍ଷୀରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ସୋମବାର ସକାଳୁ ଦୁର୍ଘଟଣା ଘଟିଛି। ରାସ୍ତାରେଛିଡ଼ା ହେଇଥିବା ଏକ ଟ୍ରକକୁ ଆଉ ଏକ ଟ୍ରକ ମୁଁହାମୁହିଁ ଧକ୍କା ଦେବା ଫଳରେ ଜଣେ ଡ୍ରାଇଭର ଗୁରୁତର…
ରାତିରେ ଚାଲିଥିଲା ପଞ୍ଚାୟତ ଅଫିସ କାର୍ଯ୍ୟ, ସବୁ ଖାଇଯିବେ ଭାବି ଘେରିଗଲେ ଲୋକେ
ବାଲେଶ୍ୱର ଅଫିସ,୧୦।୧: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ଅଫିସ କାର୍ଯ୍ୟାଳୟରେ ରବିବାର ଉତ୍ତେଜନା ଦେଖାଦେଇଥିଲା। ଛୁଟିଦିନରେ ରାତି ଅଧିଆ ଅଫିସ କାର୍ଯ୍ୟ ଚାଲୁଥିବା ନେଇ ଲୋକଙ୍କ ମନରେ ସନ୍ଦେହ ଆସିଥିଲା। ପରେ ସେମାନେ ଏହାକୁ ବିରୋଧ କରିଥିଲେ। ସୂଚନାଯୋଗ୍ୟ,…
୧୪ ଦିନରେ ୧୨ ସ୍ଥାନରୁ ଚୋରି
ବଇଣ୍ଡା,୧୦।୧(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳରେ ବଢ଼ୁଛି ଚୋରି। ଠିକ୍ ଭାବେ ପାଟ୍ରୋଲିଂ କରାଯାଉ ନ ଥିବାରୁ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟବସାୟିକ ପ୍ରତିଷ୍ଠାନ, ବ୍ୟାଙ୍କ ଆଦିକୁ ଟାର୍ଗେଟ୍ କରୁଥିବା ଅଭିଯୋଗ ହେଉଛି। ଗତ ୧୪ ଦିନ ମଧ୍ୟରେ ୧୨ଟି…
ସୀମା ମୁକୁଳା, ଶିକାରୀ ସକ୍ରିୟ
ଢେଙ୍କାନାଳ ଅଫିସ, ୧୦।୧: ମୁକୁଳା ପଡ଼ିଛି ବିସ୍ତୀର୍ଣ୍ଣ ଜଙ୍ଗଲ ସୀମା। କୋର୍ ଏରିଆ ଉପରେ ନଜର ରଖିବାକୁ ନାହାନ୍ତି ଆବଶ୍ୟକ କର୍ମଚାରୀ। ଗୋଟିଏ ପଟେ ଚଢ଼ାଉ କରିବା ବେଳକୁ ଅପରପାର୍ଶ୍ୱରେ ଖସି ପଳାଉଛନ୍ତି ଶିକାରୀ। ସଂରକ୍ଷିତ ଜଙ୍ଗଲରେ ଅବାଧ ଶିକାର ହାତୀ…
ଅଳିଆଗଦାରେ ଜୀବିକା ଖୋଜା
ବାରିପଦା ଅଫିସ, ୧୦।୧: ରାଜା ରାଜୁଡ଼ା ଅମଳରୁ ଛଉନୃତ୍ୟକୁ ଆଦରି ଥିଲେ। ଭାରତର ବିଭିନ୍ନ ସ୍ଥାନରେ ଛଉନୃତ୍ୟ ବେଳେ ଢୋଲ ଓ ମହୁରି ବଜାଇ ବେଶ୍ ନାଁ କମାଇଥିଲେ। ୧୨ବର୍ଷ ବୟସରୁ ଛଉନୃତ୍ୟକୁ ନିଶା ଓ ପେସା ଭାବେ ଗ୍ରହଣ କରିଥିବା…
ମହିଳାଙ୍କ ପାଇଁ ୨୯ ସରପଞ୍ଚ ପଦବୀ
ଢେଙ୍କାନାଳ ଅଫିସ,୧୦।୧: ଢେଙ୍କାନାଳ ଜିଲାର ଗଁଦିଆ ବ୍ଲକର ୨୯ ପଞ୍ଚାୟତ ମଧ୍ୟରୁ ୧୫ ଏବଂ ଓଡ଼ାପଡ଼ା ବ୍ଲକର ୨୮ ପଞ୍ଚାୟତ ମଧ୍ୟରୁ ୧୪ଟି ସରପଞ୍ଚ ପଦବୀ ବିଭିନ୍ନ ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଫଳରେ ଉଭୟ ବ୍ଲକର ୨୯ ପଞ୍ଚାୟତର…
ଜାଲ୍ କରି ନେଇଗଲେ ୧୪.୩୨ ଲକ୍ଷର ମେଟାଲ
ଢେଙ୍କାନାଳ ଅଫିସ, ୧୦।୧: ଆପ୍ ମାଧ୍ୟମରେ ନକଲି କାଗଜପତ୍ର ପ୍ରସ୍ତୁତ କରି ନେଇଗଲେ ୩୦.୦୫ ମେଟ୍ରିକ ଟନ୍ର ମୂଲ୍ୟବାନ ବିଲେଟ୍ ମେଟାଲ। ଏଭଳି ଏକ ଠକେଇ ମାମଲାରେ ଢେଙ୍କାନାଳ ପୋଲିସ ୨ ଜଣଙ୍କୁ ଗିରଫ କରିବା ସହିତ ଟ୍ରକ୍ (ନଂ. ଓଡ଼ି…
କଟକଣା ସତ୍ତ୍ୱେ ଗ୍ରାମସଭା
କେନ୍ଦୁଝର, ୧୦।୧ (ସ୍ବ.ପ୍ର.) କୋଭିଡ୍ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜନସମାବେଶ ଉପରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ କଟକଣା ଲାଗୁ କରାଯାଇଛି। ତେବେ ଏହା ସତ୍ତ୍ୱେ କେନ୍ଦୁଝର ଜିଲାର ଜଜାଙ୍ଗ ଲୌହ ଖଣି ପାଇଁ ଗ୍ରାମସଭା(ଜଙ୍ଗଲ ଜମି ଅଧିକାର ଆଇନ-୨୦୦୭) ଆୟୋଜନ…

