‘ସରକାରୀ ଅଫିସ୍, ଜନପ୍ରତିନିଧିଙ୍କ ଘର ଆଗରେ ଧାନ ଗଦାକରିବୁ’
ବରଗଡ଼,୩୦।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀମାନେ ଖରିଫ ଧାନ ଅମଳ କଲେଣି। ଅଥଚ ଧାନ କିଣାବିକା ଆରମ୍ଭ ହେବା ତ ଦୂରର କଥା, ଏପର୍ଯ୍ୟନ୍ତ ଧାନ ସଂଗ୍ରହ କମିଟିର ନୀତି ନିର୍ଦ୍ଧାରଣ ତଥା ପ୍ରସ୍ତୁତି ବୈଠକ ବସି ପାରି ନାହିଁ। ସେହିପରି…
ବଦଳିଲା ଶ୍ରୀରାଧାଙ୍କ ପୁରୁଣା ଚାନ୍ଦପ୍ରଭା, ଏଥିରେ ଖର୍ଚ୍ଚ ହୋଇଛି…
ସାକ୍ଷୀଗୋପାଳ,୩୦ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତ ବର୍ଷ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀରାଧାଙ୍କ ବିଗ୍ରହ ସହ ରହିଥିବା ପୁରୁଣା ଚାନ୍ଦିରୁପା ପ୍ରଭା ପରିବର୍ତ୍ତନ କରାଯାଇ ନୂତନ ପ୍ରଭା ଲାଗି କରାଯାଇଛି। ନବ ନିର୍ମିତ ପ୍ରଭାରେ ଓଡ଼ିଆ ସ୍ବର୍ଣ୍ଣ ରୌପ୍ୟ ଶିଳ୍ପୀଙ୍କ ଦ୍ବାରା…
ସକାଳୁ ସକାଳୁ ଗାଁରେ ପଡ଼ିଛି ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ, ଭୟଭୀତ ନ ହେବାକୁ…
ଛତ୍ରପୁର,୩୦ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ବାଘ ଆତଙ୍କ। ଗୁରୁବାର ସକାଳୁ ସକାଳୁ ଗ୍ରାମର କିଛି ବ୍ୟକ୍ତି ମନ୍ଦିରକୁ ଯିବା ସମୟରେ ରାସ୍ତାରେ ଏକ ୨ ଫୁଟର ବାଘ ଡେଇଁ ଯାଉଥିବା ଦେଖିବାକୁ ପାଇ ଗାଁ…
ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ
ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା…
ବେଆଇନ ଉତ୍ତୋଳନ ବିରୋଧରେ ବାଲି ସତ୍ୟାଗ୍ରହ
ଆନନ୍ଦପୁର,୩୦ା୧୦(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀରେ କରଗୋଳା ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ବାଲି ସତ୍ୟାଗ୍ରହ ଷଷ୍ଠ ଦିନରେ ପହଞ୍ଚିଛି। ପ୍ରବଳ ବର୍ଷା, ପବନ ସତ୍ତ୍ୱେ ଶତାଧିକ ସତ୍ୟାଗ୍ରହୀ ଛତା ଧରି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦୁର୍ନୀତି ବିରୋଧୀ…
କଂଗ୍ରେସ କାର୍ଯ୍ୟାଳୟରେ ପଶିଲା ପୋଲିସ
ନୂଆପଡ଼ା,୩୦ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନକୁ ନେଇ ସ୍ଥାନୀୟ ଖୁଣ୍ଟିଆ ଭବନରେ କଂଗ୍ରେସ ପକ୍ଷରୁ କାର୍ଯ୍ୟାଳୟ ଖୋଲାଯାଇଛି। ବୁଧବାର ପୂର୍ବାହ୍ନରେ ଏହି କାର୍ଯ୍ୟାଳୟରେ ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ ଚାଲିଥିଲା। ଏହି ସମୟରେ କଂଗ୍ରେସ ପକ୍ଷରୁ ଟଙ୍କା ବଣ୍ଟାଯାଉଛି ବୋଲି ଖବର ପାଇ…
ନୂଆପଡ଼ା ଉପନିର୍ବାଚନ: ମହିଳା ମତଦାତାଙ୍କ ଉପରେ ୩ ଦଳର ନଜର
ନୂଆପଡ଼ା,୩୦ା୧୦ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଦେଲେଣି। ଏବେ ଏଠାରେ ମନ୍ତ୍ରୀ, ବିଧାୟକ, ଏମ୍ପି ଓ ବିଭିନ୍ନ ଦଳର ହେଭିୱେଟ ନେତା ଡେରା ପକାଇ ପ୍ରଚାରରେ…
ନୂଆପଡ଼ା ଉପନିର୍ବାଚନ: ନେତା ଏପଟସେପଟ, ଭୋଟର ଦ୍ୱନ୍ଦ୍ୱରେ
ନୂଆପଡ଼ା,୩୦ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ଏକ ନୂଆ ଅଡୁଆ ବା ଦ୍ୱନ୍ଦ୍ୱ ଉଭୟ ପ୍ରାର୍ଥୀ ଓ ଭୋଟରଙ୍କୁ ଘାରିଛି। ଏହି ଉପନିର୍ବାଚନ ପୂର୍ବରୁ ବିଭିନ୍ନ ଦଳୀୟ ଓ ନିର୍ଦ୍ଦଳୀୟ ନେତା ଏପଟସେପଟ ହୋଇଛନ୍ତି। ଦିବଂଗତ ବିଧାୟକ…
ଦେଢ଼ ମାସ ହେଲା ନିଖୋଜ ଥିଲେ, ନାଲସିଂ ପାହାଡ଼ରୁ ମିଳିଲା କଙ୍କାଳ; ପାଖରେ ପଡ଼ିଛି ବାଇକ, ମୋବାଇଲ…
ନିରାକାରପୁର,୨୯ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ବ୍ୟକ୍ତି ଗତ ଦେଢ଼ମାସ ହେଲା ଘରୁ ନିଖୋଜ ଥିବାବେଳେ ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ନାଲସିଂସ୍ଥିତ ଅଟଳା ପାହାଡ଼ ନିକଟ ଏକ ବୁଦାମୂଳରୁ ତାଙ୍କର କଙ୍କାଳ ମିଳିଛି। କଙ୍କାଳ ପାଖରୁ ୨ଟି ମୋବାଇଲ…
କଲେକ୍ସନ କରି ଫେରୁଥିଲେ, କୋଲାବ ବ୍ରିଜ୍ ନିକଟରୁ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ୫ ଲକ୍ଷ ଟଙ୍କା
କୁନ୍ଦୁରା, ୨୯।୧୦(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଖଟଲାପଦର କୋଲାବ ବ୍ରିଜ ନିକଟରୁ ବ୍ୟବସାୟୀଙ୍କଠାରୁ ବୁଧବାର ଅପରାହ୍ନରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ବ୍ୟବସାୟୀମାନଙ୍କଠାରୁ ୫ଲକ୍ଷ ଟଙ୍କା ଓ ଫୋନ୍ ଆଦି ଚୋରି କରି ନେଇଥିବା କୁନ୍ଦୁରା ଥାନାରେ ଅଭିଯୋଗ ହୋଇଛି।…
ମୋବାଇଲ ଚାର୍ଜ ପାଇଁ ରେଳଷ୍ଟେସନରେ ଭିଡ଼
ନନ୍ଦପୁର/ ପାଡୁଆ, (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ବାତ୍ୟା ମୋନ୍ଥା ପାଇଁ ରେଳ ବିଭାଗ ତରଫରୁ ସମସ୍ତ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ୩ ଦିନ ପାଇଁ ବାତିଲ କରାଯାଇଛି। ନନ୍ଦପୁର ବ୍ଲକ ଦେଇ ଯାଇଥିବା କେକେ ରେଳ ପଥର ଏକାଧିକ ଷ୍ଟେସନରେ…
ବାତ୍ୟା ‘ମେନ୍ଥା’ ଯୋଗୁ ଲଗାଣ ବର୍ଷା: ପାତ୍ରପୁର ବ୍ଲକର ସ୍ଥିତି ବେହାଲ, ୪ ପଞ୍ଚାୟତ…
ପାତ୍ରପୁର,୨୯ା୧୦(ଉମା ଚରଣ ନେପାକ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ବର୍ଷା ହୋଇଥିଲା। ଜିଲାରେ ସର୍ବାଧିକ ବର୍ଷା ପାତ୍ରପୁର ବ୍ଲକରେ ହୋଇଥିବା ରେକର୍ଡ କରାଯାଇଥିଲା। ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ବୁଧବାର ସା ସୁଦ୍ଧା ବର୍ଷା ଲାଗି…
Archives


