ଆମ ଜିଲା ଖବର

ତପସ୍ବିନୀ -ସୁମିତ ମାମଲା, ଆଜି ଶୁଣାଣି

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ତୁଟିବାର ନା ନେଉନି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସ୍‌ଡିଜେମ୍‌ କୋର୍ଟରେ ହେବାରେ ଅଛି । ଏହାସହ…

ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ପ୍ରତ୍ୟର୍ପଣ କଲା କୋଷ୍ଟଗାର୍ଡ

ପାରାଦୀପ,୧୦ା୧(ସ୍ବ.ପ୍ର.): ଗତ ଡିସେମ୍ବର ୨୬ରେ ଉଦ୍ଧାର କରାଯାଇଥିବା ୨୦ ଜଣ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ସେମାନଙ୍କ ବୋଟ୍‌କୁ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ରବିବାର ବାଂଲାଦେଶ କୋଷ୍ଟଗାର୍ଡ ଟିମ୍‌କୁ ପ୍ରତ୍ୟର୍ପଣ କରିଛି। କୋଷ୍ଟଗାର୍ଡର ପାଟ୍ରୋଲିଂ ଜାହାଜ ସରୋଜିନୀ ନାଇଡୁ ସେମାନଙ୍କୁ ନେଇ…

ଅବଧି ବଢ଼ାଇ ଛୁଟିରେ ଡାକ୍ତର ସୁମିତ

ଆସିକା,୧୦ା୧(ଡି.ଏନ୍‌.ଏ.): ଡାକ୍ତର ସୁମିତ ସାହୁ ଓ ତାଙ୍କ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଲାଗି ରହିଥିବା ପାରିବାରିକ ବିବାଦ ଥମିବାର ନାଁ ଧରୁନି। ଜିଲା ଜଜ୍‌ କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ତପସ୍ବିନୀ ଗତ ୬ ତାରିଖରୁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିଥିଲେ…

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି।…

ସ୍ମାର୍ଟ ଶ୍ରେଣୀ ଗୃହ ପାଇଁ ଭଲ କାନ୍ଥରୁ ପ୍ଲାଷ୍ଟର ଛଡ଼ାଗଲା

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜଗତ୍‌ସିଂହପୁର ବ୍ଲକ ପୁନଙ୍ଗସ୍ଥିତ ନରେନ୍ଦ୍ରନାଥ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାରେ ସାମିଲ କରାଯାଇ ସ୍ମାର୍ଟ ଶ୍ରେଣୀ ଗୃହ ଉନ୍ନତୀକରଣ ପାଇଁ ପଦକ୍ଷେପ ନିଆଯାଉଛି। ଏହି କାମ ବାବଦରେ ମୋ ସ୍କୁଲ ଅଭିଯାନ ତରଫରୁ ଜିଲାପାଳ ପାରୁଲ…

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍‌ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ ଜମି…

ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ

ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ ଜଣକ କେବିସି ଲଟେରି ମାଧ୍ୟମରେ ୨୫ ଲକ୍ଷ ଟଙ୍କା ପାଇବେ ବୋଲି ୩୭ ହଜାର…

ଚିଲିକାରେ ଡଲ୍‌ଫିନ୍‌ ଗଣନା ସରିଲା

ବ୍ରହ୍ମଗିରି,୧୦ା୧(ଡି.ଏନ୍‌.ଏ): ଚିଲିକାରେ ରବିବାର ଡଲ୍‌ଫିନ୍‌ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍‌ଫିନ୍‌ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ…

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର ଆଗକୁ ନେଇଯାଇଥିଲା। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବସ୍‌ଟିର ପଛପାର୍ଶ୍ୱ…

ବାଲେଶ୍ୱରର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ

ବାଲେଶ୍ୱର ଅଫିସ, ୯।୧: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି । ବାଲେଶ୍ବର ଜିଲାରେ ମଧ୍ୟ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏହାକୁ ନଜରରେ ରଖି ଜିଲାର ସମସ୍ତ…

ବ୍ରାଉନସୁଗାର ବିକି ବନ୍ଧାହେଲେ ବାପ-ପୁଅ

କଟକ ଅଫିସ,୯।୧: କମିଶନରେଟ ପୋଲିସ ରବିବାର କଟକରୁ ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ସମ୍ପର୍କରେ ବାପ -ପୁଅ…

ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ ଜିଲା ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ୪ ଜଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?