ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି
ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ ଜାତୀୟସ୍ତରରେ ପ୍ରଦର୍ଶନ ଭଲ ଥିବା ତାଲିକାରୁ ସ୍ପଷ୍ଟ ହୋଇଛି। ୨୦୧୯ରେ ଅନୁଗୋଳ ପୌରପାଳିକା...
ତହସିଲରେ ମିଳୁନି ସେବା
ହିନ୍ଦୋଳ, ୨୨।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ କାର୍ଯ୍ୟାଳୟରେ ଜନସାଧାରଣଙ୍କୁ ସେବା ମିଳୁ ନ ଥିବା ଅଭିଯୋଗ ହୋଇଛି। କାର୍ଯ୍ୟରତ କର୍ମଚାରୀଙ୍କ ଦାୟିତ୍ୱହୀନତାରୁ ଦାଖଲ ଖାରଜ ମାମଲା, ଭାଗବଣ୍ଟନ ପତ୍ରର ନକଲ ମିଳୁନାହିଁ। ଆବଶ୍ୟକ କାଗଜପତ୍ର ସଂଶୋଧନ ହେଉ ନ...
ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ
ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ...
ଭରା ନଦୀ ପାରି ହେଲେ ଗର୍ଭବତୀ
ଉଦଳା,୨୧ା୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ବାଲ୍ମା ଗ୍ରାମର ଜଣେ ଗର୍ଭବତୀ ବିପଦସଙ୍କୁଳ ଭାବେ ଭରାନଦୀ ପାରି ହୋଇ ଆମ୍ବୁଲାନ୍ସ ପାଖକୁ ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ବାଲମା ଗ୍ରାମର ସୁକାନ୍ତୀ ହେମ୍ବ୍ରମଙ୍କ ପ୍ରସବ...
ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ
ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ ବନ୍ୟାଜଳ ମାଡ଼ି ବ୍ୟାପକ ଫସଲ କ୍ଷତି ହେବା ସହିତ ଜମିରେ ବାଲିଚର ପଡ଼ିଯାଇଛି।...
ସାପ ଓକାଳିଲା ସାପ
ଉଦଳା,୨୧ା୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍ଏସି ଅଧୀନ ୧୦ନଂ. ୱାର୍ଡର କୃପାସିନ୍ଧୁ ବେହେରାଙ୍କ ଘର ବାଡ଼ିରେ ଏକ ବିଷାକ୍ତ ରଣା ସାପ ଖାଦ୍ୟ ଅନ୍ବେଷଣରେ ଆସି ଅନ୍ୟ ଏକ ସାପକୁ ଗିଳି ଦେଇଥିଲା। ସ୍ନେକ୍ ଲାଇଫ୍ ଲାଇନ୍ ସଦସ୍ୟ ଅଭିଜିତ୍...
କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ...
ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା
ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବିଧାୟକ ସଞ୍ଜୀବ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ...
ଭିଜିଲାନ୍ସ ଜାଲରେ ଗ୍ରାମରୋଜଗାର ସେବକ : ୩୨ ହଜାର ଲାଞ୍ଚ ନେଉଥିବା ବେଳେ ପଡିଲେ ଧରା
ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ଗ୍ରାମରୋଜଗାର ସେବକ ଦିଲ୍ଲୀପ କୁମାର ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପ୍ରକାଶ ଯେ, ଏକ କୂଅ ଖୋଳିବା ପାଇଁ ଉକ୍ତ ପଞ୍ଚାୟତ ଲାଦାମାଲା ଗ୍ରାମର ରଞ୍ଜନ...
ସାର ପାଇଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଚାଷୀ
ବୁଗୁଡ଼ା,୨୧ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଚାଷୀମାନେ ସାର ନ ପାଇ ହଇରାଣ ହରକତ ହେଉଥିବା ବେଳେ ସେମାନେ ସାର ପାଇବା ପାଇଁ ସ୍ଥାନୀୟ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଧାରଣା ସହ ପ୍ରତିବାଦ କରିଥିବା ଜଣାପଡ଼ିଛି। ଖବର ପାଇ...
ବନ୍ଧା ହେଲେ ଦୁଇ ବାଇକ୍ ଚୋର
ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ...
ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍ଡିପିଓ
ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ବହୁ ସମୟରେ ଦୋକାନ ବଜାରଗୁଡ଼ିକରେ ଭିଡ଼ ଜମିବା ସହ...
Archives


