ଆମ ଜିଲା ଖବର

୮ ବ୍ଲକରୁ ୪ଟିରେ ମହିଳା

ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି। ଜିଲାର ମୋଟ୍‌ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ…

ପ୍ରଧାନ ଶିକ୍ଷକଙ୍କୁ ୧ ବର୍ଷ ଜେଲ

ବାଲିଗୁଡା,୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ବେଲଘର ଥାନା ହାଇସ୍କୁଲରେ ଅଧ୍ୟୟନରତ ୨ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଡୁକିଶୋର ସାହୁଙ୍କୁ ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଦୌରାଜଜ୍‌ ଭାସ୍କରଚନ୍ଦ୍ର…

ଡିଆର୍‌ଡିଏ ଅଫିସ୍‌ରେ ୨୦ ପଜିଟିଭ୍‌, ୩ ଦିନ ପାଇଁ ଅଫିସ୍‌ ବନ୍ଦ

ଝାରସୁଗଡ଼ା ଅଫିସ୍‌,୮।୧: ରାଜ୍ୟରେ କରୋନା ସଂକ୍ରମଣର ତୃତୀୟ ଲହର ଆରମ୍ଭ ହୋଇଛି। ସପ୍ତାହ ହେଲାଣି ଝାରସୁଗୁଡା ଜିଲାରେ ହୁ ହୁ ହୋଇ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ ୧୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଡିଆର୍‌ଡିଏ…

ନନ୍ଦନକାନନ: ଅନ୍‌ଲାଇନ ଟିକେଟ କଳାବଜାର

ବାରଙ୍ଗ,୮।୧(ଡି.ଏନ୍‌.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍‌ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ବହୁ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ ମଧ୍ୟ ନନ୍ଦନକାନନ ପକ୍ଷରୁ ହୋଇଥିବା…

ବୋହୂ ଆସିଲେ, ଶ୍ୱଶୁର ଘର ଛାଡ଼ିଲେ

ବ୍ରହ୍ମପୁର ଅଫିସ,୮ା୧: ଡାକ୍ତର ସୁମିତ ସାହୁ-ତପସ୍ବିନୀ ଦାଶ ପାରିବାରିକ ବିବାଦ ନୂଆମୋଡ଼ ନେଇଛି। ଜିଲାଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ରାତିରେ ତପସ୍ବିନୀ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ସ୍ଥିତ ଶାଶୁଘରେ ପ୍ରବେଶ କରିଥିଲେ। ଏହାର କିଛି ସମୟ ପରେ ଶ୍ୱଶୁର ପ୍ରମୋଦ ସାହୁ ଘର ଛାଡ଼ିଛନ୍ତି।…

ଗଡ଼ିଲା ବାଲେଶ୍ୱର-ଭୁବନେଶ୍ୱର ମେମୁ ଟ୍ରେନ୍‌

ବାଲେଶ୍ୱର ଅଫିସ/ସଜନାଗଡ/ ବସ୍ତା/ଜଳେଶ୍ୱର, ୮।୧(ଡି.ଏନ.ଏ.): ବାଲେଶ୍ୱରୁ ଭୁବନେଶ୍ୱରକୁ ଗଡିଛି ମେମୁ ଟ୍ରେନ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବାଲେଶ୍ୱର ଜିଲା ଗସ୍ତରେ ଆସି ସ୍ଥାନୀୟ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପତାକା…

ଫଳକ ଲାଗିଲା, କଢ଼ାଗଲା

କେନ୍ଦ୍ରାପଡ଼ା ଅଫିସ,୮ା୧: କେନ୍ଦ୍ରାପଡ଼ା ସହରର ଶାମଗୁଡ଼ିଆସ୍ଥିତ ଜିଲା ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲ ଉଦ୍‌ଘାଟିତ ହେବାର ଫଳକ ଲଗାଯିବା, ପୁଣି ହଟାଯିବା ଭଳି ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଡିସେମ୍ବର ୧୫ରେ ବିଜୁ…

ଜିଲାରୁ ୧୧,୭୩,୫୨୯ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ, ୮ା୧: ଚଳିତ ଖରିଫ ଋତୁ ପାଇଁ ଜିଲାର ପ୍ରଥମ ଧାନମଣ୍ଡି ରଘୁନାଥପୁର ବ୍ଲକର ତରିକୁନ୍ଦଠାରେ ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ପାରୁଲ ପଟୱାରୀ ଏହାକୁ ଉଦ୍‌ଘାଟନ କରିଥିଲେ। ଏହାପରେ ୧୫ରେ ଜଗତ୍‌ସିଂହପୁର, ନାଉଗାଁ, ବିରିଡ଼ି, ବାଲିକୁଦା, ଏରସମା ଓ କୁଜଙ୍ଗ…

ଭାଜପା ସଫଳତାରେ ବ୍ରେକ୍‌ ଲାଗିପାରେ

ଯାଜପୁର ଅଫିସ,୮ା୧: ଯାଜପୁର ଜିଲାରେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନକୁ ଦେଖିଲେ ଭାଜପା ଯେଭଳି ସଫଳତା ପାଇଥିଲା ତାହା ଆଗାମୀ ପଞ୍ଚାୟତ ନିର୍ବାଚନରେ ବଜାୟ ରହି ନ ପାରେ। କାରଣ ଜିଲାରେ ଇତିମଧ୍ୟରେ ଭାଜପାର କେତେଜଣ…

ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଛକାପଞ୍ଝା ଜାରି

କୁଜଙ୍ଗ,୮ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପୋଲିସ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗତ ୪ ତାରିଖରେ ଢିଙ୍କିଆ ଗାଁରେ ପୋଲିସକୁ ଆକ୍ରମଣ ଘଟଣାରେ ସସ୍ମିତା ଓ ଲକ୍ଷ୍ମୀ ମଲ୍ଲିକଙ୍କୁ ଶୁକ୍ରବାର ପୋଲିସ…

ଆକଳନ ସରିନି, ଆଶଙ୍କାରେ କ୍ଷତିପୂରଣ

ବରଗଡ଼ ଅଫିସ୍‌,୮।୧: ବରଗଡ଼ ଜିଲାରେ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଥିରେ ବ୍ୟାପକ ଫସଲକ୍ଷତି ହୋଇଥିବା ସତ୍ତ୍ୱେ କୌଣସି ଅଧିକାରୀ କ୍ଷତିଗ୍ରସ୍ତ ଫସଲ ପରିଦର୍ଶନ କରିନାହାନ୍ତି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଜିଲାର ସୋହେଲା…

ସରିଲା ଦଶମ ସମେଟିଭ ଥିଓରି

କଟକ ଅଫିସ, ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?