ପଡ଼ୋଶୀ ଜିଲା ଅଧୀନରେ ଯାଜପୁରର ୧୨ ରାସ୍ତା
ଯାଜପୁର ଅଫିସ୍, ୨୦ା୮: ଯାଜପୁର ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ଅତିକ୍ରାନ୍ତ ହୋଇସାରିଛି। ରାଜନୈତିକ ମାନଚିତ୍ରରେ ଏହା ଏକ ସ୍ବତନ୍ତ୍ର ମାନ୍ୟତା ପାଇଛି। କିନ୍ତୁ ଆଜି ବି ଜିଲାର ୧୨ଟି ପ୍ରମୁଖ (ଶତାଧିକ କି.ମି. ବିଶିଷ୍ଟ) ରାସ୍ତା ପଡ଼ୋଶୀ...
ବିଧାୟକଙ୍କ ଚାଷକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ନବରଙ୍ଗପୁର ଜିଲା ଡାବୁଗଁ। ବିଧାୟକ ମନୋହର ରନ୍ଧାରୀ ପ୍ରତ୍ୟେକ ବର୍ଷ ଦୁଇ ମାସ ପାଇଁ ନିଜ ଜମିରେ ଚାଷ କରନ୍ତି। ସବୁଥର ଭଳି ଏଥର ମଧ୍ୟ ସେ ନିଜ ଜମିରେ ଚାଷ କରୁଥିବା ଦେଖିବାକୁ ମିଳିଛି। ସେ ଏହି...
ଦୁଇ ଗାଁ ଜଳବନ୍ଦୀ
ବାଲିଆପାଳ, ୨୦।୮(ସ୍ବ.ପ୍ର)- ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ହୋଇ ଲୋକମାନେ ଜୀବନଯାପନ କରୁଛନ୍ତି। ଘରୁ ପଦାକୁ ବାହାରିଲେ ଆଣ୍ଠୁଏ ଜଳରେ ଯିବାକୁ ପଡୁଛି ତ’ କେଉଁଠି ପ୍ରଧାନମନ୍ତ୍ରୀ ସଡ଼କ ଉପରେ ଆଣ୍ଠୁଏରୁ ଅଧିକ ଜଳରେ...
ଗଞ୍ଜାମ ଜିଲାରେ ପାସ୍ ହାର ୮୪.୨୦ ପ୍ରତିଶତ
ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ...
ଡିଏସ୍ପି ସ୍ତରରେ ଅଦଳବଦଳ
କଟକ ଅଫିସ,୨୦ା୮: ଡିଏସ୍ପି ସ୍ତରରେ ଅଦଳବଦଳ ହୋଇଥିବା ନେଇ ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କନ୍ଧମାଳ ମୁଖ୍ୟାଳୟ ଡିଏସ୍ପି ଡି. ତିରୁପତି ରାଓ ପଟ୍ଟନାୟକଙ୍କୁ ଜି. ଉଦୟଗିରି ଏସ୍ଡିପିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ପାରଳାଖେମୁଣ୍ଡି...
କନ୍ଧମାଳରେ ପାସ୍ ହାର ୬୦.୪୪%
ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ ୧୩୬ ଜଣ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପ୍ରଥମ ଶ୍ରେଣୀରେ,...
କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍
ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ ଚା’ ପାନ ବିକ୍ରି କରି ପରିବାର ଚଳାଉଛନ୍ତି। ଏମିତି ଜଣେ ପ୍ରତିଷ୍ଠିତ ଯାତ୍ରା...
ମହଜୁଦ୍ ଥାଇ ବି ଚାଷୀଙ୍କୁ ଦେଲେନି ସାର
ବୁଗୁଡ଼ା,୨୦ା୮(ଡି.ଏନ୍.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ପ୍ରଶାସନର ହସ୍ତକ୍ଷେପ ଫଳରେ ଚାଷୀ ସାର ପାଇଥିବା ଜଣାପଡ଼ିଛି। ବର୍ତ୍ତମାନ ଚାଷ...
ସମୁଦ୍ରରେ ଇଲିଶି ତଲାସି
ଭୋଗରଇ, ୨୦।୮(ଡି.ଏନ.ଏ.)-ଶ୍ରାବଣ ଶେଷ ହୋଇ ଭାଦ୍ରବ ହେଲାଣି। ତଥାପି ଜାଲରେ ଧରାପଡୁନି ଆଶାନୁରୂପ ଇଲିଶି। ମୌସୁମୀର ଅନିୟମିତତା ଯୋଗୁ ଚଳିତବର୍ଷ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀମାନେ ଆଶା ଆଶଙ୍କାରେ ରହିଛନ୍ତି। ତଥାପି ମତ୍ସ୍ୟଜୀବୀମାନେ ଆଶା ଛାଡ଼ିନାହାନ୍ତି। ବାଲେଶ୍ୱର ଉପକୂଳ ଉଦୟପୁର,...
୬ ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ: ବୁଢ଼ା, ଟୋକା, ପିଲା, କାଞ୍ଚନ, ଛୁଆ ବେଶରେ ଦର୍ଶନ ଦେବେ
ଭଦ୍ରକ ଅଫିସ,୨୦ା୮- ଆସନ୍ତା ଶନିବାର ଗଣେଶ ପୂଜା। ଜିଲାରେ ମାତ୍ର ୬ଟି ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ। କୋଭିଡ୍ କଟକଣା ମଧ୍ୟରେ ଏହି ପୂଜା ଆୟୋଜନ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ପୂର୍ବରୁ...
କାର୍ରେ ପ୍ରେସ୍ ଲେଖି କରୁଥିଲେ ଗଞ୍ଜେଇ ଚାଲାଣ: ୫ ଜଣଙ୍କୁ ବାନ୍ଧିଲା ପୋଲିସ
ଫୁଲବାଣୀ ଅଫିସ, ୧୯ା୮- କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି। ବିନା ପାସ୍ରେ ଗାଡିଗୁଡିକୁ ଛଡା ଯାଉନାହିଁ। ଏଭଳି ସ୍ଥିତିରେ ମଧ୍ୟ ଗଞ୍ଜେଇ...
ନୂଆପଡ଼ା ଏଡିଏମ୍ କରୋନା ଆକ୍ରାନ୍ତ
ନୂଆପଡ଼ା ଅଫିସ,୧୯ା୮-ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଜଣକ ପରେ ଜଣେ ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ସଂକ୍ରମଣର ଶିକାର ହେଉଛନ୍ତି। ଅତିରିକ୍ତ ଜିଲାପାଳ (ରାଜସ୍ବ) ରୁଦ୍ରମାଧବ ମହାରଣା କରୋନା ସଂକ୍ରମିତ ହୋଇଥିବା ଜିଲା...
Archives


