ଆମ ଜିଲା ଖବର

ସମ୍ପତ୍ତି ବାଜ୍ୟାପ୍ତି ଲଟ୍‌କା ଲଗାଇଲା ପୋଲିସ

ଛେଣ୍ଡିପଦା,୭ ।୧ (ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଗଞ୍ଜେଇ ମାଫିଆ ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁ ଏବଂ ତାଙ୍କ ପରିବାର ନାମରେ ଥିବା ମୋଟ୍‌ ୧ କୋଟି ୭୩ ଲକ୍ଷ ୨୯ ହଜାର ୪୯୭…

ଆଜିଠାରୁ ରାତି ୯ରୁ କର୍ଫୁ

ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋଭିଡ୍‌ କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ କହିଛନ୍ତି। ତଦନୁଯାୟୀ ଅନୁଗୋଳ ଜିଲାରେ…

୪୨ ବର୍ଷରେ ନାଲ୍‌କୋ ଆଜି ପ୍ରତିଷ୍ଠା ଦିବସ

ବଅଁରପାଳ,୭।୧(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋ ଶୁକ୍ରବାର ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ଚଳିତ ବର୍ଷ କମ୍ପାନୀ ୪୨ ବର୍ଷରେ ପଦାର୍ପଣ କରିଛି। ଆଲୁମିନିୟମ ଶିଳ୍ପ କ୍ଷେତ୍ରରେ ବହୁ ସୁନାମ ଅର୍ଜନ କରିଥିବା…

୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ

ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସେହି ରାସ୍ତା ୬ ମାସ ନ ପୂରୁଣୁ…

ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର…

ଶାଶୁଘର ଭିତରକୁ ଗଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ…

ଜଳିଗଲା ଇ-ବାଇକ ଶୋ’ରୁମ୍‌

ଅମରପାଲି,୬।୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତ୍ରିବେଣୀ ଛକଠାରେ ଥିବା ସତ୍ୟନାରାୟଣ ଇ-ବାଇକ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିଛି। ନିଆଁଲାଗି ଶୋରୁମ୍‌ରେ ଥିବା ୨୧ଟି ନୂତନ ଇ-ବାଇକ ସହିତ ଅନ୍ୟାନ୍ୟ ଉପକରଣ ପୋଡି ନଷ୍ଟ ହୋଇଯାଇଛି। ବୁଧବାର ରାତିରେ ମାଲିକ ପୂର୍ଣ୍ଣଚନ୍ଦ୍ର ମେହେର ଶୋ’ରୁମ…

୨୩ କୋଟି ୫୫ଲକ୍ଷ ଟଙ୍କାର ନଷ୍ଟ ହେଲା ଗଞ୍ଜେଇ

ନୂଆଗଡ,୬ା୧(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌.ଉଦୟଗିରି ଥାନା ପକ୍ଷରୁ ନୂଆଗଡ଼ ବ୍ଲକ ଅନ୍ତର୍ଗତ କିରାମା ପଞ୍ଚାୟତର ପେଡ଼ିକାପଦର ଗ୍ରାମାଞ୍ଚଳରେ ପ୍ରାୟ ୧୧୭.୭୫ ଏକର ଜମିରେ ବେଆଇନ ଭାବେ ୨ଲକ୍ଷ ୩୫ ହଜାର ୫ ଶହ ଗଞ୍ଜେଇ ଗଛ ଲଗାଯାଇଥିଲା। ଅବକାରୀ, ପୋଲିସ, ବନବିଭାଗ…

ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର

ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର ୧୬୪ ଜଣ ଭୋଟର ଅଛନ୍ତି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୭ ହଜାର…

ଓମିକ୍ରନ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଡୁଙ୍ଗୁରିପାଲିରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ବଲାଙ୍ଗୀର ଅଫିସ,୬ା୧: ରାଜ୍ୟର ପ୍ରଥମ ଓମିକ୍ରନ ମୃତ୍ୟୁ ମାମଲା ବଲାଙ୍ଗୀର ଜିଲାର ବୋଲି ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗତ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଭାଜପା କର୍ମୀଙ୍କ ଭଙ୍ଗାରୁଜା

ଭଦ୍ରକ ଅଫିସ,୬ା୧: ଓବିସିମାନଙ୍କ ପାଇଁ ସିଟ୍‌ ସଂରକ୍ଷଣ, ଭୋଟର ତାଲିକାରେ ଜାଲିଆତି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ତାଲିକାରେ ବ୍ୟାପକ ବେଆଇନ କାର୍ଯ୍ୟ କରାଯାଇଥିବା ଦାବିରେ ଭଦ୍ରକ ଭାଜପା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି।…

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?