ନକଲି ମହିଳା ଆଇପିଏସ୍ ଅଫିସର ଗିରଫ
ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ ହେଲେ ଶର୍ମିଷ୍ଠା ବେହେରା। ବୁଧବାର ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର...
ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ
କଟକ ଅଫିସ,୧୯ା୮-ହୋମଗାର୍ଡମାନଙ୍କ ଭତ୍ତା ବୃଦ୍ଧି କରି ରାଜ୍ୟ ସରକାର ସେମାନଙ୍କୁ ଦୈନିକ ୫୩୩ ଟଙ୍କା ଦିଅନ୍ତୁ। ସେମାନଙ୍କ ମଜୁରିକୁ ନେଇ ହାଇକୋର୍ଟ ବୁଧବାର ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତିନି ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ...
କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ...
ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ...
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୧୫ ଜଣଙ୍କ ନାମରେ ମାମଲା
ଭଣ୍ଡାରିପୋଖରୀ,୧୯।୮(ଡି.ଏନ୍.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ଅନ୍ତର୍ଗତ ପଞ୍ଚାୟତ କୁଲନା ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟଛି। ଏଥିରେ ୩ ପରିବାରର ୫ ଜଣ ଆହତ ହୋଇଥିଲେ।...
ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୧୯ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଡକାୟତି ମାମଲାରେ କେ.ନୂଆଗାଁ ଥାନା ପୋଲିସ ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ...
ଲଗାଣ ବର୍ଷା : କୋରାପୁଟ ଜିଲାରେ ଭାଙ୍ଗିଲା ୬୭ ଘର
କୋରାପୁଟ,୧୯।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ଏ ନେଇ ଜିଲାରେ ୬୭ଟି ଘର ଭାଙ୍ଗିଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି। ଏଥିମଧ୍ୟରେ ୬୬ଟି ଘର ଆଂଶିକ ଭାବେ ଭାଙ୍ଗିଥିବାବେଳେ...
କେନ୍ଦୁଝର ଡି. ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ସ୍ଥାନୀୟ ଧରଣୀ ଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୮୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବୋଳ ୭୬ ଜଣ...
ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର
ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ...
ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ
ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା...
ପ୍ରବାସୀଙ୍କୁ ନେଇ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ
ଭଣ୍ଡାରିପୋଖରୀ,୧୯ା୮(ଡି.ଏନ୍.ଏ.): ଭଣ୍ଡାରିପୋଖରୀ ବ୍ଲକର ସରସଦା ଓ ରଣଜିତ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ଭଦ୍ରକ ଜିଲା ଗ୍ରାମ୍ୟ ଉନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ପିଡିଙ୍କ ସହ ଭଣ୍ଡାରିପୋଖରୀ ବିଡିଓ ବିଜୟ କୁମାର...
ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧...
Archives


