ଆମ ଜିଲା ଖବର

ବିପଦରେ ବିଦେଶୀ ବିହଙ୍ଗ

ଢେଙ୍କାନାଳ ଅଫିସ, ୬।୧: ପ୍ରବାସୀ ପକ୍ଷୀଙ୍କ କଳରବରେ ମୁଖରିତ ହୋଇଉଠିଛି ନଦୀପଠା, ଜଳାଶୟ। ଆର୍ଦ୍ରଭୂମି ଅଞ୍ଚଳରେ ଦଳଦଳ ହୋଇ ବିଚରଣ କରୁଛନ୍ତି ବିଦେଶୀ ବିହଙ୍ଗ। ଏହାର ସୁଯୋଗରେ ସକ୍ରିୟ ହୋଇଉଠିଛନ୍ତି ମାଂସଲୋଭୀ ଶିକାରୀ। ଖାଦ୍ୟଶସ୍ୟରେ ବିଷଦେଇ ସେମାନେ କରୁଛନ୍ତି ପକ୍ଷୀ ଶିକାର।…

ସମେଟିଭ୍‌ ପରୀକ୍ଷା ଦେଇପାରିଲେନି ୩୦ ଛାତ୍ରୀଛାତ୍ର

ଢେଙ୍କିକୋଟ, ୬।୧ (ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ ଥିବା ୨ ସରକାରୀ ଉଚ୍ଚ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ ବୁଧବାର ଦଶମ ସମେଟିଭ-୧ ପରୀକ୍ଷା ଚାଲିଛି। ଦୁଇ କେନ୍ଦ୍ରରେ ୩୦୫ ଛାତ୍ରୀଛାତ୍ର ପରୀକ୍ଷା ଦେବାର ଥିବାବେଳେ ୩୦ ଜଣ ବଞ୍ଚିତ ହୋଇଛନ୍ତି। ଢେଙ୍କିକୋଟ…

ତଦାରଖ କରିବାକୁ ଆସୁନାହାନ୍ତି ଅଧିକାରୀ

ବାହାନଗା,୬।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଉପଡାକଘର ନୂତନ ଗୃହ ନିର୍ମାଣ ଦୀର୍ଘଦିନ ପରେ ନିଜସ୍ବ ଜମିରେ ଆରମ୍ଭ ହୋଇଛି। ନୂତନ ପକ୍କାଘର ତଦାରଖ କରିବା ପାଇଁ ବିଭାଗୀୟ ନିର୍ବାହୀଯନ୍ତ୍ରୀ କିମ୍ବା କନିଷ୍ଠଯନ୍ତ୍ରୀ କେହି ଆସୁ ନ ଥିବାରୁ ସାଧାରଣରେ…

ପଲ୍ଲିଶ୍ରୀ ମେଳାରେ ଭିଡ଼, ନାହିଁ କରୋନା ଭୟ

ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି କଳିଙ୍ଗ ବାଲିଯାତ୍ରା ପଡିଆରେ ଗତ ୩ ତାରିଖରୁ ଚାଲିଛି ପଲ୍ଲିଶ୍ରୀ ମେଳା। ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ମେଳାରେ ମଙ୍ଗଳବାର ଓ ବୁଧବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଦୀର୍ଘ ଦୁଇବର୍ଷ ପରେ…

ଜନଶୁଣାଣିକୁ ଲୋକଙ୍କ ବିରୋଧ

ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ମଧୁବନ ପୌର କଲ୍ୟାଣମଣ୍ଡପଠାରେ ବୁଧବାର ଏସାର୍‌ ମିନ୍‌ମେଟ୍‌ ଲିମିଟେଡ କମ୍ପାନୀର ବାର୍ଷିକ ୧୪ ମିଲିୟନ ମେଟ୍ରିକ ଟନ୍‌ ଉତ୍ପାଦନ କ୍ଷମତାବିଶିଷ୍ଟ ପେଲେଟ ପ୍ଲାଣ୍ଟ ପାଇଁ ଜନଶୁଣାଣି କରାଯାଇଥିଲା। ଏଥିରେ ଅଧ୍ୟକ୍ଷତା କରିଥିଲେ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀର ଓ…

୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭ ଲକ୍ଷ ୫୧ହଜାର ୨୧୦ଟଙ୍କା ଜବତ କରିଛି। ଏହି ଘଟଣାରେ ବୁଧବାର ବାପ, ପୁଅଙ୍କୁ ଗିରଫ…

ଘୋଷିତ, ଅଘୋଷିତ ବିଦ୍ୟୁତ୍‌ କାଟ୍‌

ଯାଜପୁର ଅଫିସ,୬ା୧: ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ହେବ ନାହିଁ ବୋଲି ସରକାର ଘୋଷଣା କରିଛନ୍ତି । ହେଲେ ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ମନା କରିନାହାନ୍ତି। ସେଥିଲାଗି ଗୁରୁବାର ସକାଳ ୮ଟାରୁ ରାତି ସାଢେ ୭ଟା ପର୍ଯ୍ୟନ୍ତ ଯାଜପୁର ରୋଡ ସହର ସମେତ…

ଆଜିଠୁ ବଉଳା କୁମ୍ଭୀର ଗଣନା

ରାଜନଗର,୬ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ବୁଧବାର ବନ କର୍ମଚାରୀମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇଛି। ଗୁରୁବାରଠାରୁ ଆସନ୍ତା ୧୦ ତାରିଖ ଯାଏ କୁମ୍ଭୀର ଗଣନା କରାଯିବ। ୧୧ ତାରିଖରେ…

‘ବିଶ୍ୱରେ ଓଡ଼ିଶା ଯୁବତୀଯୁବକଙ୍କ ଚାହିଦା ବଢ଼ିବ’

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ/କୃଷ୍ଣପ୍ରସାଦ, ୬ା୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୧୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକସ୍‌…

ପୁଣି ଓଡ଼ିଶାମୁହାଁ ଛତିଶଗଡ଼ ହାତୀପଲ

ରାଇଘର, ୬।୧(ଡି.ଏନ୍‌.ଏ.): ଛତିଶଗଡ଼ରୁ ପୁଣି ହାତୀପଲ ଓଡ଼ିଶାମୁହାଁ ହୋଇଛନ୍ତି। ସେମାନଙ୍କୁ ରୋକିବାକୁ ରାଇଘର ବନ ବିଭାଗ ପ୍ରୟାସ ଚଳାଇଛି। ବନ ବିଭାଗ କର୍ମଚାରୀ ଲୋକଙ୍କୁ ସଚେତନ କରିବା ସହ ହାତୀମାନେ ଯେପରି ଓଡ଼ିଶା ସୀମାରେ ନ ପଶିବେ, ସେଥିଲାଗି ବିଭିନ୍ନ ପଦକ୍ଷେପ…

ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର ଗୁଣବତ୍ତାକୁ ନେଇ ୨୦୨୧ ନଭେମ୍ବରରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ହୋଇଥିତ୍ବା ଅନୁଧ୍ୟାନ…

ଘରୋଇ ସଂସ୍ଥା ହାତକୁ ଯିବ ଭକ୍ତନିବାସ

ପୁରୀ ଅଫିସ,୬।୧: ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ଥିବା ଭକ୍ତନିବାସକୁ ପ୍ରଶାସନ ଏବେ ଘରୋଇକରଣ କରିବାକୁ ଯୋଜନା ଚଳାଇଛି। ସୁଲଭ ମୂଲ୍ୟରେ ରହଣି ପାଇଁ ଥିବା ବଗଲା ଧର୍ମଶାଳାକୁ ବିକ୍ରି କରିଦିଆଯିବା ପରେ ଏହି ବିକଳ୍ପ ଶେଷ ହୋଇଥିଲା। ଏବେ ପୁଣି ଭକ୍ତନିବାସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?