ଆମ ଜିଲା ଖବର

ଠକି ନେଲେ ୧୦ଲକ୍ଷ

ବାରିପଦା ଅଫିସ,୬।୧: ଏକ କମ୍ପାନୀର ରିଟେଲର ହେବା ପାଇଁ ବାରିପଦା ୱାର୍ଡ ନଂ.୫ର ବିକାଶ ଚନ୍ଦ୍ର ଶାହା ୧୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି। ଏନେଇ ମୟୂରଭଞ୍ଜ ଜିଲା ସାଇବର ଓ ଅର୍ଥନୈତିକ ଅପରାଧ ଥାନାରେ ବୁଧବାର…

କେନ୍ଦୁଝର: ୨୦ ଜଳାଶୟରେ ପକ୍ଷୀ ଗଣନା

କେନ୍ଦୁଝର, ୬।୧(ସ୍ବ.ପ୍ର.) କେନ୍ଦୁଝର ଜିଲାକୁ ପ୍ରତ୍ୟେକ ବର୍ଷ ବିଶେଷ କରି ଶୀତ ଋତୁରେ ବିଭିନ୍ନ ଅଞ୍ଚଳରୁ ଦେଶୀ ଓ ବିଦେଶୀ ପକ୍ଷୀ ଆସିଥାନ୍ତି। ସରକାରଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦୁଝର ବନଖଣ୍ଡ ଅଧୀନ ସଦର, ଘଟଗାଁ, ପାଟଣା, ତେଲକୋଇ, ଚମ୍ପୁଆ, ଭୂୟାଁ ଜୁଆଙ୍ଗ…

ଘୋଡ଼ାଡିଆଁ ସେତୁ ଭୂମିପୂଜନ

ପରଜଙ୍ଗ, ୬।୧(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଘୋଡ଼ାଡିଆଁ ନାଳ ଉପରେ ବହୁ ପ୍ରତୀକ୍ଷିତ ସେତୁ ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ହୋଇଛି। ବିଧାୟକ ଡା. ନୃସିଂହ ଚରଣ ସାହୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଜୁ ସେତୁ ଯୋଜନାରେ ଏହି…

ପକ୍ଷୀଗଣନା ଲାଗି କୁଲଡ଼ିହାରେ ୩ ଟିମ୍‌

ସଜନାଗଡ଼, ୬।୧(ଡି.ଏନ.ଏ.) ଶୀତ ଋତୁରେ ଅଧିକ ଥଣ୍ଡା କାରଣରୁ ଜଳାଶୟ ଉପରେ ନିର୍ଭରଶୀଳ ପ୍ରଜାତିର ପକ୍ଷୀମାନେ ପ୍ରତିବର୍ଷ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର କୁଲଡ଼ିହା ଅଭୟାରଣ୍ୟରେ ବିଭିନ୍ନ ଅଞ୍ଚଳକୁ ଆସିଥାନ୍ତି। ଏହି ପକ୍ଷୀମାନଙ୍କ ସୁରକ୍ଷା ଏବଂ…

ଅନଶନ ବେଳେ ଅସୁସ୍ଥ ହୋଇପଡ଼ିଲେ ୨ ବୃଦ୍ଧ

ଜଳେଶ୍ୱର, ୬।୧(ଡି.ଏନ.ଏ.) ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ନାମ୍ପୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବହୁବର୍ଷ ହେଲା ସ୍ଥାୟୀ ଡାକ୍ତର ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଥିଲେ। ଗତ ମଙ୍ଗଳବାର ଗ୍ରାମବାସୀଙ୍କ ପକ୍ଷରୁ ଅହୋରାତ୍ର ଆମରଣ ଅନଶନ…

ଧାନ ବିକ୍ରି ନେଇ ଦ୍ୱନ୍ଦ୍ୱରେ ଚାଷୀ

ଆରଡ଼ି, ୬।୧(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ଏବଂ ଓଳଗ ପଞ୍ଚାୟତରେ ବୁଧବାର ଧାନ ମଣ୍ଡି ଖୋଲିଛି। ଚାଷୀମାନଙ୍କ ଧାନ ବିକ୍ରୟ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଛି। ଧାନ ବିକ୍ରି ପାଇଁ ୩ ମାସ ପୂର୍ବରୁ ଉଭୟ ପଞ୍ଚାୟତରୁ ପ୍ରାୟ…

୩୨ ସ୍ଥାନରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୬।୧: ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ିବା ପରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ୩୨ ପ୍ରମୁଖ ଦେବାଳୟ ଏବଂ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା ଜାରି କରାଯାଇଛି। ଜାନୁୟାରୀ ୩୧ ଯାଏ ଏହା ବଳବତ୍ତର ରହିବ। ପ୍ରସିଦ୍ଧ…

ଋଣ ଚାପ ସହି ନ ପାରି ଆତ୍ମହତ୍ୟା

ବାହାନଗା, ୫ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ବାରିଙ୍ଗିଆ ଗ୍ରାମର ଜଣେ ଯୁବକ ଋଣଭାର ସହି ନ ପାରି ଆମତ୍ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସତ୍ୟାନନ୍ଦ ଦାସ(୪୦) ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ ଆଣି…

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ରାଜ୍ୟ ବିଜୁ ଯୁବ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ…

ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବି: ବନ୍ଦ ରହିଲା କଳାହାଣ୍ଡି

କର୍ଲାମୁଣ୍ଡା,୫।୧(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବିରେ ବୁଧବାର ଆଦିବାସୀ ମହାସଂଘ ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିଲା। ଏହି କ୍ରମରେ କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ବିଶେଷ ପ୍ରଭାବ ଦେଖିବାକୁ ମିଳିଛି। ବ୍ଲକ ଆଦିବାସୀ ସଙ୍ଘ ସଭାପତି ସୁରେନ୍ଦ୍ର ଭୋଇ…

ଗଛରେ ଫସିରହିଛି ଭାଲୁ

ମାଲକାନଗିରି,୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୋରାଖୁଣ୍ଟ ପଞ୍ଚାୟତ ଏମ୍‌ ଭି୨୦ ଗ୍ରାମର ଏକ ଗଛରେ ଜଙ୍ଗଲୀ ଭାଲୁ ଫସିରହିଛି। ଭାଲୁଟି ଖାଦ୍ୟ ଅନ୍ବେଷଣରେ ଗାଁ ଅଭିମୁଖେ ପଶି ଆସି ଜଙ୍ଗଲକୁ ନ ଯାଇ ପାରି ଗଛରେ ଚଢ଼ିଯାଇଥିଲା। ଗ୍ରାମବାସୀ ଏହା ଦେଖି ବନ…

ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ବିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି । ସୁମିତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?