ଆମ ଜିଲା ଖବର

କେନ୍ଦୁଝର ଜିଲାପାଳଙ୍କୁ ହାଇକୋର୍ଟଙ୍କ ନୋଟିସ: ଚାକିରିରୁ ବେନିୟମ ବିଦା ଅଭିଯୋଗ, ଆବେଦନ କଲେ ପୁନଃ ବିଚାର ପାଇଁ ନିର୍ଦ୍ଦେଶ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର,୨୩।୪(ନରେଶ ଚନ୍ଦ୍ର ପଟ୍ଟନାୟକ, ଶୁଭକାନ୍ତ ନାୟକ, ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ (DMF) କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ କୋର୍ଟ…

ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପିଲାମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ…

ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ ଏବଂ ପାନୀୟ ଜଳ ପାଇଁ ସେମାନଙ୍କୁ ବହୁବିଧ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି…

ଚଳନ୍ତା ଗାଡ଼ିରେ ଫେଲ୍ ହେଲା ଷ୍ଟିଅରିଙ୍ଗ, ଗାର୍ଡୱାଲରେ ଝୁଲିଲା ହାଇୱା

ବାଲିଗୁଡା,୨୩।୪(ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର ମୁଖ୍ୟ ରାସ୍ତାର ଗଟାଙ୍ଗୀ ନିକଟରେ ଘଟିଛି ଦୁର୍ଘଟଣା । ତେବେ ସୌଭାଗ୍ୟବଶତଃ ଦୁର୍ଘଟଣାରେ…

ସରିଲା ଛୁଟି, ଖୋର୍ଦ୍ଧା ଜିଲାରେ କାଲିଠୁ ସକାଳୁଆ ସ୍କୁଲ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାରେ ଶୁକ୍ରବାରଠାରୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌ ଚାଲିବା ନେଇ ଘୋଷଣା କରାଯାଇଛି । ସମସ୍ତ ସରକାରୀ,ବେସରକାରୀ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ପାଇଁ…

ଜିଲା ବିକାଶ ସମନ୍ବୟ ଓ ପରିଚାଳନା କମିଟି ବୈଠକ: ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବାକୁ ଏମ୍‌ପିଙ୍କ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା ବିକାଶ ସମନ୍ବୟ ଏବଂ ପରିଚାଳନା କମିଟି(ଦିଶା)ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକର…

ବେଆଇନ କରତକଳ ଉପରେ ଚଢ଼ାଉ; କାଠ-ଯନ୍ତ୍ରପାତି ଜବତ, ଲମ୍ବୁ ତାରିଣୀ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଭଞ୍ଜନଗର ଓ ଗାଙ୍ଗପୁର ପୋଲିସ ମିଳିତ ଭାବେ ବେଆଇନ କରତକଳ ଉପରେ ଚଢ଼ାଉ କରିଛନ୍ତି । ବୁଧବାର ବିଳମ୍ବିତ ରାତିରେ ଗାଙ୍ଗପୁର ଥାନା ଅନ୍ତର୍ଗତ ସିଆରିମାଳରେ ଚାଲିଥିବା ଏକ…

କେସିଙ୍ଗାରେ ପ୍ରବଳ ଗ୍ରୀଷ୍ମପ୍ରବାହ; ଜନଜୀବନ ଅସ୍ତବ୍ୟସ୍ତ, ରାସ୍ତାଘାଟ ଜନଶୂନ୍ୟ

କେସିଙ୍ଗା,୨୩।୪(ତୁମେଶ୍ୱର ସାହୁ): ସମଗ୍ର ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖାଯାଇଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ପୂର୍ବାହ୍ନ ସାଢେ଼ ଦଶଟାରେ ରାସ୍ତାଘାଟ ଜନଶୂନ୍ୟ ହୋଇଯାଇଛି । କେସିଙ୍ଗା ସହରରେ ଥିବା ଜାତୀୟ ରାଜପଥ ୨୬, କଲେଜ ରୋଡ଼,…

କଳା ପଲସର ଆତଙ୍କ, ଆଲମିରା ଭାଙ୍ଗି ଲୁଟିନେଲେ ସୁନା ଗହଣା

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଗୁରୁବାର କଳା ପଲସର ଆତଙ୍କ ଦେଖିବାକୁ ମିଳିଛି । ଦିନ ଦ୍ବିପହରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟେରାମାନେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି…

ପ୍ରଶାସନର ନିଘାନାହିଁ: ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପାଣି ଟୋପାଏ ଲାଗି ଡହଳବିକଳ ହେଉଛନ୍ତି ରୋଗୀ

ପୁରୁଷୋତ୍ତମପୁର,୨୩।୪ (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ଅବ୍ୟବସ୍ଥା ବଢିବାରେ ଲାଗିଥିବା ବେଳେ ଏଥିପ୍ରତି କାହାରି ହେଲେ ନିଘାନାହିଁ । ଏଠାରେ ପ୍ରଶାସନ ସମ୍ପୂର୍ଣ ସ୍ଥାଣୁ ପାଲଟିଥିବା ବେଳେ ରୋଗିକଲ୍ୟାଣ ସମିତି କୋମାଭଳି ରହିଛି…

ଅସମ୍ଭାଳ ଖରା, ରାୟଗଡାରେ ୨ ଦିନ ସ୍କୁଲ-କଲେଜ ଛୁଟି

ରାୟଗଡା,୨୩।୪(ସଙ୍କେତ ପାତ୍ର): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ଆଶୁତୋଷ କୁଲକରନି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ, ଅର୍ଥାତ୍ ଏପ୍ରିଲ ୨୪ ଓ ୨୫ (ଶୁକ୍ରବାର ଓ ଶନିବାର) ସମସ୍ତ ସ୍କୁଲ…

ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ଥିଲେ ନିଜ ପରିବାରର ଏହି ସଦସ୍ୟ

ବ୍ରହ୍ମପୁର,୨୩।୪ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାର ପ୍ଲଟ୍‌ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ସୁଧିରଙ୍କ ନିଜ ପୁତୁରା ଓ ଝିଆରୀ ରହିଛନ୍ତି । ଅଭିଯୁକ୍ତମାନେ ହେଲେ ସତ୍ୟନାରାୟଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?