ଆମ ଜିଲା ଖବର

ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ ଆସିଛି। ଏହା ଶୁଣିବା ପରେ ଖୁସିରେ କାନ୍ଦି ପକାଇଛନ୍ତି ସେ। ପ୍ରତିକ୍ରିୟା ଦେଇ ଧର୍ମର…

ନାଇଜରର ଗୋଟିଏ ହଷ୍ଟେଲ ସପ୍ତାହେ କଣ୍ଟେନମେଣ୍ଟ

ଖୋର୍ଦ୍ଧା ଅଫିସ,୪।୧ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭୁବନେଶ୍ବରସ୍ଥିତ ଡିସିପି ଅଫିସରେ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସି ପକ୍ଷରୁ ସିଲ କରାଯାଇଥିବା ବେଳେ ଏବେ ଜଟଣୀ ସ୍ଥିତ ନାଇଜର ଇନଷ୍ଟିଚ୍ୟୁଟରେ ଗୋଟିଏ ବ୍ଲକରୁ ୩୧…

ବାର୍‌ହା ଫାଶରେ ବାଘ

ତିଗିରିଆ,୪।୧(ଡି.ଏନ୍‌.ଏ.): କଟକ ଜିଲା ତିଗିରିଆ ବନାଞ୍ଚଳର ଭିରୁଡ଼ା ଗ୍ରାମ ନିକଟସ୍ଥ ଶିବ ମନ୍ଦିର ନିକଟରେ ଏକ କଲରାପତରିଆ ବାଘ ଫାଶରେ ପଡ଼ି ମୃତ୍ୟୁ ଘଟିଛି। ବାରହା ଶିକାର ପାଇଁ ବସା ଯାଇଥିବା ଫାଶରେ ପଡ଼ି ବାଘର ମୃତ୍ୟୁ ଘଟିଛି। ଖବରପାଇ ବନ…

ତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଫକୀରପୁର ଗ୍ରାମର ତାରିଣୀ ମନ୍ଦିରରୁ ସୋମବାର ରାତିରେ ଚୋରି ହୋଇଛି। ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ମୁକୁଟ, ଠାକୁରାଣୀଙ୍କ ସୁନା ଚିତା, ରୂପା ଅଳଙ୍କାର ସମେତ ହୁଣ୍ଡିରେ ଥିବା ସମସ୍ତ ଦାନ ଟଙ୍କା…

୯ ମାସ ଶିଶୁର ବଢ଼ୁଛି ମୁଣ୍ଡ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରତାପପୁର ଗାଁର ପୁଷ୍ପାଞ୍ଜଳି ନାହାକଙ୍କ ୯ ମାସର ଶିଶୁ ପୁତ୍ରଙ୍କ ଦିନକୁ ଦିନ ମୁଣ୍ଡ ବଡ଼ ହେବାରେ ଲାଗିଛି। ତାଙ୍କର ଚିକିତ୍ସା ଲାଗି ଅର୍ଥ ବାଧକ ସାଜିଛି। ଶିଶୁ ପୁତ୍ରଙ୍କୁ ନେଇ ପୁଷ୍ପାଞ୍ଜଳି ତାଙ୍କ…

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ତପସ୍ବିନୀ ରହିବେ। ଏହାଛଡ଼ା ସୁମିତ…

ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ ଘୋଷଣା ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। ଏଥିପାଇଁ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଦେଇଛନ୍ତି। ଏଥିସହ ଏଣିକି ବାଲ୍ୟବିବାହ ପ୍ରଥମ…

ସୁମିତ-ତପସ୍ବିନୀ ମାମଲାର ଚୂଡ଼ାନ୍ତ ରାୟ ଆଜି

ବ୍ରହ୍ମପୁର ଅଫିସ,୪।୧: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ମାମଲାକୁ ନେଇ ଜିଲାଜଜ୍‌ କୋର୍ଟରେ ଦାଏର ହୋଇଥିବା ଅପିଲର ଚୂଡ଼ାନ୍ତ ରାୟ ମଙ୍ଗଳବାର ପ୍ରକାଶ ପାଇବ। ଗଞ୍ଜାମ ଜିଲା ଜଜ୍‌ କୋର୍ଟରେ ଏସ୍‌ଡିଜେଏମ୍‌ଙ୍କ ରାୟକୁ ଚ୍ୟାଲେଞ୍ଜ କରି ଉଭୟ ପକ୍ଷଙ୍କ ଓକିଲ ଅପିଲ କରିଥିଲେ।…

ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ

ଯାଜପୁର ଅଫିସ,୪।୧: ନକଲି ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଶିକ୍ଷକଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏପରି କି ତଦନ୍ତରେ ଶିଥିଳତା, କାର୍ଯ୍ୟରେ ଅବହେଳା, ଉପଯୁକ୍ତ ତଦନ୍ତ କରୁ…

୫ରୁ କମିବ ଶୀତ

ଭୁବନେଶ୍ୱର,୪।୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଯୋଗୁ ଚଳିତ ବର୍ଷ ଓଡ଼ିଶା ଭିତରକୁ ବାରମ୍ବାର ପଶ୍ଚିମା ବାୟୁ ପ୍ରବାହ ହେଉଛି। ଏଥିଯୋଗୁ ବର୍ଷା ମଧ୍ୟ ଲାଗିରହୁଛି। ଆସନ୍ତା ୮ ତାରିଖରୁ ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ୮ରୁ ୧୦ ତାରିଖ ମଧ୍ୟରେ…

ମାସେ ହେବ ପରିବାର ଗୃହବନ୍ଦୀ

ଆଳି,୪।୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ତରିପାଟଣା ଗ୍ରାମର କେତେଜଣ ବ୍ୟକ୍ତି କଙ୍ଗାରୁ କୋର୍ଟ କରି ବାବୁଲି ସାହୁଙ୍କ ପରିବାର ଲୋକଙ୍କୁ ମାସେ ହେବ ଗୃହବନ୍ଦୀ ଅବସ୍ଥାରେ ରଖିଛନ୍ତି। ଏ ନେଇ ସେ ତହସିଲ ଓ ଥାନାର ଦ୍ୱାରସ୍ଥ ହୋଇଥିଲେ…

‘ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଐତିହାସିକ’

ଖୋର୍ଦ୍ଧା ଅଫିସ,୪।୧: ଖବରକାଗଜ ବିତରକ (ହକର)ଙ୍କୁ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମ ଖୋର୍ଦ୍ଧାରୁ ଶୁଭାରମ୍ଭ ହୋଇଛି। ସୋମବାର ଜିଲା ସଂସ୍କୃତି ଭବନ ପରିସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?