ଆମ ଜିଲା ଖବର

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳ ସେଥିରେ ୮ କରୋନା ଯୋଦ୍ଧା, ଜଣେ ଅନ୍ୟ ରାଜ୍ୟରୁ ଫେରି ଏବଂ...

କଟକରୁ ୧୬୭ ପଜିଟିଭ ଚିହ୍ନଟ: ବାଉରି ସାହିରୁ ସର୍ବାଧିକ

କଟକ ଅଫିସ,୧୭।୮-କଟକ ସହରରେ ସୋମବାର ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବାବେଳେ କଣ୍ଟେନମେଣ୍ଟ ଜୋନରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।...

ମାଓବାଦୀଙ୍କ ତାଣ୍ଡବ: ପୋଡ଼ିଦେଲେ ଘରୋଇ ଠିକା ସଂସ୍ଥାର ୬ ଗାଡ଼ି

ବାଲିଗୁଡା,୧୭।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ଏକ ଘରୋଇ ଠିକା କ୍ୟାମ୍ପକୁ ଉଡାଇ ଦେଇଥିବା ଜଣାପଡ଼ିଛି। ଏହା ସହ ଠିକା ସଂସ୍ଥା ଦ୍ୱାରା ବ୍ୟବହୃତ ହେଉଥିବା ହାଇୱା, ପାଣି ଟ୍ୟାଙ୍କର ସମେତ ୬ଟି ଗାଡ଼ିକୁ ପୋଡି ଦେଇଛନ୍ତି।...

ଖୋର୍ଦ୍ଧା ଜିଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ଜାଣନ୍ତୁ କାହିଁକି

ଖୋର୍ଦ୍ଧା ଅଫିସ,୧୭।୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଉପଜିଲାପାଳ ଅଶୋକ ବେହୁରିଆ ସୋମବାର ସକାଳ ୭ଟାରୁ ୨୦ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଡ଼ବେରଣା ଗ୍ରାମକୁ ୭୨ଘଣ୍ଟା...

୪ ବ୍ୟବସାୟୀ ଗିରଫ, କାର, କଫ୍‌ସିରପ ଜବତ

ପାଟଣାଗଡ଼୧୭।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ପୋଲିସ ରବିବାର ୪ ଜଣ କଫସିରପ୍‌ ବ୍ୟବସାୟୀଙ୍କୁ ଗିରଫ୍‌ କରିଛି। ସେମାନେ ହେଲେ ପାଟଣାଗଡ କାଦୋପଡାର ସୁମନ୍ତ ମେହେର, ବାସୁଦେବ ସେଠ, ଲାଇନ ପଡାର ଶାନ୍ତ ମାହାର ଏବଂ କୁତମୁଣ୍ଡା ଗ୍ରାମର ସୁଜ୍ଞାନୀ ମେହେର।...

ହୋଲସେଲ୍‌ ଗ୍ରୋସରୀ ଦୋକାନ ସିଲ୍‌, ଜାଣନ୍ତୁ କାହିଁକି ହେଲା

ବନ୍ତ,୧୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବଜାରରେ ଅବସ୍ଥିତ ପ୍ରକାଶ କୁମାର ସାହୁଙ୍କ ହୋଲସେଲ୍‌ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି । ଉଲ୍ଲେଖ ଯେ, ତହସିଲଦାର ଇନ୍ଦିରା ସାହୁ ଓ ଥାନାଧିକାରୀ ମିନା ବିନ୍ଧାଣୀ କରୋନା କଟକଣା...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା,୧୭।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲ୍ଲକ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରି ଗଳା କାଟି ହତ୍ୟା ଘଟଣାରେ ମହୁଲଡିହା ଥାନା ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି। ହତ୍ୟାକାଣ୍ଡର ୪୫ ଦିନ ପରେ ଲାଏ ଡିଟେକ୍ସନ ଟେଷ୍ଟ...

ନୂଆ ସଂକ୍ରମଣ ରୋକିବା ସହ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଶେରଗଡ଼୧୭।୮(ଡି.ଏ୍‌ନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପରିସରରେ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ପହଞ୍ଚି ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହାସହ ବବ୍ଲ ସମ୍ମୁଖରେ ଆୟୋଜିତ ଏକ ବୈଠଳରେ ଯୋଗଦେଇ ସେ ବ୍ଲକର ୨୨ ପଞ୍ଚାୟତର ଗ୍ରାମସେବକ,...

ଅନୁଗୋଳର ଏହି ଦୁଇ ପଞ୍ଚାୟତ ଶଟ୍‌ଡାଉନ୍‌

ମାଧପୁର,୧୭ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ ଏବଂ ପୁରୁଣାମାନତ୍ରୀ ପଞ୍ଚାୟତକୁ ସୋମବାରଠାରୁ ୩ ଦିନ ପାଇଁ ସ୍ଥାନୀୟ ସରପଞ୍ଚ ଦ୍ୱୟ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୂଚନା ଅନୁସାରେ ରବିବାର କିଆକଟା ଥାନାର ୫ଜଣ ପୋଲିସ କର୍ମଚାରୀ...

ପ୍ରଥମ ଥର ପାଇଁ ବ୍ୟାଙ୍କକୁ ଗଲା ଭତ୍ତା ଟଙ୍କା

ଗଞ୍ଜାମ,୧୭ା୮(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ସରକାର ବିଭିନ୍ନ ଭତ୍ତା ଆଗୁଆ ୪ ମାସର ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ବର୍ତ୍ତମାନ କରୋନା ସାମାନ୍ୟ ଥମିଥିଲେ ମଧ୍ୟ ଚଳିତ ମାସ ଭତ୍ତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବା ବ୍ୟବସ୍ଥା କରାଯାଇଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ...

ପାଟଣାରେ ଅଗ୍ନିକାଣ୍ଡ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଦ ଗ୍ରାମରେ ସୋମବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବନମାଳୀ ମହାନ୍ତଙ୍କ ୨ ବଖରା ଆଜବେଷ୍ଟସ୍‌ ଘର ସହ ଆସବାବପତ୍ର ଜଳି ନଷ୍ଟ ହୋଇଯାଇଛି। ତେବେ ଘର ଭିତରେ...

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଏବେ ଜଳସ୍ତର ୬୧୫.୪୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri