ଆମ ଜିଲା ଖବର

ଗୋଷ୍ଠୀ ଭିକ୍ଷା, କର୍ମକର୍ତ୍ତା ମନୋନୟନ

ଢେଙ୍କାନାଳ ଅଫିସ,୨୦।୨ ଢେଙ୍କାନାଳ ଜିଲା ମହିମାଗାଦି ଯୋରନ୍ଦାରେ ୧୦୫ ବର୍ଷ ତଳେ ସିଦ୍ଧ ବଡ଼ କୃପାସିନ୍ଧୁ ବାବାଙ୍କ ଦ୍ୱାରା ପ୍ରତିଷ୍ଠିତ କୌପୀନଧାରୀ ମହିମା ସମାଜର ପ୍ରସିଦ୍ଧ ମାଘମେଳା ପରେ ତଥା ଫାଲଗୁନ କୃ୍‌ଷ୍ଣ ଦ୍ୱିତୀୟା ତିଥିରେ ଶୁକ୍ରବାର ଗୋଷ୍ଠୀ ଭିକ୍ଷା କାର୍ଯ୍ୟକ୍ରମ…

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଗଞ୍ଜାମ,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଥିବା ଜଣାପଡ଼ିଛି। ପୂର୍ବରୁ ଚି଼ହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ଲାଗି ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ରମ୍ଭା ଥାନା…

ବୁଥ୍‌ ଜବରଦଖଲ ଅଭିଯୋଗ

ନୟାଗଡ଼ ଅଫିସ,୨୦ା୨: ନୟାଗଡ଼ ବ୍ଲକର ୪ ଜିଲା ପରିଷଦ ଜୋନର ୨୯ ପଞ୍ଚାୟତରେ ଭୋଟଗ୍ରହଣ ଚାଲିଛି। ଏହାର ହରିପୁରର ୧୨ ନଂ ବୁଥ୍‌ରେ ଜବରଦଖଲ କରାଯାଇ ମତଦାନ ଚାଲିଥିବା ଅଭିଯୋଗ ହୋଇଛି। ବିରୋଧୀ ଦଳର ଏଜେଣ୍ଟ ବୁଥରୁ କାଢ଼ିଦେବା ସହ ଗଣମାଧ୍ୟମର…

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ ରାଷ୍ଟ୍ରପତି

ପୁରୀ ଅଫିସ,୨୦ା୨: ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଅର୍ଥାତ୍‌ ଦ୍ୱିତୀୟ ଦିନରେ ବିଶ୍ୱ ବେଷ୍ଣବ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡ଼ୀୟ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ…

ଭୁବନରେ ଭାଜପା-ବିଜେଡି ଟକ୍କର

ଭୁବନ,୨୦।୨(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ବ୍ଲକର ୧୮ଟି ପଞ୍ଚାୟତର ମୋଟ୍‌ ୮୨ ହଜାର ୭୪୭ ଜଣ ଭୋଟର ମତଦାନ କରିବେ। ଏଥିପାଇଁ ବ୍ଲକରେ ୨୫୮ ବୁଥ୍‌ କରାଯାଇଥିବା…

ମତଦାନ କରିବାକୁ ମତଦାତା ଉତ୍ସାହୀ

ବଇଣ୍ଡା/ ଖମାର,୨୦।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ୨୦ ତାରିଖ ରବିବାର ଅନୁଗୋଳ ଜିଲାର ଆଠମଲ୍ଲିକ ଓ ପାଲଲହଡ଼ା ବ୍ଲକରେ ଅନୁଷ୍ଠିତ ହେବ। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ ଏବଂ ପାଲଲହଡ଼ା…

ପ୍ରାର୍ଥୀଙ୍କ ଲାଗି ପ୍ରଚାର କଲେ ରାଜସ୍ବ ମନ୍ତ୍ରୀ

ସଜନାଗଡ, ୨୦।୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟକୁ ଆଉ ମାତ୍ର ୨ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋରଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ସମର୍ଥତ୍ତ ପ୍ରାର୍ଥୀଙ୍କ ପାଇଁ…

ହିଙ୍ଗୁଳାଙ୍କ ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁ

ବାରିପଦା ଅଫିସ,୨୦।୨ – ଆକସ୍ମିକ ଅଗ୍ନିକାଣ୍ଡରୁ ଉଦ୍ଧାର କରୁଥିବା ଅଗ୍ନିରୂପିଣୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ବଡ଼ପୂଜା ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ କଉଡ଼ିଖଣିସ୍ଥିତ ଶାଳଜଙ୍ଗଲ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌-୧୯ ଓ ପଞ୍ଚାୟତ ନିର୍ବାଚନ ଦୃଷ୍ଟିରୁ ୧୪୪ ଧାରା ଜାରି…

‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି’

କେନ୍ଦୁଝର/ହାଟଡିହୀ, ୨୦।୨ (ସ୍ବ.ପ୍ର./ଡିି.ଏନ.ଏ.) ‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି। ଯେଉଁଠି ଚାହିଁବି ସେଠି ପଶିବି। ପରିବାରର ସମସ୍ତଙ୍କୁ ବାନ୍ଧି ଜେଲ ପଠେଇ ଦେବି। ମୋ ନଁାରେ କମ୍ପ୍ଲେନ୍‌ କଲେ କେସ୍‌ରେ ଠୁଙ୍କି ଦେବି।’ ଏହା ହେଉଛି ହାଟଡିହୀ ବ୍ଲକ…

ନେତାଙ୍କ ଘର, ପାର୍ଟି କାର୍ଯ୍ୟାଳୟରେ ମାଳମାଳ ଆଶାୟୀ

ବାଲେଶ୍ୱର ଅଫିସ,୨୦।୨ ଗୋଟିଏପଟେ ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟସ୍ତତା ଆଉ ଅନ୍ୟପଟେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି। ଏହି ଦୁଇଟା କାମ ଏକାସଙ୍ଗରେ କେମିତି କରାଯିବ ସେନେଇ ଏବେ ସବୁ ଦଳର ନେତା ଚାପରେ ଅଛନ୍ତି। ତେବେ ପଞ୍ଚାୟତ ନିର୍ବାଚନ ସରିବାର…

ବାଲଟ ପେପରରେ ନୋଟା ଲେଖିଲେ

ସମ୍ବଲପୁର,୨୦।୨(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜିଲାପରିଷଦ ଜୋନ-୨ର ପ୍ରାର୍ଥୀମାନଙ୍କ ତାଲିକା ଥିବା ଏକ ବାଲଟ୍‌ ପେପର ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଉକ୍ତ ପେପରରେ ପ୍ରାଥମିକ ଶିକ୍ଷକ ନାହିଁ ତ ଭୋଟ ନାହିଁ ବୋଲି ଉଲ୍ଲେଖ ରହିଛି। ସେହିପରି ମାନେଶ୍ୱର…

ଭୋଟରେ ପରୀ ହତ୍ୟା,ଚିନିକଳ ତାତି

ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ନିର୍ବାଚନମଣ୍ଡଳୀ ଅଧୀନ ନୟାଗଡ଼ ବ୍ଲକର ୧୨,୧୩,୧୪ ଓ ୧୫ ନଂ.ଜୋନ୍‌ ଏବଂ ଓଡ଼ଗାଁ ବ୍ଲକର ୧ ଓ ୨ ନଂ. ଆଦି ୬ ଜୋନ୍‌ ରହିଛି । ସେଥିମଧ୍ୟରୁ ଓଡ଼ଗାଁ ବ୍ଲକର ୧ ଓ ୨ ନଂ.ଜୋନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?