ଆମ ଜିଲା ଖବର

ତାରାତାରିଣୀ କଲେଜରେ ସିଟ୍‌ ସଂଖ୍ୟା ବୃଦ୍ଧି ଦାବି

ପୁରୁଷୋତ୍ତମପୁର,୧୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଛାତ୍ରୀଛାତ୍ରଙ୍କ ନାମଲେଖା ଲାଗି ଆବଶ୍ୟକ ପରିମାଣର ସିଟ୍‌ ନ ଥିବା ହେତୁ ବହୁ ଗରିବ ଶ୍ରେଣୀର ଛାତ୍ରୀଛାତ୍ର ଉଚ୍ଚଶିକ୍ଷାରୁ ବଞ୍ଚିତ ହେବାରେ ଲାଗିଛନ୍ତି। ଏହା ସହ ଏହି ଅଞ୍ଚଳର ଛାତ୍ରୀଛାତ୍ର ବହୁ…

ଜମିକୁ ନିଅଣ୍ଟ ଜଳ

ବଇଣ୍ଡା, ୧୪।୭(ପରିକ୍ଷିତ ସାହୁ) – ଜ୍ୟେଷ୍ଠ ସରିଲା। ଆରମ୍ଭ ହେଲାଣି ଆଷାଢ଼। ବିହନ ବୁଣି ଆକାଶକୁ ଅନାଇଛି ଚାଷୀ। ହେଲେ ନା ହେଉଛି ବର୍ଷା, ନା ରୋଇବା ପାଇଁ ଦେଉଛି ଅନୁକୂଳ ପାଗ। ଅନିୟମିତ ବୃଷ୍ଟିପାତ ଯୋଗୁ କେଉଁଠି ଗଜା ମରୁଡ଼ି…

ପୁରସ୍କାର ପରେ ଅପରିଷ୍କାର

ଅନୁଗୋଳ ଅଫିସ, ୧୪ା୭ – ୨୦୧୯ରେ କାୟାକଳ୍ପ ପୁରସ୍କାର ପାଇବା ପୂର୍ବରୁ ଚମକୁଥିଲା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଏଠାକାର ପରିବେଶ କିପରି ପରିଦର୍ଶନକାରୀ ଟିମ୍‌ର ମନଛୁଇଁପାରିବ ସେ ନେଇ ନାନା ବ୍ୟବସ୍ଥା ହୋଇଥିଲା। ସୌନ୍ଦର୍ଯ୍ୟ ବଢ଼ାଇବାକୁ ରାତାରାତି କୁଣ୍ଡରେ ଭଳିକି…

ଐତିହ୍ୟକୁ ଅବହେଳା

ଢେଙ୍କାନାଳ ଅଫିସ, ୧୪।୭ – ରାଜ୍ୟର ସମୃଦ୍ଧ ମନ୍ଦିର ପର୍ଯ୍ୟଟନ (ଟେମ୍ପଲ ଟୁରିଜମ୍‌)କୁ ନେଇ ରହିଛି ଅନେକ ସମ୍ଭାବନା। କୋଭିଡ୍‌ ମହାମାରୀ ସମୟରେ ବିପର୍ଯ୍ୟସ୍ତ ଅର୍ଥନୀତିକୁ ବାଟକୁ ଆଣିବାକୁ ପର୍ଯ୍ୟଟନ ଶିଳ୍ପ ପ୍ରମୁଖ ବିକଳ୍ପ ଭାବେ ଉଭା ହୋଇଛି। ତେଣୁ ପ୍ରାଚୀନ…

ସ୍ବାମୀଙ୍କ ଇକ୍‌ମୋ ଚିକିତ୍ସା ଲାଗି ସ୍ତ୍ରୀ କରିଥିଲେ ଗୁହାରୀ; ହେଲେ ଆଖି ବୁଜିଲେ ଦିବ୍ୟରଞ୍ଜନ

ଆଠଗଡ଼,୧୩।୭(ସ୍ବ.ପ୍ର.): ବିବାହର ମାତ୍ର ବର୍ଷେ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି କଟକର ଦିବ୍ୟରଞ୍ଜନ ବେହେରା। ସ୍ତ୍ରୀ ପ୍ରତିଭା ପ୍ରୀୟଦର୍ଶୀନୀ ଓ ୩ ମାସର ପୁଅକୁ ଏକା କରି ସେ ଚାଲିଯାଇଛନ୍ତି। ତେବେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ ସେ। ଅବସ୍ଥା…

ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି

ପାରଳାଖେମୁଣ୍ଡି,୧୩।୭(ଡି.ଏନ୍‌.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା…

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଶୋଭାଯାତ୍ରା

ଖୋର୍ଦ୍ଧା ଅଫିସ,୧୩।୭: ଦେଶରେ କରୋନାର ଦ୍ବିତୀୟ ଲହର ଜାରି ରହିଛି। ଗତ ଦୁଇ ବର୍ଷ ହେଲା କରୋନା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଶିଳ୍ପ ସଂସ୍ଥା, ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ବନ୍ଦ ରହିଛି। ସାଧାରଣ ଲୋକ, ଗରିବ,…

୪ ବ୍ଲକରେ ଦ୍ୱିତୀୟ ଡୋଜ ଟିକା ବନ୍ଦ

ଛତ୍ରପୁର,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ମଙ୍ଗଳବାର ଦ୍ୱିତୀୟ ଡୋଜ ଟିକା ଦେବା ବନ୍ଦ ରହିଛି। ଏଥିସହ ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା, ପୋଲସରା ବ୍ଲକରେ ମଧ୍ୟ ଦ୍ୱିତୀୟ ଡୋଜ ଟିକା ଦେବା ମଙ୍ଗଳବାର ବନ୍ଦ ଅଛି ସୋମବାର ଜିଲାର…

୩ ଅଙ୍ଗନୱାଡି କର୍ମୀଙ୍କୁ ଛଟେଇ ପ୍ରତିବାଦ: ନବମ ଦିନରେ ଧାରଣା

ଛତ୍ରପୁର,୧୩।୭(ଡି.ଏନ୍‌.ଏ.): ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ଛତ୍ରପୁର ବ୍ଲକ ପକ୍ଷରୁ ୩ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ୬୦ ବର୍ଷ ବୟସରେ କାର୍ଯ୍ୟରୁ ବହିଷ୍କାର କରାଯାଇଥିଲା। ଏ ନେଇ ସିଡିପିଓଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ ୮ ଦିନ ହେଲା…

ଅଢ଼େଇବର୍ଷ ବିତିଲା, ଗଡ଼ିଲାନି ବସ୍‌

ବରଗଡ଼ ଅଫିସ୍‌,୧୩।୭ – ଯାତ୍ରୀବାହୀ ବସ୍‌ ରହଣୀ ଏବଂ ଯାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ବରଗଡ଼-ଭେଡ଼େନ କେନାଲ ରାସ୍ତା ପାର୍ଶ୍ୱରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ଏହା ୨୦୧୮ ନଭେମ୍ବର ୨୫ରେ ଉଦଘାଟିତ ହୋଇଛି। ଇତିମଧ୍ୟରେ ଅଢ଼େଇ ବର୍ଷ ବିତିଯାଇ ଥିଲେ…

ରଥ ଗଢ଼ି ମନକଥା ଜଣାଇଲେ ଶୁଭ୍ରାଂଶୁ

ଖୋର୍ଦ୍ଧା ଅଫିସ,୧୩।୭: ଚଳିତ ବର୍ଷ କରୋନା ସଂକ୍ରମଣ ପାଇଁ ଶ୍ରୀକ୍ଷେତ୍ର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ ରହିଛି। ଶ୍ରୀକ୍ଷେତ୍ରକୁ ଯାଇ ନ ପାରି ଭକ୍ତମାନେ ନିଜ ମନର କଥାକୁ ବିଭିନ୍ନ ଉପାୟରେ ଜଣାଇଛନ୍ତି। କିଏ ରଙ୍ଗତୂଳିରେ ଚକାନୟନକୁ ଆଙ୍କଲାଣି…

ଅପହରଣ କରି ୫ଲକ୍ଷ ଦାବି

ନିରାକାରପୁର,୧୩।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ମଳିପଡ଼ା ଅଞ୍ଚଳରୁ ଅପହୃତ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ରବିବାର ଅପରାହ୍ନରେ ପୋଲିସ ଜଟଣୀ ଥାନା ହରିରାଜପୁର ନିକଟ ଏକ ଜଙ୍ଗଲରୁ ଉଦ୍ଧାର କରିଛି। ସେ ହେଲେ ମଳିପଡ଼ା ଗ୍ରାମର ସତ୍ୟନାରାୟଣ ବେହେରା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri