ଆମ ଜିଲା ଖବର

ନୂଆବର୍ଷରେ ଆଖଣ୍ଡଳମଣି ପୀଠ ଖାଁ ଖାଁ

ଆରଡ଼ି, ୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଖଁା ଖଁା ଲାଗିଥିଲା। ମନ୍ଦିର ବାହାରେ ଜିଲା ପ୍ରଶାସନ ପକ୍ଷରୁ ୩ଦିନ ପାଇଁ ୧୪୪ ଧାରା ଲାଗୁ କରାଯାଇଛି। ପୀଠକୁ ଅଳ୍ପ କେତେଜଣ ଶ୍ରଦ୍ଧାଳୁ ଆସିଥିଲେ। ସେମାନେ…

ଗ୍ରାମବାସୀ-ବନ କର୍ମଚାରୀ ମୁହାଁମୁହିଁ

କପ୍ତିପଦା,୧।୧(ଡି.ଏନ.ଏ.): ବନ ବିଭାଗର ଏକ ଗୃହ ନିର୍ମାଣକୁ ନେଇ ଗ୍ରାମବାସୀ ଓ ବିଭାଗୀୟ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପ୍ରକାଶ ଯେ, ଶିମିଳିପାଳ ପାଦଦେଶରେ ଥିବା ବାଲିନାଳ ନିକଟରେ ଜଙ୍ଗଲ ସୁରକ୍ଷା ନିମନ୍ତେ ବନ…

ବିନା ଭକ୍ତରେ ମା’ ତାରିଣୀଙ୍କ ସୁନାବେଶ

ଘଟଗାଁ,୧।୧ (ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ତାରିଣୀ ପୀଠରେ ଇଂରାଜୀ ନବବର୍ଷ ୨୦୨୨ର ପ୍ରଥମ ଦିନ ଶନିବାର ବିନା ଭକ୍ତରେ ମା’ଙ୍କ ସମସ୍ତ ନୀତିକାନ୍ତି, ମଙ୍ଗଳ ଆଳତି ସହ ସୁନାବେଶ ସମ୍ପନ୍ନ ହୋଇଛି। କୋଭିଡ୍‌ କଟକଣା ଯୋଗୁ ମନ୍ଦିର ୩ ଦିନ…

ବର୍ଷ ଆରମ୍ଭରୁ ମାଓବାଦୀ ସଙ୍ଗଠନକୁ ଶକ୍ତ ଧକ୍କା

ମାଲକାନଗିରି,୧।୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତରେ ନୂତନ ବର୍ଷର ପ୍ରଥମ ଦିନରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା। ମାଲକାନଗିରି ଜିଲା ସୀମାନ୍ତକୁ ଲାଗିଥିବା ଛତିଶଗଡ଼ର ସୁକ୍‌ମାରେ ଏହା ଦେଖିବାକୁ ମିଳିଛି। ସଙ୍ଗଠନକୁ ବିରୋଧ କରି ୯ ଜଣ ମହିଳାଙ୍କ ସମେତ ୪୪…

ନୂଆବର୍ଷ ପାଇଁ ନେଉଥିଲେ ବାର୍‌ହା ମାଂସ

ରାଜନଗର,୧ା୧(ଡି.ଏନ.ଏ.): ନୂଆବର୍ଷରେ ଭିତରକନିକା ଜାତୀୟ ଉଦ୍ୟାନରୁ ବାର୍‌ହା ଶିକାର କରାଯାଇ ମାଂସ ଚାଲାଣ କରାଯାଉଥିଲା। ଖବରପାଇ ଶନିବାର ସକାଳ ପ୍ରାୟ ସାଢ଼େ ୭ଟାରେ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ ନେତୃତ୍ୱରେ ଫରେଷ୍ଟର କପିଳେନ୍ଦ୍ର ପ୍ରଧାନ, ଫରେଷ୍ଟ ଗାର୍ଡ ସୁନିଲ…

ମଜୁରି ବାବଦରେ ମିଳିଲା ନକଲି ଟଙ୍କା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ ସମ୍ପୃକ୍ତ ଠିକାଦାରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏମ୍‌ପିଭି-୭୦ ଗ୍ରାମର ରସିକ ମଣ୍ଡଳ।…

ଛେଳି ଚୋରି ଘଟଣାରେ ଏଏସ୍‌ଆଇ ନିଲମ୍ବିତ

ବଲାଙ୍ଗୀର ଅଫିସ,୧।୧: ଛେଳି ଚୋରି ଘଟଣାରେ ପୋଲିସ ଏଏସ୍‌ଆଇ ନିଲମ୍ବିତ ହୋଇଛନ୍ତି। ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଏଏସ୍‌ଆଇ ସୁମନ ମଲ୍ଲିକଙ୍କୁ ବଲାଙ୍ଗୀର ଏସ୍‌ପି ନିଲମ୍ବନ କରିଛନ୍ତି। ଖବର ଅନୁଯାୟୀ, ପୋଲିସ ଏଏସ୍‌ଆଇ ସୁମନ ମଲ୍ଲିକଙ୍କ ନିର୍ଦ୍ଦେଶରେ ପୋଲିସ କର୍ମଚାରୀମାନେ ଏକ…

ଘରେ ଶୋଇଥିବା ବେଳେ କଚାଡ଼ି ମାରିଲା ହାତୀ

କେନ୍ଦୁଝର,୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଦୁବୁଲାବେଡ଼ା ଗ୍ରାମରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ କ୍ଷେତ୍ରବାସୀ ମହାନ୍ତ। କ୍ଷେତ୍ରବାସୀ ରାତିରେ ଘରେ ଶୋଇଥିବା ବେଳେ ହାତୀ ଘର ଭାଙ୍ଗି ତାଙ୍କୁ ଟାଣି କଚାଡି…

ଆଇଟିଆଇ ୩ ବର୍ଷର ପରୀକ୍ଷାଫଳ ପ୍ରକାଶିତ

ଭଦ୍ରକ ଅଫିସ,୧।୧-ଏନ୍‌ସିଭିଟି ନୂଆଦିଲ୍ଲୀ ଅଧୀନରେ ଥିବା ଆଇଟିଆଇ ୨୦୧୮-୨୦, ୨୦୧୯-୨୧ ଓ ୨୦୨୦-୨୨ ବ୍ୟାଚ୍‌ର ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ୩ ବର୍ଷ କୋଭିଡ଼ କାରଣରୁ ଅନ୍‌ଲାଇନ ପରୀକ୍ଷା ହୋଇପାରି ନ ଥିଲା। ଛାତ୍ରୀଛାତ୍ର ଦୀର୍ଘଦିନ ଧରି ଦେଇଥିବା ଅଫ୍‌ଲାଇନ…

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଦାବି

କେନ୍ଦୁଝର, ୧।୧(ସ୍ବ.ପ୍ର.) କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଓ ଅନ୍ୟାନ୍ୟ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶତାଧିକ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳି କାଳୀପଡ଼ିଆରୁ ଶୋଭାଯାତ୍ରାରେ ବାହାରି…

ନୀଳଗିରିକୁ ଚାଲିବ ଯାତ୍ରୀବାହୀ ଟ୍ରେନ୍‌

ସଜନାଗଡ଼, ୧।୧(ଡି.ଏନ.ଏ.) ରାଜାରାଜୁଡା ଅମଳରୁ ରେଳଧାରଣା ପଡ଼ିଥିଲେ ହେଁ ବାଲେଶ୍ୱର ଜିଲା ନୀଳଗିରିକୁ ପାସେଞ୍ଜର ଟ୍ରେନ ଚାଲିବାର ସ୍ବପ୍ନ ସାକାର ହୋଇଛି। ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଉଦ୍ୟମରେ ନୀଳଗିରି ନିକଟ ଗୋପୀନାଥପୁରକୁ ଆରମ୍ଭ ହେବାକୁ…

ଦୋକାନ ଭିତରକୁ ପଶିଗଲା ଟ୍ୟାଙ୍କର

ପବିତ୍ରନଗର,୧ା୧ (ଡି.ଏନ.ଏ.): କଣିହାଁ ବ୍ଲକ ସମଲ ଥାନା ଗହମଠାରେ ଶୁକ୍ରବାର ସକାଳେ ଏକ ଟ୍ୟାଙ୍କର (ନଂ. ଏମଏଚ୪୮ଏଜି-୨୬୮୯) ଭାରସାମ୍ୟ ହରାଇ ୨ଟି ଦୋକାନ ଭିତରକୁ ପଶିଯାଇଛି। ଖମାରଆଡୁ ତାଳଚେର ଅଭିମୁଖେ ଯାଉଥିବା ଉକ୍ତ ଟ୍ୟାଙ୍କର ଗହମ ଗ୍ରାମ ବର ଛକ ବୁଲାଣିଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?