ଆମ ଜିଲା ଖବର

ଝିଅଙ୍କ ଆଗରେ ଚାଲିଗଲା ମା’ଙ୍କ ଜୀବନ

ଭୋଗରାଇ,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେଉଳା-ଗଣେଶ୍ୱରପୁର ରାସ୍ତା କାଳାହି ଛକଠାରେ ଗୁରୁବାର ଏକ ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳାହି ଗ୍ରାମର ରାଜେନ୍ଦ୍ର ଦାସ ମହାପାତ୍ରଙ୍କ ସ୍ତ୍ରୀ ରିନାରାଣୀ। ରିନାରାଣୀ ତାଙ୍କ ଝିଅଙ୍କ…

ବୃଦ୍ଧଙ୍କୁ ଆକ୍ରମଣ କରି ତିନି ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର,୧୮।୨(ସ୍ବ.ପ୍ର.): ସିଜେଏମ୍‌ କୋର୍ଟର ଚିଫ ଜୁୁଡିଶିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଶୁକ୍ରବାର ଏକ ମାମଲାର ଶୁଣାଣି କରିଛନ୍ତି। ଜଣେ ଆକ୍ରମଣକାରୀଙ୍କୁ ତିନିବର୍ଷ ଜେଲ ଦଣ୍ଡାଦେଶ କରିବା ସହ ଦୁଇ ହଜାର ଜରିମାନା ଆଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୨୦ରେ ସଦର ଥାନା…

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ହେଭିୱେଟ

ଛତ୍ରପୁର,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡ୍ଡୀ ୨୦ ନଂ. ଜୋନ୍‌ ଜିଲାପରିଷଦ ସଭ୍ୟ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି। ତାଙ୍କ ନିର୍ବାଚନ ପ୍ରଚାରରେ ହେଭିୱେଟ ନେତା ସାମିଲ ହୋଇଛନ୍ତି । ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର…

କଡ଼ା ସୁରକ୍ଷାରେ ଭୋଟ ଦେଲେ ମତଦାତା

ବଲାଙ୍ଗୀର ଅଫିସ, ୧୮।୨: ବଲାଙ୍ଗୀର ଜିଲାରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି । ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ଆଗଲପୁର, ଲୋଇସିଂହା ଓ ପୁଇଁତଲା ବ୍ଳକ ଅନ୍ତର୍ଗତ ୭ଟି ଜିଲା ପରିଷଦ ଜୋନ, ୬୫ ପଞ୍ଚାୟତ ଓ ୮୧୦…

ଦଶରଥପୁରରେ ଲୁଟିନେଲେ ବାଲଟ ପେପର

ଦଶରଥପୁର,୧୮।୨(ଡି.ଏନ.ଏ.): ଯାଜପୁର ଜିଲାରେ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ପୁଣି ଥରେ ବୁଥ କ୍ୟାପଚରିଂ ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତ ବୁଥ ନମ୍ବର ୨ ଓ ୩ରେ ୧୦ରୁ ୧୫ଜଣ ଦୁର୍ବୃତ୍ତ ପଶି ବାଲଟ ପେପର ଛଡେଇ ନେଇଛନ୍ତି। ଫଳରେ…

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ ଲାଇଟ୍‌ ଲଗାଇବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ। ଉଭୟ ଗୋଷ୍ଠୀର…

ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ ଦେଖାଇ ମିଲର୍ସ ଧାନ ଉଠାଉ ନାହାନ୍ତି। ଟୋକନ ଅବଧି ଶେଷ ହେବାକୁ ବସିଥିବା…

ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ ପାଇଁ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ବିଭିନ୍ନ ବୁଥ୍‌ରେ…

ଭୋଟ ପାଇଁ ଖଟିଆରେ ଆସିଲେ ବୃଦ୍ଧ

କୁତ୍ରା,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ଗଣତନ୍ତ୍ରର ଏହି ପର୍ବରେ ନିଜ ଅଧିକାର ସାବ୍ୟସ୍ତ କରୁଛନ୍ତି ଜନସାଧାରଣ। ତେବେ କୁତ୍ରା ପଞ୍ଚାୟତର ଡାହିଜିରା ଗ୍ରାମରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଫେରିବାଲା

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନରେ ଟ୍ରେନ୍‌କୁ ଚଢୁଥିବା ସମୟରେ ଜଣେ ଫେରିବାଲା ଖସିପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ କଟିଯାଇଛି। ସେ ହେଲେ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ମଠପାଟଣାର ଦିବାକର ସାହୁ। ସେ ପ୍ରତିଦିନ ନିରାକାରପୁର…

୨୦ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

ବାହାନଗା, ୧୮।୨ (ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ଆସନ୍ତା ୨୨ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ବ୍ଲକ ଅଧୀନ ୨୦ନଂ. ଜିଲା ପରିଷଦ ଜୋନରେ ତ୍ରିମୁଖୀ ଲଢେଇ ହେବାର ସମ୍ଭାବନା ରହିଛି। ଜୋନ୍‌ ୬ ପଞ୍ଚାୟତ ବରିପଦା,…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ,୧୮ା୨(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ସୁନାବେଡ଼ା ମ୍ୟୁନିସିପାଲିଟି ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ପାରଳାଖେମୁଣ୍ଡି, ଭୁବେନେଶ୍ୱର କୋରାପୁଟ ଆଦି ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?