କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍ ଗ୍ରାସ ଚାଷ
ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ...
କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା
ଜି.ଉଦୟଗିରି,୧୫।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ ଅତିରିକ୍ତ ଉପଜିଲାପାଳ ଶାନ୍ତନୁ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଗୋଷ୍ଠୀ...
ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି
ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ...
ସ୍ବାଧୀନତା ଦିବସରେ ବୁଡ଼ିଲା ବ୍ଲକକୁ ସଂଯୋଗ କରୁଥିବା ପୋଲ: ଏନ୍ଏସି କାର୍ଯ୍ୟାଳୟରେ ପଶିଲା ବର୍ଷାଜଳ
ଧାମନଗର,୧୫।୮(ଡି.ଏନ୍.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ଯଅ ନଦୀ ପୋଲ ଉପରେ ବର୍ଷା ଜଳ ମାଡିଯାଇଛି। ଫଳରେ ପୋଲଟି ସମ୍ପୂର୍ଣ୍ଣ ବୁଡ଼ି ଯାଇଥିବା...
କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ
କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍ବୋଧନ...
ଭଦ୍ରକ ଜିଲା ବଳିଦାନର ମାଟି: ଜିଲାପାଳ
ଭଦ୍ରକ ଅଫିସ,୧୫।୮(ଡି.ଏନ୍.ଏ.): ଭଦ୍ରକ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ କଲେଜ ପଡ଼ିଆରେ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ସେ...
ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ
ଚୌଦ୍ୱାର,୧୫।(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର ପୌରକାର୍ଯାଳୟ ପରିସରରେ ନିର୍ବାହୀ ଅଧିକାରୀ ପବିତ୍ର ବେହେରା ପତାକା ଉତ୍ତୋଳନ କରିଥିଲେ ।...
ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ
ପୁରୁଷୋତ୍ତମପୁର,୧୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ ସଂଘ କାର୍ଯ୍ୟାଳୟରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଛନ୍ତି।...
ଗାଡ଼ି ଗଲାନି, ଖଟିଆରେ ବୁହାହେଲେ ବ୍ୟକ୍ତି; ଡାକ୍ତରଖାନାରେ ଜୀବନ ଗଲା
ବରଗଡ଼ ଅଫିସ୍/ସରଣ୍ଡା,୧୫।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମରେ ରାସ୍ତା ଖରାପ ଯୋଗୁ ଜଣେ ରୋଗୀଙ୍କୁ ଖଟିଆରେ ବୋହିବା ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି...
ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…
ଛତ୍ରପୁର,୧୫।୮(ଡି.ଏନ୍.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ ପିଲାଙ୍କୁ ଛତ୍ରପୁର ଶକ୍ତି ଏଜୁକେଶନ ଆଣ୍ଡ୍ ଚାରିଟେବୁଲ ଟ୍ରଷ୍ଟ ପରିଚାଳିତ ୟୁରୋ...
ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ସ୍ବାଧୀନତା ଦିବସରେ ଉପସ୍ଥିତ ହେଲେ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା
ବଡ଼ବିଲ,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଶନିବାର ୭୪ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ ସମିତି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସମିତି ସମ୍ପାଦକ ତଥା...
ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ
ଛତ୍ରପୁର,୧୫।୮(ଡି.ଏନ୍.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରଛନ୍ତି । ଜିଲାପାଳ...
Archives


