ବିକ୍ରିବେଳେ ଉଦ୍ଧାର ହେଲା ବଜ୍ରକାପ୍ତା
ବାଲିଗୁଡ଼ା,୩୧ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ କୋଟଗଡ଼ ଅଭୟାରଣ୍ୟରୁ ଏକ ବିରଳ ବଜ୍ରକାପ୍ତାକୁ ଶିକାରୀମାନେ ଧରି ବିକ୍ରି ପାଇଁ ଚକ୍ରାନ୍ତ ଚଳାଇଥିବାବେଳେ କୋଟଗଡ଼ ବନବିଭାଗ ରେଞ୍ଜର ସୂର୍ଯ୍ୟକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍ ଶ୍ରୀରାମପୁର ଜଙ୍ଗଲ ମାଦାଗୁଡ଼ାଠାରେ ବିକ୍ରି ପାଇଁ…
ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଗୃହ
କୃଷ୍ଣପ୍ରସାଦ,୩୧ା୧୨(ଡି.ଏନ୍.ଏ.): ଫାଇଲିନ୍ ବାତ୍ୟାରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିଲା। ବହୁ ପରିବାର ବାସଗୃହ ହରାଇଥିଲେ। ପକ୍କାଘର ନ ଥିବା ପରିବାରଙ୍କୁ ବାତ୍ୟା ନିରୋଧକ ବାସଗୃହ ଯୋଗାଇଦେବା ପାଇଁ ବିଶ୍ୱବ୍ୟାଙ୍କ ଅନୁମତି ପ୍ରଦାନ କରିଥିଲା। ଏନେଇ ହିତାଧିକାରୀ…
୪୦ ଅଧ୍ୟାପକ ପଦବୀ ଖାଲି
ଢେଙ୍କାନାଳ ଅଫିସ, ୩୧।୧୨ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି ଦେଖାଦେଇଛି। କଲେଜରେ ୬୦ ଅଧ୍ୟାପକ ପଦବୀ ମଧ୍ୟରୁ ୪୦ ଖାଲି ପଡ଼ିଛି। ୨୦ ଅଧ୍ୟାପିକା ଅଧ୍ୟାପକଙ୍କୁ ନେଇ ବଡ଼ କଷ୍ଟରେ ଶିକ୍ଷାଦାନ ଚାଲିଛି। ସେହିପରି ଏହି ପୁରାତନ ଐତିହ୍ୟସମ୍ପନ୍ନ କଲେଜ…
ମିଳୁନି ରତ୍ନଭଣ୍ଡାର ରେଜିଷ୍ଟର ତଥ୍ୟ
ପୁରୀ ଅଫିସ,୩୧।୧୨: ୧୯୮୫ ମସିହା ଜୁଲାଇ ୧୪ରେ ବଡ଼ଠାକୁରଙ୍କ ଶିରରେ ଲାଗିଥିବା ଚିତା ବ୍ୟବହାରଯୋଗ୍ୟ ନ ହେବା ହେତୁ ରାଜ୍ୟ ସରକାରଙ୍କ ବିଧି ବିଭାଗ ଚିଠି ନମ୍ବର- ୮୭୬୭,୧୨। ୭।୧୯୮୫ ଆଦେଶାନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ପୂର୍ବ ପରି ତାଲା ପକାଇ…
ଅନୁବନ୍ଧିତ ଦୋକାନରୁ ମିଳୁନି ସେବା
କଟକ ଅଫିସ,୩୧ା୧୨: ରାଜ୍ୟ ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଇ ଅନେକ ଯୋଜନା କରୁଛନ୍ତି। ଏପରି କି ଗରିବ ରୋଗୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାର ସୁଫଳ…
ଆନ୍ଧ୍ର ସ୍କୁଲରେ ରାୟଗଡ଼ା ପିଲା
ରାୟଗଡ଼ା ଅଫିସ,୩୧ା୧୨: ପିଲା ଅଭାବ ଦର୍ଶାଇ ରାଜ୍ୟ ସରକାର ଅନେକ ସ୍କୁଲ ବନ୍ଦ କଲେ। ପରେ କରୋନା ଯୋଗୁ ଦୀର୍ଘ ୨ ବର୍ଷ ହେଲା ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଦୀର୍ଘ ୨ ବର୍ଷ ଧରି ସ୍କୁଲ ବନ୍ଦର ସୁଯୋଗ…
ଶିମିଳିପାଳ ପ୍ରାଣୀଙ୍କୁ ସୁରକ୍ଷା ଦେବ ଡଗ୍ ସ୍କ୍ବାଡ୍
ବାରିପଦା ଅଫିସ,୩୧।୧୨-ବନ୍ୟଜନ୍ତୁଙ୍କ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା ନିମନ୍ତେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାଘ ସଂଖ୍ୟା ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ସହିତ ବନ୍ୟଜନ୍ତୁ ଓ ଶିକାରୀମାନଙ୍କ ଚଳପ୍ରଚଳକୁ ନେଇ ବିଭାଗ…
ପରିବେଶପ୍ରେମୀ ପକ୍ଷୀଙ୍କ ପାଇଁ ବସା ବାନ୍ଧିଲେ
ମହାକାଳପଡ଼ା,୩୧ା୧୨(ଡି.ଏନ.ଏ.): ଜଳବାୟୁର ପରିବର୍ତ୍ତନ, ମଣିଷକୃତ ଶିଳ୍ପାୟନର ପ୍ରଭାବ, ସରକାରୀ ସ୍ତରରେ ଇଚ୍ଛାଶକ୍ତିର ଅଭାବ, ଦିନକୁ ଦିନ ବଢୁଥିବା ପ୍ରଦୂଷଣ ପ୍ରଭାବରେ ହଜାର ହଜାର ବର୍ଷ ତଳର ଜୀବଜନ୍ତୁ, ପକ୍ଷୀ, କିଟ ପତଙ୍ଗ ଓ ବିଭିନ୍ନ ସାମୁଦ୍ରିକ ପ୍ରାଣୀ ପ୍ରଭୃତି ଲୁପ୍ତ ହେବାକୁ…
ଚାଷ, ପାନୀୟ ଜଳ ପ୍ରଭାବିତ ହେବ
କେନ୍ଦ୍ରାପଡ଼ା ଅଫିସ,୩୧ା୧୨: ଖରାଦିନ ଆରମ୍ଭ ହୋଇନାହିଁ। ହେଲେ କେନ୍ଦ୍ରାପଡ଼ା ସହର ପାଇଁ ପାନୀୟ ଜଳସ୍ତର ଶୁଖିବାକୁ ଆରମ୍ଭ ହେଲାଣି। ପିଏଚ୍ଡି ଓ ଜଳସମ୍ପଦ ବିଭାଗ ପକ୍ଷରୁ ସହରର ପାଣି ଯୋଗାଣ ପାଇଁ କଳପଡ଼ା ମୋଟର ହାଉସ ପର୍ଯ୍ୟନ୍ତ ଲୁଣା ନଦୀଗର୍ଭରୁ ନାଳି…
୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ, ୩୧ା୧୨:ଓମିକ୍ରନ ସଂକ୍ରମଣ ଓ ଭିଡ଼କୁ ଆଶଙ୍କା କରି ପୁରୀ ଶ୍ରୀମନ୍ଦିରରେ ୩୧ତାରିଖଠାରୁ ଜାନୁୟାରୀ ୧ ଓ ୨ତାରିଖ ପର୍ଯ୍ୟନ୍ତ ସାଧରଣ ଦର୍ଶନ ବନ୍ଦ ରହିବ। ଏପରିକି ଜିଲାର ସମସ୍ତ ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେଶନ୍ ଉପରେ ପ୍ରଶାସନ ପକ୍ଷରୁ…
ରାୟଗଡ଼ା ପିଲା ପଢ଼ୁଛନ୍ତି ଆନ୍ଧ୍ର ସ୍କୁଲରେ
ରାୟଗଡ଼ା ଅଫିସ,୩୧ା୧୨: ପିଲା ଅଭାବ ଦର୍ଶାଇ ରାଜ୍ୟ ସରକାର ଅନେକ ସ୍କୁଲ ବନ୍ଦ କଲେ। ପରେ କରୋନା ଯୋଗୁ ଦୀର୍ଘ ୨ ବର୍ଷ ହେଲା ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଦୀର୍ଘ ୨ ବର୍ଷ ଧରି ସ୍କୁଲ ବନ୍ଦର ସୁଯୋଗ…
ହଜାରେ ଟଙ୍କା ପାଇଁ ଜିଆର୍ଏସ୍, ପିଇଓଙ୍କୁ ନିସ୍ତୁକ ମାଡ଼
ହାଟଡିହୀ,୩୦l୧୨(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଜିଆରଏସ୍ ଗୋଲଖ ନାଏକ ଏବଂ ପିଇଓ (କାର୍ଯ୍ୟ ର୍ନିବାହୀ ଅଧିକାରୀ)ଜିତେନ୍ଦ୍ର କୁମାର ଜେନାଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି l ପିଇଓ ଜେନା ଏବଂ ଜିଆରଏସ ନାଏକଙ୍କ ଅଭିଯୋଗ ମୁତାବକ, ସରକାରଙ୍କ…

