ଆମ ଜିଲା ଖବର

୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର…

‘ବିଜେଡି ଆଟ୍‌ ଶିମିଳିପାଳ ମୁଭମେଣ୍ଟ’ ଆରମ୍ଭ

ବାରିପଦା ଅଫିସ,୧୦ା୩- ଶିମିଳିପାଳରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ନେଇ ମୟୂରଭଞ୍ଜ ଜିଲା ବିଜେଡି ପକ୍ଷରୁ ‘ବିଜେଡି ଆଟ୍‌ ଶିମିଳିପାଳ ମୁଭମେଣ୍ଟ’ ଆରମ୍ଭ ହୋଇଛି। ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର…

ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ ଧୂଆଁ…

ହାଇକୋର୍ଟରେ ପିଆଇଏଲ୍‌

କଟକ ଅଫିସ୍‌, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…

ବନ୍ୟଜନ୍ତୁ ଜନବସତିମୁହାଁ

ବାରିପଦା ଅଫିସ,୧୦ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏବେ ବି ନିଅଁା ହୁତୁ ହୁତୁ ହୋଇ ଜଳୁଛି। ଅଗ୍ନି ନିର୍ବାପନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ଜଣିଆ ଓଡ୍ରାଫ ଟିମ୍‌ ପହଞ୍ଚିଛନ୍ତି। ସେମାନେ ୪ଟି ଟିମ୍‌ରେ ବିଭକ୍ତ ହୋଇ ଚହଲା, ପିଠାବଟା,…

ପୋତାଗଡ଼ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ତହସିଲଦାର

ଗଞ୍ଜାମ,୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ସୌନ୍ଦର୍ଯ୍ୟକରଣ ଓ ପୁନରୁଦ୍ଧାର କାର୍ଯ୍ୟ ଜୋରଦାରରେ ଚାଲିଛି l ମଙ୍ଗଳବାର ତହସିଲଦାର ଅରୁଣ କୁମାର ନାୟକ ପୋତାଗଡ଼ ଗ୍ରସ୍ତ କରି ଚାଲିଥିବା କାର୍ଯ୍ୟ ସମୀକ୍ଷା କରିଛନ୍ତି। ବର୍ତ୍ତମାନ ଯୁଦ୍ଧକାଳୀନ ଭିତ୍ତରେ ପୋତାଗଡ଼ କାର୍ଯ୍ୟ ଚାଲିଛି।…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ସୁନ୍ଦରଗଡ଼,୯।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକ କାଳୀନ ପର୍ଶୁରାମଙ୍କ ସୁନ୍ଦରଗଡ଼ସ୍ଥିତ ବାସଭବନ ସମେତ ଭୁବନେଶ୍ୱର ଫ୍ଲାଟ୍‌ , ଲେସିପଡ଼ା ବ୍ଲକରେ ଥିବା…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ସମସ୍ତେ ନିର୍ଦ୍ୱନ୍ଦରେ ନିର୍ବାଚିତ

ପୁରୁଷୋତ୍ତମପୁର,୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଥିଲା। ଏଥିରେ ସମସ୍ତ ସଭ୍ୟଙ୍କ ସହମତିରେ ନିର୍ବାଚନ ବଦଳରେ କର୍ମକର୍ତ୍ତା ଚୟନ ହୋଇଥିଲା। ଏ ନେଇ ନିର୍ବାଚନ ଅଧିକାରୀ ରବିନ୍ଦ୍ର ବେହେରା ଦିନ ଧାର୍ଯ୍ୟ କରିଥିଲେ।…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ

କାଳିଆପାଣି,୯।୩(ଡି.ଏନ୍‌.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍‌ ଧୁମ୍‌ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର ଉଦ୍ୟମ କରିଛନ୍ତି।…

ଉଚ୍ଛେଦ ନେଇ ଅସନ୍ତୁଷ୍ଟ ଉଠାଦୋକାନୀ

ବଇଣ୍ଡା,୯ା୩(ଡି.ଏନ୍‌.ଏ.) – ରାଜପଥ ସମ୍ପ୍ରସାରଣ ପାଇଁ ୩ ବର୍ଷ ତଳେ ବଜାରରୁ ୫ ଶହ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସେମାନଙ୍କୁ ଥଇଥାନ କି କ୍ଷତିକପୂରଣ ଦିଆଯାଇ ନ ଥିଲା। ରାସ୍ତା କାର୍ଯ୍ୟ ମଧ୍ୟ ଆରମ୍ଭ ହେଉ ନ ଥିଲା। ଦୀର୍ଘଦିନ…

ଚାଷ ଜମିରୁ ବ୍ୟାପିଛି ନିଆଁ

ସମ୍ବଲପୁର,୯ା୩(ବ୍ୟୁରୋ): ସମଗ୍ର ରାଜ୍ୟରେ ଜଙ୍ଗଲ ଅସୁରକ୍ଷିତ। ନିଆଁ ଆଁରେ ପୋଡ଼ି ପାଉଁଶ ହେଉଛି ମୂଲ୍ୟବାନ ବୃକ୍ଷଲତା। ବିପଦରେ ବନ୍ୟପ୍ରାଣୀଙ୍କ ଜୀବନ। ସମ୍ବଲପୁର ବନଖଣ୍ଡ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ସୋମବାର ମିଳିଥିବା ରିପୋର୍ଟ ଅନୁସାରେ ବନଖଣ୍ଡର ବିଭିନ୍ନ ସଂରକ୍ଷିତ ଜଙ୍ଗଲର ମୋଟ…

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ ବୃଦ୍ଧଙ୍କୁ କଚାଡି ମାରିବା ସାଧାରଣରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ସୂଚନା ମୁତାବକ, ମାଟିଗାଁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri