ଆମ ଜିଲା ଖବର

ବିଧାୟକ ଦେବୀ ମିଶ୍ରଙ୍କୁ ଠେଲାପେଲା

ନରସିଂହପୁର,୨୯।୧୨(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଗଁା ରାଜନୀତି ସରଗରମ ହୋଇଥିବାବେଳେ ପ୍ରାର୍ଥୀ ଚୟନକୁ ନେଇ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ମଙ୍ଗଳବାର ବିରୋଧ କରାଯାଇଛି। କଟକ ଜିଲା ନରସିଂହପୁର ବ୍ଲକ ବାସେଳିହତା ଗ୍ରାମରେ କେତେଜଣ ଯୁବକ ବିଧାୟକ ମିଶ୍ରଙ୍କୁ…

ରାସ୍ତା ନିର୍ମାଣ ତ୍ରୁଟି ବିରୋଧରେ ଆନ୍ଦୋଳନ

ରସୁଲପୁର,୨୯ା୧୨(ଡି.ଏନ.ଏ.): ଧର୍ମଶାଳା ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପଞ୍ଚାୟତ ଦୁର୍ଗାଦେବୀ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଚାଳକ କୁଆଖିଆ ଥାନା ପ୍ରଥମାଖଣ୍ଡ ଗ୍ରାମର ମଧୁସୂଦନ ସାହୁଙ୍କ ପୁଅ ଅଶୋକ (୨୮)ଗୁରୁତର ହୋଇଥିଲେ। ମଙ୍ଗଳବାର…

ସୂର୍ଯ୍ୟମନ୍ଦିର ପ୍ରବେଶ ପଥରେ ଠେଲାପେଲା

କୋଣାର୍କ,୨୯।୧୨(ଡି.ଏନ୍‌.ଏ.): ରାଜ୍ୟରେ ଏବେ ଶୀତର ପ୍ରକୋପ ସହ ପର୍ଯ୍ୟଟନ ଋତୁ ଚାଲିଥିବାରୁ ଗତ କିଛିଦିନ ହେଲା କୋଣାର୍କରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ତେବେ ମଙ୍ଗଳବାର ପୂର୍ବାହ୍ନରେ ସୂର୍ଯ୍ୟମନ୍ଦିରରେ ପର୍ଯ୍ୟଟକଙ୍କ ଅସମ୍ବାଳ ଭିଡ଼ ଦେଖିବାକୁ ମିଳିଥିଲା। ତେବେ ହଠାତ୍‌ ଟିକେଟ କାଉଣ୍ଟରରୁ…

ଟ୍ରାଫିକ୍‌ ପୋଲିସର ବଟି ଆଦାୟ ଭିଡିଓ ଭାଇରାଲ

ଯାଜପୁର ଅଫିସ,୨୯ା୧୨: ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀ ହୃଦାନନ୍ଦ ବେହେରାଙ୍କ ବ୍ୟକ୍ତିଗତ ହାଜରରୁ ରିହାତି ଦେବା ତାଙ୍କ ଆବେଦନ ଶୁଣାଣିକୁ ଜାନୁୟାରୀ ୩ ତାରିଖକୁ ଜେଏମ୍‌ଏଫ୍‌ସି ସୌମ୍ୟରଞ୍ଜନ ପୃଷ୍ଟି ଧାର୍ଯ୍ୟ କରିଛନ୍ତି। ଅନ୍ୟପକ୍ଷେ ଚଣ୍ଡିଖୋଲ ଟ୍ରାଫିକ ଥାନାରେ କାର୍ଯ୍ୟରତ ଜଣେ କନ୍‌ଷ୍ଟେବଳ…

କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କ ସୂଚନା ମୁତାବକ, ଜାନୁୟାରୀ ୪ ଓ…

ମିସେସ୍‌ ୱାଲର୍‌ଡ ପ୍ରତିଯୋଗିତାରେ ରାଜଗାଙ୍ଗପୁରର ନବଦୀପ

ରାଜଗାଙ୍ଗପୁର, ୨୯ା୧୨(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ବୋହୂ ନବଦୀପ କୌର (୩୨) ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଜାନୁୟାରୀ ୯ରେ ଆମେରିକାର ଲାସ୍‌ଭେଗାସଠାରେ ଏହି ପ୍ରତିଯୋଗିତା ହେବ। ସେ ଏଥିରେ ଭାରତ ପକ୍ଷରୁ ଭାଗ…

ଘରୁ ମିଳିଲା ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୮।୧୨: ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ…

ବୁଦାମୂଳେ ପଡିଥିଲା ରକ୍ତ ଭିଜା ପୁଟୁଳି

ଖଇରା,୨୮।୧୨(ଡି.ଏନ.ଏ.): ମଙ୍ଗଳବାର ଅପରାହ୍ନ ୨ଟା। ବାଲେଶ୍ୱର ଜିଲା ଖଇରା ଥାନା ବାରଭାଗିଆ ଗ୍ରାମର ଏକ ପରିତ୍ୟକ୍ତ ସ୍ଥାନକୁ ଲୋକଙ୍କ ସୁଅ ଛୁଟିଥିଲା। କେହି ଦୁର୍ବୃତ୍ତ ଶିଶୁକୁ ହତ୍ୟା କରି ଲୁଗା ଗଣ୍ଠିଲେ ଗୁଡାଇ ବୁଦାମୂଳକୁ ଫିଙ୍ଗି ଦେଇଥିବା ଚର୍ଚ୍ଚା ହୋଇଥିଲା। ସ୍ଥାନୀୟ…

ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଅମ୍ବାଭୋନା,୨୮।୧୨(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭେନା ବ୍ଲକରେ ମଙ୍ଗଳବାର ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏଥିରେ ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି । କ୍ଷେତ, ଖଳାରେ ରହିଥିବା ଅମଳ ଧାନ ବର୍ଷା, କୁଆପଥର ମାଡ଼ ଯୋଗୁ ନଷ୍ଟ ହୋଇଛି…

ଆଖି ଆଗରେ ଚାଲିଗଲା ୩୦ରୁ ଅଧିକ ମେଣ୍ଢାଙ୍କ ଜୀବନ

ପାତ୍ରପୁର,୨୮ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଚୁଡିଆଲାଞ୍ଜିଠାରେ ମଙ୍ଗଳବାର ଧାନ ଫସଲ ଖାଇ ପ୍ରାୟ ୩୦ରୁ ଊର୍ଦ୍ଧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। କେଶରୀପଡା ପଞ୍ଚାୟତ ଭେଜିପଦର ଗ୍ରାମର ଡି ଲାଛମାୟା, କେ କୃଷ୍ଣମୂର୍ତ୍ତି ଓ ଏମ୍‌ ସନ୍ତୋଷ ମେଣ୍ଢାକୁ ମଙ୍ଗଳବାର ଚରାଇବାକୁ…

ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଝୁମ୍ପୁରା,୨୮।୧୨(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବରଏନ୍‌ଏଚ୍‌ ବାଇପାସ ଛକ ନିକଟରେ ମଙ୍ଗଳବାର ଏକ ଟ୍ରକ ମାଡିଯିବାରୁ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାୟାଧର ପ୍ରଧାନ। ତାଙ୍କ ଘର ଅର୍ଶଳା ଗ୍ରାମରେ। ମାୟାଧର ରାସ୍ତା ପାର୍ଶ୍ୱରେ…

୩ ଦିନ ଦର୍ଶନ ବନ୍ଦ

ଆରଡ଼ି,୨୮।୧୨(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ ରହିବ। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଏବଂ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ସକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?