ଆମ ଜିଲା ଖବର

ଟୋଲଗେଟ୍‌ ପାଇଁ ଖୋଳା ଯାଇଥିବା ଗାତ ନେଲା ଜୀବନ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଭଞ୍ଜନଗର-ଫୁଲବାଣୀ ଜାତୀୟ ରାଜପଥର ଖାରିଗୁଡ଼ା ନିକଟରେ ନିର୍ମାଣଧୀନ ଟୋଲ ଗେଟ୍‌ ଗାତରେ ପଡ଼ି ସୋମବାର ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜି.ଉଦୟଗିରି ଥାନା ବାଦଗଡ଼ର ମହିନାଥ ପ୍ରଧାନ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଯୌତୁକ ଲାଗି ଝିଅକୁ ମାରିଦେଲେ

ବାସୁଦେବପୁର,୨୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଯୌତୁକ ଲାଗି ଜଣେ ବନବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗୀତା ମଲିକ। ଶ୍ୱଶୁରଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ନେଇ ବାପଘର ଲୋକେ ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି…

ଗୁଡ଼ି ଉଡାଳିଙ୍କୁ ଥାନାରେ ଅଟକ ରଖି ଜେରା

କଟକ ଅଫିସ,୨୭।୧୨: ରବିବାର ଜଗତପୁର ଥାନା ଅଧୀନ ପୀରବଜାର ଅଞ୍ଚଳରେ ବେକରେ ମାଞ୍ଜା ସୂତା ଲାଗି ଯୁବକଙ୍କ ମୃତ୍ୟୁ ଘଟଣାରେ ପୋଲିସ ଜଣେ ସୂତା ବିକ୍ରେତାଙ୍କୁ ଗିରଫ କରିଛି। ସେ ହେଲେ ସେଖ ଅନୱର। ସେ ମାଞ୍ଜା ସୂତା ବିକ୍ରି କରୁଥିବା…

ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ଅସ୍ଥାୟୀ କର୍ମଚାରୀ

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ଅସ୍ଥାୟୀ କର୍ମଚାରୀ (ଡିଏଲ୍‌ଆର ଓ ସିଏଲ୍‌ଆର) ଦୀର୍ଘ ୧୮ ବର୍ଷ ହେଲା ନିରବଚ୍ଛିନ୍ନ ଭାବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟ କରିଆସୁଛନ୍ତି। ଦରମା ବନ୍ଦ ସହ ଠିକା ଶ୍ରମିକ ଭାବେ କାମ କରିବାକୁ ସରକାରଙ୍କ…

ବାସହୀନଙ୍କୁ ଘର ଯୋଗାଇବାକୁ ଦାବି

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ଏନ୍‌ଏସିର ବାସହୀନ ପରିବାରଙ୍କୁ ଜାଗା ଯୋଗାଇଦେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବା ଲାଗି ଦାବି ହୋଇଛି। ଉକ୍ତ ଏନ୍‌ଏସିର ୱାର୍ଡ ନଂ ୪,୬,୯,୧୦,୧୨ ରେ ଦୀର୍ଘ ବର୍ଷ ଧରି କିଛି ଲୋକେ ଭଡା…

ବୁଦା ଭିତରେ ପଡ଼ିଛି ଅଜଣା ବ୍ୟକ୍ତିର ମୃତଦେହ

ଚୌଦାର, ୨୭।୧୨(ଡି. ଏନ୍‌. ଏ): ମଙ୍ଗୁଳି – ଚୌଦାର ପିଏଚ୍‌ରେ ଥିବା ବିଶ୍ରାମଗାର ନିକଟ ଏକ ବୁଦା ଭିତରେ ଜଣେ ଅଜଣା ବ୍ୟକ୍ତିର ମୃତଦେହ ପଡ଼ି ରହିଛି। ଚଳନ୍ତା ଟ୍ରେନରୁ ବ୍ୟକ୍ତିଟି ଛିଟିକି ପଡ଼ିଥିବା ଅନୁମାନ କରାଯାଉଛି । ତେବେ ବର୍ତ୍ତମାନ…

କଟକ ପରେ ପୁଣି ମାଞ୍ଜା ସୂତାରେ କଟିଲା ଆଉ ଜଣଙ୍କ ବେକ

ପୁରୀ ଅଫିସ,୨୭।୧୨: କଟକ ପରେ ପୁରୀରେ ମାଞ୍ଜା ସୂତା ଲାଗି ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଉକ୍ତ ବ୍ୟକ୍ତି ହେଲେ କୁଣ୍ଢାଇବେଣ୍ଟ ସାହିର ଭଞ୍ଜବିହାରୀ ପାତ୍ର । ଅସୁସ୍ଥ ପୁଅ ପାଇଁ ବଡ଼ଦାଣ୍ଡକୁ ଔଷଧ କିଣିବା ପାଇଁ ଆସିଥିବା ବେଳେ ବେକରେ…

ଘରୁ ଯାଇ ଆଉ ଫେରିଲେନି ଯୁବକ, ସକାଳୁ ବାଇକ୍‌ ନିକଟରେ ପଡ଼ିଥିଲା ମୃତଦେହ

ବାଲେଶ୍ୱର ଅଫିସ,୨୭।୧୨: ବାଲେଶ୍ବର ଜିଲା କମର୍ଦ୍ଦା ଥାନା ହଳଦୀ ମାଳ ଗ୍ରାମରେ ଥିବା ରାସ୍ତା କଡ଼ରୁ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ତାଙ୍କ ବାଇକ୍‌ ପଡ଼ିଥିବା ଦେଖିବାକୁ ମିଳିଛି। ସେ ହେଲେ ଉକ୍ତ ଗ୍ରାମର…

ମରି ପଡ଼ିଥିଲେ ମହିଳା, କୁନିଝିଅ କହିବା ପରେ ଜଣାପଡ଼ିଲା ପୂରା ଘଟଣା

ବଲାଙ୍ଗୀର ଅଫିସ,୨୭ା୧୨: ବଲାଙ୍ଗୀର ସହର ସାଗରପଡ଼ାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସାଗରପଡ଼ା ଶିବ ମନ୍ଦିର ନିକଟ ଘର ଭିତରୁ ଜଣେ ବିଧବା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ହେଲେ କୁନି ନାଏକ।…

ଧାର୍ଯ୍ୟଲକ୍ଷ୍ୟ ପୂରଣ ନେଇ ଆଶଙ୍କା

ବଅଁରପାଳ,୨୭।୧୨(ଡି.ଏନ.ଏ.) ଡିସେମ୍ବରରୁ ଏପ୍ରିଲ ରବି ଋତୁର ମାସେ ଶେଷ ହେବାକୁ ବସିଲାଣି। ହେଲେ ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଅନୁଗୋଳ ବ୍ଲକର ଚାଷୀମାନଙ୍କୁ ଆବଶ୍ୟକତା ଅନୁଯାୟୀ ବିହନ ମିଳିପାରୁ ନାହିଁ। ଫଳରେ ଚଳିତ ଋତୁକୁ ନେଇ କୃଷି ବିଭାଗ ପକ୍ଷରୁ ରଖାଯାଇଥିବା…

ହାଣ୍ଡିଆ ପିଇ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା,୨୭।୧୨(ସ୍ବ. ପ୍ର.) କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୪ ଦିନ ତଳେ ଗୋଠ ଛଡା ଦନ୍ତା ହାତୀ ଉପଦ୍ରବ କରି ସଦର ରେଞ୍ଜ୍‌ରେ ଡେରା ପକାଇଥିଲା। ଶନିବାର ରାତିରେ ଏହି ଗୋଠ ଛଡା ଦନ୍ତା ହାତୀ ସଦର ରେଞ୍ଜରୁ ଆସି ପାଟଣା…

କଟକଣା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

କେନ୍ଦୁଝର, ୨୭।୧୨ (ସ୍ବ.ପ୍ର.) କଟକଣା ସତ୍ତ୍ୱେ କେନ୍ଦୁଝର ଜିଲାର ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଭିଡ ଦେଖିବାକୁ ମିଳିଛି ା ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଭୋଜିଭାତ ସାଙ୍ଗକୁ ନାଚଗୀତର ଆୟୋଜନ ଦେଖିବାକୁ ମିଳିଛି। ବିଶେଷ କରି କାନଝରୀ, ଖଣ୍ଡାଧାର, ଭୀମକୁଣ୍ଡ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?