ଆମ ଜିଲା ଖବର

ଭଦ୍ରକ ପୌରପାଳିକାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭଦ୍ରକ ଅଫିସ, ୨୭।୧୨: ଭଦ୍ରକ ପୌରପାଳିକାରେ ଫେରିଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ବ୍ୟବସ୍ଥା। ଗତ ୧୮ ତାରିଖରେ ସାଉଦି ଆରବରୁ ଫେରିଥିବା ଜଣେ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟର କୋଭିଡ୍‌ ୱାର୍ଡରେ ଭର୍ତ୍ତି ହୋଇଛନ୍ତି।…

ଆଜି ସୁମିତ-ତପସ୍ବିନୀଙ୍କୁ ରାୟ ଶୁଣାଇବେ କୋର୍ଟ

ବ୍ରହ୍ମପୁର ଅଫିସ,୨୭ା୧୨: ବ୍ରହ୍ମପୁର ବ୍ରହ୍ମାନଗରର ବହୁ ଚର୍ଚ୍ଚିତ ତପସ୍ବିନୀ ଏବଂ ସୁମିତଙ୍କ ପାରିବାରିକ ବିବାଦ ମାମଲାର ସୋମବାର ରାୟ ଶୁଣାଇବେ କୋର୍ଟ । ଦିନ ପରେ ଦିନ ଗଡ଼ି ଚାଲିଥିଲେ ମଧ୍ୟ ସାମାଧାନର ବାଟ ବାହାରି ପାରୁନାହିଁ। ତେବେ ଆଜିର କୋର୍ଟ…

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି

ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି ପ୍ରିମିୟମ ଯୋଗାଇବା ଦାବିରେ ଓଡ଼ିଆ ବୀର ମହାସଂଘ ସୋମବାର ବରୁଣେଇ ପୀଠରୁ ରଣହୁଙ୍କାର ଦେଇଛି।…

ଉପାନ୍ତକୁ ଅଣଦେଖା: ମଣ୍ଡିରେ ପଡ଼ିଛି ଧାନ

ବରଗଡ଼ ଅଫିସ୍‌/ଝାରବନ୍ଧ/ ଅମ୍ବାଭୋନା,୨୭।୧୨: ଖରିଫ ଧାନ ସଂଗ୍ରହରେ ବରଗଡ଼ ଜିଲାର ଉପାନ୍ତ ଅଞ୍ଚଳଗୁଡ଼ିକୁ ଅଣଦେଖା କରାଯାଉଛି। ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ। ଫଳରେ ଚାଷୀମାନେ ଶୀତ, କାକରରେ ଜଗି ରହିଛନ୍ତି। ଅନ୍ୟପଟେ ଧାନ ବିକ୍ରି ହୋଇ ନ ପାରିବାରୁ ଅମଳରେ ନିୟୋଜିତ…

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ ତେଲିଗଡ଼ ପାହାଡ଼ରୁ ଖଣ୍ଡୋଲାଇଟ୍‌ ପଥର ଖନନ କରାଯିବ। ଏହାକୁ ଓଡ଼ିଶା ଖଣିନିଗମ ଉତ୍ତୋଳନ ପାଇଁ…

୧୨ ବର୍ଷରେ ୩୦ ଗୁଣ ଠିକାଦାର ବୃଦ୍ଧି

ଯାଜପୁର ଅଫିସ,୨୭ା୧୨: ରାଜ୍ୟ ପୂର୍ତ୍ତ ବିଭାଗରେ ସରକାରୀ ସ୍ବୀକୃତିପ୍ରାପ୍ତ ମୋଟ ଠିକାଦାର ସଂଖ୍ୟା ୪୧,୨୩୭ ରହିଥିବାବେଳେ ସେଥିରୁ ୪୨୨ ଜଣ ରାଜ୍ୟ ବାହାରର ଠିକାଦାର ଅଛନ୍ତି। ଗତ ୧୨ ବର୍ଷରେ ୩୦ ଗୁଣରୁ ଅଧିକ ଠିକାଦାର ସଂଖ୍ୟା ବୃଦ୍ଧି ପାଇଛି। ତେବେ…

ପାଉଁରୁଟିକୁ ନେଇ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୨୭ା୧୨: ହାଲକା ଖାଦ୍ୟ ଭାବେ ପାଉଁରୁଟି ଜଣାଶୁଣା। ସ୍ବାସ୍ଥ୍ୟ ପାଇଁ ଆବଶ୍ୟକ କାର୍ବୋହାଇଡ୍ରେଟ୍‌ ଓ ଅନ୍ୟାନ୍ୟ ଉପାଦାନ ମିଳିଥାଏ। ତେବେ ଏହି ପାଉଁରୁଟି ଏବେ ସୁରକ୍ଷିତ ନୁହେଁ। ବାସି ପାଉଁରୁଟି ଖାଇ କେନ୍ଦ୍ରାପଡ଼ା ବ୍ଲକ କଂସାର ପଞ୍ଚାୟତର ଦୁଇ ଛୋଟ…

ବିପଦରେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ

ମହାକାଳପଡ଼ା,୨୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ବେଆଇନ୍‌ ଭାବେ ଅନୁପ୍ରବେଶ। ଏହାକୁ ନେଇ ଏବେ ପ୍ରଶାସନ ପକ୍ଷରୁ ଚିନ୍ତା ବଢ଼ୁଛି। ସେଥିପାଇଁ ବିଭିନ୍ନ ଗଳାବାଟ ଦେଇ କିପରି ବନ୍ୟ ଜୀବଜନ୍ତୁ…

ଓଡ଼ିଶା ଉପକୂଳରେ ବାଂଲାଦେଶୀ ବୋଟ୍‌

ପାରାଦୀପ,୨୭।୧୨(ସ୍ବ.ପ୍ର.): ପାରାଦୀପ-ଅସ୍ତରଙ୍ଗ ସମୁଦ୍ର ସୀମା ମଧ୍ୟରେ ବୁଲୁଥିବା ଏକ ଅଣ ପଞ୍ଜୀକୃତ ବାଂଲାଦେଶୀ ବୋଟ୍‌କୁ ରବିବାର ସ୍ଥାନୀୟ ମତ୍ସ୍ୟଜୀବୀ ଠାବକରି ମେରାଇନ ପୋଲିସ ଜିମା ଦେଇଛନ୍ତି। ଉକ୍ତ ବୋଟ୍‌ରେ ଥିବା ୨୦ଜଣ ମତ୍ସ୍ୟଜୀବୀଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରିଛି। ମତ୍ସ୍ୟବିଭାଗ…

କାଦୁଅରେ ପଡ଼ି ୨ହାତୀ ଛଟପଟ

ପରଜଙ୍ଗ, ୨୭।୧୨(ଡି.ଏନ୍‌.ଏ.) ବେଆଇନ ଇଟାଭାଟି ପାଇଁ ଜଙ୍ଗଲାଞ୍ଚଳରେ ଖୋଳାଯାଇଥିଲା ମାଟି। ଆଉ ଏହାଦ୍ୱାରା ସୃଷ୍ଟି ହୋଇଥିବା କାଦୁଅ ଭର୍ତ୍ତି ଗାତରେ ପଡ଼ି ୨ଦିନ ହେଲା ଛଟପଟ ହେଉଛନ୍ତି ଗୋଟିଏ ଦନ୍ତା ସହ ଅନ୍ୟ ଏକ ଅଣ୍ଡିରା ହାତୀ ଶାବକ। ବନ ବିଭାଗ…

ବାର୍‌ହା ଫାସରେ ପଡ଼ିଗଲେ ମହିଳା

ବୁଗୁଡ଼ା,୨୭ା୧୨(ଡି.ଏନ.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ରବିବାର ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଜଣେ ମହିଳା ଚାଷୀ ଗୁରୁତର ହୋଇଛନ୍ତି। ସେ ହେଲେ ବାବୁଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?