ଆମ ଜିଲା ଖବର

ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୧୧।୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ମଙ୍ଗଳବାର ହେଉଛି ପବିତ୍ର ଜନ୍ମାଷ୍ଟମୀ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା...

ପୋଲିସଙ୍କୁ ୫ ଘଣ୍ଟା ଅଟକ ରଖିବା ମାମଲା: ୧୯ ମହିଳାଙ୍କ ସମେତ ୨୭ଜଣ ଗଲେ ଜେଲ

ଗୋପ,୧୧।୮(ଡି.ଏନ.ଏ):  ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ରେଢୁଆ ଗଁାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସଙ୍କୁ ଗ୍ରାମବାସୀ ୫ଘଣ୍ଟା ଅଟକ ରଖିବା ଅଭିଯୋଗରେ ୨୭ଜଣଙ୍କୁ ସୋମବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏମାନଙ୍କ ମଧ୍ୟରେ ୧୯ଜଣ ମହିଳା ଥିବା ଜଣାପଡ଼ିଛି।...

ବାଲୁଗାଁ ଡିଏଫ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଖୋର୍ଦ୍ଧା ଅଫିସ, ୧୧।୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ବାଲୁଗାଁ ଚିଲିକା ବନ୍ୟପ୍ରାଣୀ ଡିଭିଜନର ବାଲୁଗଁା ଡିଏଫ୍‌ଓ ଆଲୋକ ରଞ୍ଜନ ହୋତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱରସ୍ଥ ବାସଭବନ, ଜଗତ୍‌ସିଂହପୁର ଚାଷୀଖଣ୍ଡସ୍ଥିତ ଘର...

ପରିବା ବିକୁଛନ୍ତି ପାଲାଗାୟକ

ଖୋର୍ଦ୍ଧା ଅଫିସ,୧୧।୮: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗଁପୁର ଗ୍ରାମର ପ୍ରସିଦ୍ଧ ପାଲା ଗାୟକ...

ଘରେ ପୂରାଇଲେନି ପୁଅ, ମା’ବାରଦୁଆର

ଧାମନଗର,୧୧।୮(ଡି.ଏନ.ଏ.)-ପୁଅଟିଏ ଜନ୍ମ ହେଲେ ସବୁଠୁ ବେଶୀ ଖୁସି ହୋଇଥାନ୍ତିି ମା’ବାପା। ବୃଦ୍ଧକାଳେ ସାହାରା ହେବା ଆଶାରେ ସେମାନେ ଦୁନିଆର ସବୁ ଖୁସି ପୁଅ ପାଇଁ ଅଜାଡି ଦେଇଥାନ୍ତି। ହେଲେ କେତେକ କ୍ଷେତ୍ରରେ ସେଥିରେ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବୃଦ୍ଧ ମା’...

କୂଳ ଖାଉଛି ଦୁଇମୁହାଣୀ

କୁଆମରା,୧୧।୮(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଦେଇ ନାହ୍ଲୁଆ ଓ ଗଙ୍ଗାହାର ନାମରେ ଦୁଇଟି ନଦୀ ପ୍ରବାହିତ ହୋଇଛି। ଉକ୍ତ ଦୁଇ ନଦୀ ଖଡ଼ିକାପଦାଠାରେ ମିଶ୍ରଣ ହୋଇ ଗୋଟିଏ ନଦୀରେ ପରିଣତ ହୋଇଥିବାରୁ ତାହା ଦୁଇମୁହାଣୀ ନାମରେ ନାମିତ ହୋଇଛି।...

କୋଭିଡ୍‌ ହସ୍ପିଟାଲ,ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ସୁଧାରିବାକୁ କେନ୍ଦ୍ର ମୁଖ୍ୟଙ୍କୁ ଚିଠି

ବ୍ରହ୍ମପୁର ଅଫିସ,୧୧ା୮-ଗଞ୍ଜାମ ଜିଲାରେ କରୋନା ସାଙ୍ଘାତିକ ସ୍ଥିତିରେ ରହିଛି। ଏହାର ମୁକାବିଲା ପାଇଁ ଜିଲାରେ ଏବେ ୧୬ କୋଭିଡ୍‌ ହସ୍ପିଟାଲ, କେୟାର ସେଣ୍ଟର ଓ ଡେଡିକେଟେଡ୍‌ କୋଭିଡ୍‌ ହେଲଥ ସେଣ୍ଟର ରହିଛି। ଗୁଜରାଟର ଅହମ୍ମଦାବାଦ କୋଭିଡ୍‌ ହସ୍ପିଟାଲରେ ଗତ ୬...

ଏମ୍‌କେସିଜି ଓପିଡି ଖୋଲାକୁ ନେଇ ଜନସ୍ବାର୍ଥ ମାମଲା

ବ୍ରହ୍ମପୁର ଅଫିସ ,୧୧ା୮-ବ୍ରହ୍ମପୁର ବଡ ମେଡିକାଲ(ଏମ୍‌କେସିଜି) ଓପିଡି ୧ମାସ ବିତିଯାଇଥିଲେ ମଧ୍ୟ ଖୋଲିଲା ନାହିଁ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବଡ ମେଡିକାଲ ପରିଦର୍ଶନରେ ଆସି ଏହି ସୂଚନା ପାଇଥିଲେ। ବିଭିନ୍ନ ବିଭାଗ...

ସଂଗ୍ରହାଳୟ ପାଇଁ ସମ୍ବଳ ନାହିଁ

ଅନୁଗୋଳ ଅଫିସ,୧୧ା୮ ପୁରାତନ ସଭ୍ୟତା, ଏହାର ସଂସ୍କୃତି, ଭାଷା, ଲିପି, ମୁଦ୍ରା ଆଦି ସମ୍ପର୍କରେ ଢେର ଜ୍ଞାନ ଦେଇଥାଏ ସଂଗ୍ରହାଳୟ। ନୂତନ ଶିକ୍ଷା, ଗବେଷଣା ଦିଗରେ ଏହା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଖାସ୍‌ ଏହି କାରଣରୁ ପ୍ରତି ଜିଲାରେ...

ବ୍ୟବସ୍ଥା ଥାଇ ହୀନସ୍ତା

ଅନୁଗୋଳ ଅଫିସ, ୧୧ା୮ ଶାରୀରିକ ଭିନ୍ନକ୍ଷମଙ୍କ ଭଳି ମାନସିକ ଭିନ୍ନକ୍ଷମଙ୍କ ପାଇଁ ମଧ୍ୟ ସରକାରୀ ଯୋଜନା ରହିଛି। ସେମାନଙ୍କୁ ଚିକିତ୍ସା କରାଇ ଆବଶ୍ୟକ ଥଇଥାନ ନିମନ୍ତେ ସରକାରୀସ୍ତରରେ ବ୍ୟବସ୍ଥା ଅଛି। ହେଲେ ଅନୁଗୋଳ ଜିଲାରେ ଉକ୍ତ ସରକାରୀ ଯୋଜନା କାର୍ଯ୍ୟକାରୀ...

ବଢ଼ିଲା ବଡ଼କମର-ଖଡ଼ଗପ୍ରସାଦ ସେତୁ ଆଶା

ପରଜଙ୍ଗ, ୧୧ା୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ଓଡ଼ାପଡ଼ା ବ୍ଲକକୁ ସିଧାସଳଖ ଯୋଡିବାକୁ ବ୍ରାହ୍ମଣୀ ନଦୀ ଉପରେ ସେତୁଟିଏ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ୨୦୧୮-୧୯ ବର୍ଷରେ ଦୁଇଥର ଏଥିପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ...

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବାଇକ୍‌ର ବଜାର ପ୍ରବେଶ ହୋଇଛି। ସୋମ୍‌ ଅଟୋର ସ୍ବତ୍ୱାଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri