ଆମ ଜିଲା ଖବର

ପ୍ରାଥମିକ ସ୍କୁଲରୁ ଚୋରି, ଥାନାରେ ଏତଲା

କଣ୍ଟାବାଞ୍ଜି, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଧୀନ କୁକୁଡ଼ାହାଡ଼ ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ରବିବାର ରାତିରେ ଚୋରି ହୋଇଛି। ପ୍ରଧାନଶିକ୍ଷକ ଶଶୀଧର ନିଆଲ ପରିଚାଳନା କମିଟି ସଦସ୍ୟଙ୍କ ସହିତ ସୋମବାର ଥାନାରେ ଏତଲା ଦେଇଛନ୍ତି। ଏତଲାରେ ୯ଟି ପଙ୍ଖା,...

ହରିଶଙ୍କର ସୌନ୍ଦର୍ଯ୍ୟକରଣ ପାଇଁ ଚାରାରୋପଣ

ଖପ୍ରାଖୋଲ, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ସାମ୍ବାଦିକ ସଂଘ ଓ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ତରଣୀ ସୁନା, ଖପ୍ରାଖୋଲ ଥାନା ଆଇଆଇସି...

ପେନ୍‌ସନ୍‌ ପାଇଁ ଟ୍ରଲିରେ ଆସିଲେ ବୃଦ୍ଧ

ତିହିଡ଼ି, ୧୦ା୮(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ୟୁକୋ ବ୍ୟାଙ୍କ ଶାଖାରୁ ପେନସନ ନେବା ପାଇଁ ଜଣେ ଅସହାୟ ବୃଦ୍ଧ ଟ୍ରଲିରେ ବୁହାହୋଇ ବ୍ୟାଙ୍କକୁ ଆସିଥିବା ଦେଖିବାକୁ ମିଳିଥିଲା। ସେ ଜଣେ ଅବସରପ୍ରାପ୍ତ ଶିକ୍ଷକ ପଦନ ଚରଣ ନାୟକ(୭୫)। ତାଙ୍କ ଘର ସିନ୍ଦୋଳ...

ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ

ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର ଚାଷୀ ନିରାକର ମହାନ୍ତି ତାଙ୍କ ଜମିରେ ହଳ କରୁଥିବା ସମୟରେ ଏହି କଇଁଛକୁ...

କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ କ୍ୱାରାଣ୍ଟାଇନରୁ ୨୪ ଓ ୧୦ ଲୋକାଲ କଣ୍ଟାକ୍ଟ କେସ ରହିଛି। ଚୌଧୁରୀ...

ଜିଲା ପ୍ରଶାସନର ନୂଆ ନିୟମ: ଦିନେ ଛାଡି ଦିନେ ଖୋଲିବ ଏହି ସବୁ ଦୋକାନ; ଜାଣନ୍ତୁ କେଉଁ କାଟାଗୋରୀରେ କିଏ

କୋରୁକୋଣ୍ଡା,୧୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ତରଫରୁ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ଖୋଲିବା ନେଇ ନୋଟିସ ଜାରି ହୋଇଛି। ତେବେ କେଉଁ କେଉଁ ଦୋକାନ କେଉଁ ସମୟରେ ଖୋଲିବ ସେ ନେଇ ମଧ୍ୟ ସ୍ପଷ୍ଟ କରାଯାଇଛି ।...

ଦୁର୍ବୃତ୍ତଙ୍କ ଟାର୍ଗେଟରେ ପୁରୁଷୋତ୍ତମପୁର ଓକିଲ ସଂଘ କାର୍ଯ୍ୟାଳୟ: ଭାଙ୍ଗିଲେ ଲକ୍ଷାଧିକ ଟଙ୍କାର ଆସବାବପତ୍ର

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦିନକୁ ଦିନ ଲୁଟ୍‌ ବଢ଼ି ଚାଲିଛି। ଲୁଟେରାମାନେ ସକ୍ରିୟ ହୋଇ ଚୋରି, ଡକାୟତି ଲୁଟପାଟ କରୁଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟକୁ ଟାର୍ଗେଟ...

ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି...

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ...

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ଏ ନେଇ ଦାୟର ମାମଲାର ଶୁଣାଣିକରି ହାଇକୋର୍ଟ ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ...

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨...

କରୋନା ନେଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ଦିଗପହଣ୍ଡି,୧୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା ୟୁ.ଶଙ୍କର ରାଓଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟିବା ପରେ ବେଙ୍ଗାଲୁରସ୍ଥିତ ସିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri