କାର୍ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…
ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ ଆସିଥିବା ବରଯାତ୍ରୀଙ୍କ ଉପରେ ଗୁଳିମାଡ଼ ହୋଇଛି। ଏଥିରେ ୨ ବରଯାତ୍ରୀ ଆହତ ହୋଇଛନ୍ତି।…
ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…
ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ ସୌମିତ୍ରୀ ମଲ୍ଲିକଙ୍କ ବାଉଁଶ ବଣ ସମ୍ପୂର୍ଣ୍ଣ ରୂପେ ପ୍ରଭାବିତ ହୋଇଥିବା ବେଳେ ପ୍ରାୟ…
କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍ଏସି କାର୍ଯ୍ୟାଳୟ
ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି ସେଠାରେ ଏକ ନୂତନ ତଥା ଅତ୍ୟାଧୁନିକ ବିଲଡିଂ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ…
ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି
ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି ଖନନକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ନେଇଛି। ଉପ-ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶ ଅନୁଯାୟୀ…
ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି
ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…
ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ
ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…
ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ
କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ ୨୦ ଜଣଙ୍କୁ ଗିରଫ କରିଛି। କେନ୍ଦୁଝର ଏସ୍ପି ନୀତିନ କୁଶଲ ଦାଗୁଡୁଙ୍କ ନିର୍ଦ୍ଦେଶ…
ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…
ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତର ସମୀର ବଡାଇକ (୩୨)ବୋଲି ତଦନ୍ତକାରୀ ଅଧିକାରୀ…
ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…
ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବରଗଡ଼ ଜିଲା ଭଟଲିଛକ ନିବାସୀ ଗଣନାଥ ରଥ(୪୨) । ସେ ଆମ୍ବଘାଟ ଗ୍ରାମ…
ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ
ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ହୋଇଛି । ଏହି ଘଟଣା…
ଟିଉସନ୍ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ
ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ ସରକାରୀ ସ୍କୁଲର ଶିକ୍ଷକ ରଞ୍ଜନ ଜେନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପୋଲିସ…

