ଆମ ଜିଲା ଖବର

କାଠ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନ ଜବତ,୨ ଗିରଫ

ପୋଲସରା,୨୩।୧୨(ଡି.ଏନ୍‌.ଏ.): ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିନ ପୋଲସରା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ କାଠ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସୂଚନାଯୋଗ୍ୟ, ଏକ ନିଳ ରଙ୍ଗର ପିକ୍‌ଅପ୍‌ ଭ୍ୟାନରେ ଜାମ,ବଡଚାକୁଣ୍ଡା ଓ ଶାଗୁଆନର ୪୮ଖଣ୍ଡ ସାଇଜ କାଠ ଭର୍ତ୍ତି…

ଠକ ଦମ୍ପତିଙ୍କ ଟଙ୍କା, ସୁନା ଜବତ

ଅନୁଗୋଳ ଅଫିସ, ୨୩।୧୨: ଅନୁଗୋଳର କେତେଜଣ ଯୁବକଙ୍କୁ ଏକ କମ୍ପାନୀରେ ଚାକିରି ଦେବାର ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତି ଚୈତାଳୀ ମୁଖାର୍ଜୀ ଓ ମୃଙ୍ଗାଗ୍‌ ଗୁପ୍ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଥିବା ଟଙ୍କା ଓ…

ପୋଲିସବାବୁଙ୍କ ଚୌକିରେ ପରିସ୍ରା

ଛେଣ୍ଡିପଦା,୨୩।୧୨(ସ୍ବ.ପ୍ର.) ତହସିଲ ପ୍ରଶାସନ ଅଭିଯୋଗ ନ ରଖିବାରୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ପଶି ଉନ୍ମତ୍ତକାଣ୍ଡ ଭିଆଇଛନ୍ତି ଖମାର ଗଁାର ଭାସ୍କର ସାହୁ। ବ୍ୟାପକ ଭଙ୍ଗାରୁଜା କରିବା ସହ ପୋଲିସ ବାବୁଙ୍କ ଚୌକିରେ ପରିସ୍ରା କରିଛନ୍ତି। ପୋଲିସ…

ବନ ବିଭାଗର ନାଲିଆଖିରେ ମତ୍ସ୍ୟଜୀବୀ ଅତିଷ୍ଠ

ଅନୁଗୋଳ ଅଫିସ, ୨୩।୧୨: ଅନୁଗୋଳ ଜିଲା ସାତକୋଶିଆ ମହାନଦୀ ଗଣ୍ଡ ଅଞ୍ଚଳରେ ମାଛଧରି ପରିବାର ପ୍ରତିପୋଷଣ କରୁଥିବା ମତ୍ସ୍ୟଜୀବୀଙ୍କୁ ବନ ବିଭାଗର ବାରମ୍ବାର ନାଲିଆଖି ଅତିଷ୍ଠ କରୁଛି। ମାଛ ଧରିବାରେ କଟକଣା ଯୋଗୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ମାଛ ଧରି ପରିବାର ପ୍ରତିପୋଷଣ…

ଏସ୍‌ଏଚ୍‌ଜି ସଶକ୍ତୀକରଣ ପାଇଁ ୫୧.୪୪ଲକ୍ଷ

ଢେଙ୍କାନାଳ ଅଫିସ, ୨୩।୧୨: ଭୁବନେଶ୍ୱର ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଭରେନ୍ସରେ ମିଶନ ଶକ୍ତି ଇ-ମାର୍କେଟ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ମିଶନ ଶକ୍ତି ବଜାରର ଶିଳାନ୍ୟାସ କରିଥିବାବେଳେ ପ୍ରତି ଜିଲାରେ ମିଶନ ଶକ୍ତି…

ହୀରା ମୁଦି ଚୋରି ଘଟଣାର ଖୋଳତାଡ଼

ଅନୁଗୋଳ ଅଫିସ, ୨୩।୧୨: ଟ୍ରେନ୍‌ରୁ ଚୋରି ହୋଇଥିବା ହୀରା ମୁଦି, ମୋବାଇଲ, ୫୦ ହଜାର ଟଙ୍କାର ତଦନ୍ତ ପାଇଁ ବୁଧବାର ଅନୁଗୋଳ ଥାନାରେ ପହଞ୍ଚିଛି ଭୋପାଳ ପୋଲିସ। ସମ୍ବଲପୁରରେ ଦୋକାନ ଦେଇଥିବା ଅନୁଗୋଳ ଜିଲା ଜରଡ଼ା ଅଞ୍ଚଳର ଜଣେ ଯୁବକଙ୍କ ସିମ୍‌କାର୍ଡ…

ମାଛଚାଷ କରିବ ସ୍ବାବଲମ୍ବୀ

ଢେଙ୍କାନାଳ ଅଫିସ, ୨୩।୧୨: ଢେଙ୍କାନାଳ ଜିଲାରେ ମାଛଚାଷ ପ୍ରତି ଚାଷୀଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ଯୁବଚାଷୀମାନେ ନିଜସ୍ବ ଉଦ୍ୟମରେ ମାଛ ଫାର୍ମିଂ କରି ପର୍ଯ୍ୟାପ୍ତ ରୋଜଗାର କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ଭାରତ ସରକାରଙ୍କ ନ୍ୟାଶନାଲ ଫେଡେରେଶନ…

ବିବିଧ ସମସ୍ୟା, ଏକକ ସମାଧାନ କେନ୍ଦ୍ର

ବାଲେଶ୍ୱର ଅଫିସ, ୨୩।୧୨: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦ୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ପକ୍ଷରୁ ନିକଟରେ ଏହାର ଗ୍ରାହକ ଅଭିଯୋଗ ସମାଧାନ ପ୍ରକଳ୍ପ ‘ନିଷ୍ଠା’ର ଶୁଭାରମ୍ଭ କରାଯାଇଛି। ଗ୍ରାହକଙ୍କୁ ଉନ୍ନତ ସେବା ପ୍ରଦାନ…

ରାସ୍ତା କଡ଼ରେ ନିରାଶ୍ରୟ

ବାରିପଦା ଅଫିସ,୨୩।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଘୁରି ବୁଲୁଥିବା ଅସହାୟ, ବାସହୀନ, ମାନସିକ ବିକୃତ ଓ ଦିବ୍ୟାଙ୍ଗମାନଙ୍କୁ ଥଇଥାନ କରାଯାଉନାହିଁ। ହାଡ଼ଭଙ୍ଗା ଶୀତରେ ସେମାନେ ରାସ୍ତା କଡ଼ରେ ପଡ଼ି ରହୁଛନ୍ତି। ଏନେଇ ଅଣରାଜନୈତିକ ସଙ୍ଗଠନ ଜାଗ ମୟୂରଭଞ୍ଜ ଜାଗର କର୍ମକର୍ତ୍ତାମାନେ…

ମହାବୀରଙ୍କ ସୁନା ଆଖି ତାଡ଼ିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୨୩ା୧୨(ଡି.ଏନ୍‌.ଏ.): ଶ୍ରଦ୍ଧା ଭକ୍ତିରେ ବଦାନ୍ୟ ଲୋକେ ଠାକୁରଙ୍କୁ ସୁନାରୁପା ଗହଣା ଓ ଟଙ୍କା ଦାନ କରୁଛନ୍ତି। ସେପଟେ ଲୁଟେରାମାନେ ଠାକୁରଙ୍କୁ ଲୁଟିବାକୁ ପଛାଉନାହାନ୍ତି। ପୁରୀ- ଶରଣକୁଳ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ସତ୍ୟବାଦୀ ଥାନା ଆଳିଶ ପଞ୍ଚାୟତରେ ଥିବା ମହାବୀର ମନ୍ଦିରରେ…

ରାଜଧାନୀରୁ ସମ୍ବଲପୁରକୁ ଗଡ଼ିବନି ବସ୍‌

ସମ୍ବଲପୁର ଅଫିସ,୨୩ା୧୨: ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ସମ୍ବଲପୁରକୁ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିଛି। ସକାଳ ୬ଟା ରୁ ରାତି ୧୨ଟା ପର୍ଯ୍ୟନ୍ତ ଦିନିକିଆ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ମଙ୍ଗୁଳି-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥ…

ନିଯୁକ୍ତିରେ ବିଭ୍ରାନ୍ତିକର ତଥ୍ୟ

ଯାଜପୁର ଅଫିସ,୨୩ା୧୨: ଶିଳ୍ପସଂସ୍ଥାଗୁଡ଼ିକର ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାରଙ୍କ ଦ୍ୱାରା ଇଣ୍ଡଷ୍ଟ୍ରି କେୟାର ନାମକ ଏକ ଉଦ୍ୟମ ଆରମ୍ଭ ହୋଇଛି। ଏହାବ୍ୟତୀତ ଶିଳ୍ପ ସଂସ୍ଥା ଦ୍ୱାରା ସରକାରଙ୍କ ଅନ୍‌ଲାଇନ ପୋର୍ଟାଲ ଷ୍ଟେଟ୍‌ ପ୍ରୋଜେକ୍ଟ ମନିଟରିଂ ଗ୍ରୁପ୍‌ (ଏସ୍‌ପିଏମ୍‌ଜି) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?