୪୮ ଘଣ୍ଟା ପାଇଁ କାହିଁକି ବନ୍ଦ ହେଲା ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡ଼ି ସେବା, ଜାଣନ୍ତୁ
ଭଦ୍ରକ ଅଫିସ,୮।୮: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡି ସେବାକୁ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି l ଜଣେ କାର୍ଯ୍ୟରତ ଡାକ୍ତର କୋରୋନା ପଜିଟିଭ୍ ଚିହ୍ନଟ ପରେ ମୁଖ୍ୟ ଚିକିତ୍ସାଳୟରେ ଏହି ସେବାକୁ ବନ୍ଦ ରଖାଯାଇଥିବା ସିଡିଏମଓ ଡ....
ଏହି ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ: ୨୦୧୯ ବିସ୍ଫୋରଣରେ ଥିଲା ହାତ
କୋରୁକୋଣ୍ଡା,୮।୮(ଡି.ଏନ୍.ଏ.): ମାଲକାନଗିରି ପୋଲିସ ପକ୍ଷରୁ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେ ହେଲେ ସମରା ବଜ। ସମରା ଦୀର୍ଘ ଦିନରୁ ମାଓବାଦୀ ସଙ୍ଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ। ସମରା ମାଲକାନଗିରି ଜିଲାର ବଜଗୁଡା ଗ୍ରାମରେ ରହୁଥିଲେ। ସେ ମାଓବାଦୀ...
ଗଞ୍ଜାମରେ ମୃଦୁ ଭୂମିକମ୍ପ: ଭୟରେ ଘରୁ ବାହାରକୁ ପଳାଇଲେ ଲୋକେ
ପାତ୍ରପୁର,୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର କିଛି ଗ୍ରାମରେ ଶନିବାର ସକଳେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବ୍ଲକର ଖାରିଆଗୁଡ଼ା, ତୁରୁବୁଡି, ସୁରଙ୍ଗି, ମନ୍ଦରଡା, ପଦାଦିଗି, ତଣ୍ଡିପୁର, ଆଙ୍କୁଲି ପଞ୍ଚାୟତର ବିଭିନ୍ନ ଗ୍ରାମ ସହ ଚିକିଟି ବ୍ଲକ, ଆନ୍ଧ୍ରର ଇଛାପୁର...
କୋଭିଡ୍ ପରିସ୍ଥିତିର ସମୀକ୍ଷା କଲେ ଆର୍ଡିସି
ପୁରୀ ଅଫିସ, ୮।୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍ଡିସି) ଅନିଲ କୁମାର ସାମଲ ପୁରୀ ଜିଲା କୋଭିଡ୍ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସ୍ ପରିସରରେ ଶୁକ୍ରବାର ଆୟୋଜିତ ସମୀକ୍ଷା ବୈଠକରେ ଆର୍ଡିସି ସାମଲ ପୁରୀ ଜିଲାରେ କରୋନା ମୁକାବିଲା...
‘ଶୂନ’ ମୃତ୍ୟୁ, ପ୍ଲାଜ୍ମା ଦାନ ପ୍ରାଥମିକତା
କଟକ ଅଫିସ,୮।୮: କଟକ ଜିଲାରେ ପ୍ଲାଜ୍ମା ସଂଗ୍ରହ ବ୍ୟାପକ କରାଯିବ। ଏନେଇ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବୈଠକ ବସିଥିଲା। ଏଥିରେ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା...
ପୁନଃ ଲିଜ୍ ସରିଲା, ସ୍ଥାନାନ୍ତର ହେଲାନି
ଯାଜପୁର ଅଫିସ,୮।୮: ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଓ ୫୩ ନମ୍ବର ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତରଣ ସମସ୍ୟା ଅସମାହିତ ହୋଇରହିଛି। ଅବଧି ସରିବାର ପ୍ରାୟ ଅଢେଇ ମାସ ପରେ ପାଣିକୋଇଲି ଟୋଲପ୍ଲାଜାର ପୁନଃ...
ନଗଡ଼ାକୁ ପକ୍କାରାସ୍ତା ପାଇଁ ରିପୋର୍ଟ ବାଧକ
ଯାଜପୁର ଅଫିସ୍,୮ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାଜନିତ ଶିଶୁମୃତ୍ୟୁ ଘଟଣା ୨୦୧୬ ଜୁଲାଇରେ ସାରା ଦେଶରେ ଚହଳ ପକାଇଥିଲା। ଏଥିଯୋଗୁ ରାଜ୍ୟ ଓ କେନ୍ଦ୍ର ସରକାର ମୁଣ୍ଡେଇଥିବା ବଦନାମକୁ ଲିଭାଇବା ପାଇଁ ଆପ୍ରାଣ ଉଦ୍ୟମ କରିଥିଲେ। ସରକାର...
ସ୍ଥାୟୀ ପଦବୀ ଘୋଷଣା ଦାବିରେ ବିକ୍ଷୋଭ
ଭଦ୍ରକ ଅଫିସ, ୮ା୮- ଦେଶବାସୀ କରୋନା ମହାମାରୀ କବଳିତ ହୋଇଥିବା ବେଳେ କେନ୍ଦ୍ର ସରକାର ଦରଦାମକୁ ନିୟନ୍ତ୍ରଣ କରୁନାହିଁ। ସରକାରୀ ଶିଳ୍ପ କଳ କାରଖାନାକୁ ବେପାରୀଙ୍କୁ ଟେକି ଦେଉଛି। ବ୍ୟାଙ୍କ, ରେଳ, ଉଡ଼ାଜାହାଜ ଓ ଜୀବନବୀମା ସବୁଠି ପୁଞ୍ଜି ପ୍ରତ୍ୟାହାର...
ଅଧିକ ଟେଷ୍ଟ ପାଇଁ ପରାମର୍ଶ
ଭଦ୍ରକ ଅଫିସ, ୮ା୮- ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ତଥା ଭଦ୍ରକ ଜିଲା କୋଭିଡ୍ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ ଶୁକ୍ରବାର ଜିଲା ଗସ୍ତରେ ଆସି କୋଭିଡ୍ ସମ୍ପର୍କୀତ ବିଭିନ୍ନ ସମୀକ୍ଷା କରି ଫେରିଛନ୍ତି। ଜିଲାରେ ଶୁକ୍ରବାର ସୁଦ୍ଧା...
ଜମି ଅଧିଗ୍ରହଣ ପରେ ଅଟକିଛି ବିକାଶ
ଭଦ୍ରକ ଅଫିସ, ୮ା୮- ଭଦ୍ରକ ଜିଲାରେ ଫୁଡ୍ ଓ ଟେକ୍ସଟାଇଲ ପାର୍କ, ଜିଲାସ୍ତରୀୟ ଷ୍ଟାଡିୟମ୍, ଜିଲା କାରାଗାର, ଇଣ୍ଡୋର ଷ୍ଟାଡିୟମ୍ ଭଳି କେତେକ ସରକାରୀ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁନାହିଁ। କାଗଜ କଲମରେ ଏଭଳି କେତେକ ପ୍ରକଳ୍ପ...
ବାଲେଶ୍ୱରରୁ ୬ଜଣ କରିବେ ପ୍ଲାଜମା ଦାନ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରୁ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ୬ଜଣ ବ୍ୟକ୍ତି ପ୍ଲାଜମା ଦାନ ପାଇଁ ଶୁକ୍ରବାର କଟକରେ ପାନ୍ଥନିବାସରେ ପହଞ୍ଚତ୍ଛନ୍ତି। ସେଠାରେ ତାଙ୍କୁ ପର୍ଯ୍ୟଟନ ଓ ସାଂସ୍କୃତିକ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସେମାନଙ୍କୁ ସ୍ବାଗତ...
ସୁରଟ ଫେରିଗଲେ ପ୍ରବାସୀ ଓଡ଼ିଆ
* ମିଳିଲାନି ସଙ୍ଗରୋଧ ସହାୟତା ଟଙ୍କା * ମଉଳିଲା ଏମ୍ଜିଏନ୍ଆର୍ଇଜିଏସ୍ ଆଶା ପାଟପୁର,୮ା୮- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର, ଇନ୍ଦ୍ରାବାସ, ଲୁଣିଲାଠୀ, ଗଙ୍ଗାପୁର, ସୁମନ୍ତପୁର ଆଦି ଅଞ୍ଚଳରୁ ୩୮ ପ୍ରବାସୀ ଶ୍ରମିକ ଶୁକ୍ରବାର ପୁଣି ସୁରଟ ଫେରିଯାଇଛନ୍ତି। କାମଧନ୍ଦା...
Archives


