ଆମ ଜିଲା ଖବର

ହେଲାନି ସମାଧାନ, ସ୍ବାମୀ ଗିରଫ

ଢେଙ୍କାନାଳ ଅଫିସ, ୨୨।୧୨ ମନୋମାଳିନ୍ୟ ଦୂରକରି ଦମ୍ପତିଙ୍କୁ ମିଶାଇବାକୁ ୨ଦିନ ଧରି ଯଥାସାଧ୍ୟ ପ୍ରୟାସ କଲା ପୋଲିସ। ହେଲେ ଦ୍ୱନ୍ଦ୍ୱ ଦୂର ହେଲାନି କି ବାହାରିଲାନି ସମାଧାନର ବାଟ। ଫଳରେ ମାଧବୀ ସୁନା ନିର୍ଯାତନା ମାମଲାରେ ଢେଙ୍କାନାଳ ଟାଉନ ଥାନା ପୋଲିସ…

ଛିଣ୍ଡୁନି ଅଡୁଆ, ବଢୁଛି ଚିନ୍ତା

ଢେଙ୍କାନାଳ ଅଫିସ, ୨୨।୧୨ ଅମଳ ହୋଇ ଖଳାରେ ପଡ଼ିଛି ଧାନ। ଝାଳବୁହା ପରିଶ୍ରମର ମୂଲ୍ୟ ପାଇବାକୁ ଜଗିରହିଛନ୍ତି ଚାଷୀ। ଅଥଚ ଢେଙ୍କାନାଳ ଜିଲାରେ ମଣ୍ଡି କେବେ ଖୋଲିବ ଏବଂ କିପରି ଧାନ କିଣାଯିବ ତାହା ସ୍ପଷ୍ଟ ହୋଇପାରୁନାହିଁ। ଏପଟେ ଟୋକନ ଆସି…

ଖେଳୁଥିବା ବେଳେ ଗଲା ଜୀବନ

କୋକସରା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ଦୀପଙ୍କ ୬ବର୍ଷର ନାବାଳକ ପୁଅ ଆଶିଷ । ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ମିଶି…

ଦାରିଙ୍ଗବାଡ଼ି ପରେ କେନ୍ଦୁଝରରେ ତୁଷାରପାତ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଦାରିଙ୍ଗବାଡ଼ି ପରେ କେନ୍ଦୁଝର ଜିଲାରେ ମଧ୍ୟ ତୁଷାରପାତ ହେଉଛି। କେନ୍ଦୁଝର ଜିଲାର ତାପମାତ୍ରା ହ୍ରାସ ପାଇ ମଙ୍ଗଳବାର ସକାଳେ ୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋମବାର ୭.୪ ଡିଗ୍ରୀ ରହିଥିଲା। ବୁଧବାର ତାପମାତ୍ରା ଆହୁରି ହ୍ରାସ…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ନବୀନ ମୁଣ୍ଡା। ସୂଚନା ମୁତାବକ, ନାବାଳିକା ଜଣକ…

କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏଭଳି ଆଶ୍ୱାସନା ଦେଇଛନ୍ତି ଲିଡ ଡିଷ୍ଟ୍ରିକ…

ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦିନକୁ ଦିନ ପାରଦ ତଳକୁ ଖସୁଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର…

ପିଟିପିଟି ଯୁବକଙ୍କ ଜୀବନ ନେଇଗଲେ

ରାଉରକେଲା ଅଫିସ,୨୧।୧୨: ସୁନ୍ଦରଗଡ଼ ଜିଲା ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ଅନ୍ତର୍ଗତ ନୟାବଜାର ସେକ୍ଟର ୨୧ ଅଞ୍ଚଳରେ ମଙ୍ଗଳବାର ଦିନ ଦ୍ରିପହରରେ ଜଣେ ଯୁବକଙ୍କୁ ଆକ୍ରମଣ କରି କିଛି ଦୁର୍ବତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ…

ଦାରିଙ୍ଗବାଡ଼ିରେ ତାପମାତ୍ରା ୩.୫ ଡିଗ୍ରୀ: ଥରୁଛନ୍ତି ଲେକେ

ଦାରିଙ୍ଗବାଡ଼ି,୨୧।୧୨(ଡି.ଏନ୍‌.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଅବ୍ୟାହତ ରହିବା ସହ ଶୀତ ଲହରୀ ଜାରି ରହିଛିା ମଙ୍ଗଳବାର ସକାଳ ସୁଦ୍ଧା ପାରଦ ତଳମୁହଁା ହୋଇ ୩.୫ ଡିଗ୍ରୀରେ ପହଞ୍ଚିଛି। ଯାହାକି ସୋମବାର ୪ ଡିଗ୍ରୀ ରହିଥିବା ବେଳେ…

ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୁଜଙ୍ଗ,୨୧।୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ବିରୋଧ କରୁଥିବା ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ସୋମବାର ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ୨ ମାସ ପୂର୍ବେ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା…

ବଡ଼ବିଲ ରେଳ ଷ୍ଟେଶନରେ ଧାରଣା

ବଡ଼ବିଲ,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲ ରେଳ ଷ୍ଟେଶନରେ ବିକାଶ ପରିଷଦ ପକ୍ଷରୁ ଧାରଣା ଦିଆଯାଇଛି। ୩ ଦଫା ଦାବିରେ ଏହି ଧାରଣା ଦେଇଥିବା ଜଣାପଡିଛି। ବାଂଶପାଣି-ବଡ଼ବିଲ ରେଳ ସଂଯୋଗୀକରଣ, ପୁରୀ-ବଡ଼ବିଲ ଇଣ୍ଟରସିଟି ଟ୍ରେନ ପୁନଃ ଚଳାଚଳ ଏବଂ ଟାଟା ନଗର- ବଡ଼ବିଲ…

ଫସଲ ଭଲ ଥିବା ଜମିର ବୀମା କମ୍ପାନୀର କ୍ରପ୍‌ କଟିଂ

ରାଜନଗର, ୨୧।୧୨ – ବାତ୍ୟା ଜୱାଦ ପ୍ରଭାବରେ ରାଜନଗର ଅଞ୍ଚଳର ଧାନ ଫସଲକୁ ଉଜାଡି ଦେଇଛି। କେବଳ ଖରିଫ ଧାନ ଚାଷ ଉପରେ ନିର୍ଭର କରୁଥିବା ରାଜନଗରର ଚାଷୀ ଫସଲକୁ ହରାଇ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବିଲରେ ଧାନ ପଚିଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?