ଆମ ଜିଲା ଖବର

ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍‌ପି କାର୍ଯ୍ୟାଳୟ ଆଗରେ ଧାରଣା

ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା । ଜିଲା ଭାଜପା ସଭାପତି ବିପ୍ର ଚରଣ ପ୍ରଧାନଙ୍କ ନେତୃତ୍ୱରେ...

ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି...

ତେଲ୍‌ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା

ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ...

୬ ଶ୍ରମିକ କରୋନା ପଜିଟିଭ୍‌ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍‌ ଧରିଲା

ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯିବ ସହ ସାପ୍ତାହିକ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି।...

‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହାକୁ ନେଇ ଆପତ୍ତି ଉଠାଇଛି ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜ ଜୁନିଅର...

କରୋନାକୁ ମାତ୍‌ ଦେଲା ମାଲକାନଗିରିର ୧୩ ମାସର ଶିଶୁ

କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ ଘର କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୪୫ ଗ୍ରାମରେ। ଚେନ୍ନାଇରୁ ମା’ଙ୍କ ସହ...

ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍‌: ଜାଣନ୍ତୁ କେଉଁ ବ୍ଲକରୁ କେତେ

ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୩୨ ଆକ୍ରାନ୍ତ ରହିଛନ୍ତି। ସେହିପରି ସୋହେଲାରୁ ୪, ଭେଡ଼େନରୁ...

ବଢ଼ିଲା ବୈତରଣୀ

ଭଣ୍ଡାରିପୋଖରୀ,୬ା୮(ଡି.ଏନ୍‌.ଏ.): ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀର ଆଖୁଆପଦା ଆନିକଟଠାରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ଆନିକଟଠାରେ ବନ୍ୟାଜଳ ଗୁରୁବାର ସକାଳ ୭ଟାରୁ ୧୭.୩୫ ମିଟରରୁ ବଢ଼ିବା ଆରମ୍ଭ କରି ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୩୬ ରେ...

ବଲାଙ୍ଗୀର ୪ ଦିନ ଶଟ୍‌ଡାଉନ୍‌ ଘୋଷଣା: ବନ୍ଦ ରହିବ ଏସବୁ କାର୍ଯ୍ୟ

ବଲାଙ୍ଗୀର ଅଫିସ,୬।୮: ବଲାଙ୍ଗୀର ଜିଲାକୁ ଗୁରୁବାର ୪ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ନେଇ ଜିଲାପାଳ ଘୋଷଣା କରିଛନ୍ତି। ଏହି ସମୟରେ...

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ବ୍ଲକର ୧୦ ଜଣ କରୋନା ଯୋଦ୍ଧା ରହିଛନ୍ତି। କରୋନା ଯୋଦ୍ଧାଙ୍କ ମଧ୍ୟରେ ଏକାଧିକ...

ଭଦ୍ରକରେ ୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୬ା୮: ଗୁରୁବାର ଭଦ୍ରକରେ ପୁଣି ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୫ ଜଣ ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୦୫ରେ ପହଞ୍ଚିଥିବା...

ବ୍ୟାଙ୍କ କଲୋନୀକୁ ବ୍ୟାପିଲା ସଂକ୍ରମଣ

କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାଗୁଡା ସାହି, କଚେରୀ ସାହି, ବସଷ୍ଟାଣ୍ଡ ସାହି, ବରାଳିନୀ ସାହି, ଲକ୍ଷ୍ମ୍ମୀ ବଜାର କଣ୍ଟେନମେଣ୍ଟ ଜୋନ ହେବା ପରେ ଗୁରୁବାର ବ୍ୟାଙ୍କ କଲୋନୀକୁ କଣ୍ଟେନମେଣ୍ଟ ଜୋନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri