ଆମ ଜିଲା ଖବର

ଓଡିଶାର ଦୀର୍ଘତମ ସେତୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା…

ଡ୍ରେନ୍‌ରେ ପଶିଗଲା କାର୍‌

ଗଞ୍ଜାମ,୨୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ଡ୍ରେନ୍‌ରେ ସୋମବାର ଗୋଟିଏ କାର୍‌ ପଶି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଏହି କାର୍‌ରେ ତିନି ମହିଳା ଓ ଜଣେ ଶିଶୁ ଥିଲେ l ଜଣେ ମହିଳାଙ୍କ ହାତରେ ଆଘାତ ଲାଗିଥିବା ବେଳେ ଅନ୍ୟମାନେ…

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଲେଖି ଜଣାଇଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବା ବଡ଼…

ଗୁଟ୍‌ଖା କାରଖାନାରେ ଅଗ୍ନିକାଣ୍ଡ: ୧୨ ଉଦ୍ଧାର, ଅନେକ ଫସିଥିବା ସନ୍ଦେହ

ସମ୍ବଲପୁର,୨୦।୧୨(ବ୍ୟୁରୋ): ସମ୍ବଲପୁର ପରଧିଆପାଲି ସ୍ଥିତ ଏକ ଗୁଟ୍‌ଖା କାରଖାନାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ୧୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ହେଉନି ବଡ଼ବାବୁଙ୍କ ବଦଳି

ଅନୁଗୋଳ ଅଫିସ, ୨୦।୧୨: ଅନୁଗୋଳ ଜିଲା କାର୍ଯ୍ୟାଳୟରେ ପାଳନ ହେଉଛି ସରକାରୀ ନିର୍ଦ୍ଦେଶନାମା। ବଦଳି ହେଉଛି ବଡ଼ବାବୁମାନଙ୍କର। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରାଯାଉଛି। ଏଠାରେ କେଉଁ ବଡ଼ବାବୁ ୩୦ ବର୍ଷ ରହିଲେଣି ତ ଆଉ କିଏ…

ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨୦।୧୨: ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଅପହଞ୍ଚ ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ। ଅଞ୍ଚଳରେ ରାସ୍ତାଘାଟ, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ସମେତ ଅନ୍ୟାନ୍ୟ ମୌଳିକ ସୁବିଧା ହାତପାଆନ୍ତାରେ ମିଳିବ। ଗ୍ରାମବାସୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ…

କିମିଆ କରୁଛି କଣ୍ଢେଇ

ଢେଙ୍କାନାଳ ଅଫିସ, ୨୦।୧୨: ରଙ୍ଗବେରଙ୍ଗ କନାରେ ଢାଙ୍କି ହୋଇ ଆକର୍ଷଣୀୟ ଦେଖାଯାଉଛି ପ୍ଲାଷ୍ଟିକ୍‌ କଣ୍ଢେଇ। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏଭଳି ଚମତ୍କାର କାରିଗରି ଦେଖି ଅଟକି ଯାଉଛନ୍ତି ଘଡ଼ିଏ। ଏଭଳି ଭିନ୍ନ ଧରଣର କଣ୍ଢେଇ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି…

ଗାଁ ମୁହାଁ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଓ ଦଲକି ସଂରକ୍ଷିତ ଜଙ୍ଗଲରେ ୪୦ରୁ ଊର୍ଦ୍ଧ୍ୱ ଝାଡ଼ଖଣ୍ଡୀ ହାତୀପଲ ରହିଛନ୍ତି। ଦୁଇ ଦଳରେ ବିଭକ୍ତ ହୋଇ ଜଙ୍ଗଲରେ ରହୁଥିବା ବେଳେ ରବିବାର ଗୋଠଛଡ଼ା ଦନ୍ତା ହାତୀଟି ଗଁା ଗଣ୍ଡାରେ…

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୨୦।୧୨: ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପକ୍ଷ ଅପରପକ୍ଷଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅଭିଯୋଗ ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଶନିବାର ଅଭିଯୋଗକାରୀଙ୍କ ସମେତ ପରିବାର ଲୋକେ ନ୍ୟାୟ ପାଇଁ ଭଦ୍ରକ ଜିଲା…

ଦିନରେ ଫେରି, ରାତିରେ ଚୋରି

ଖଇରା/ଔପଦା, ୨୦।୧୨(ଡି.ଏନ.ଏ): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ୨ଚୋରଙ୍କୁୁ ଧରି ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ୫ଦିନ ଧରି ଖୋଳତାଡ଼ ପରେ ସେମାନଙ୍କଠାରୁ ନଗଦ ୧.୫ଲକ୍ଷ ଟଙ୍କା ଓ ୫ଲକ୍ଷ ଟଙ୍କାର ଅଳଙ୍କାର ଉଦ୍ଧାର କରାଯାଇଛି। ରବିବାର ଉଭୟଙ୍କୁ କୋର୍ଟ…

କେନ୍ଦୁଝରରେ ୬୫୪ ଶିକ୍ଷକ ପଦବୀ ଖାଲି

କେନ୍ଦୁଝର,୨୦।୧୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଶିକ୍ଷକ ଅଭାବ ଯୋଗୁ ୨୦୮ଟି ସରକାରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ପଦବୀ ଖାଲି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂସ୍କୃତ ଶିକ୍ଷକମାନେ ବିଜ୍ଞାନ ପଢ଼ାଉଥିବାବେଳେ କ୍ରୀଡ଼ା ଶିକ୍ଷକ ଇତିହାସ, ଭୂଗୋଳ, ଗଣିତ, ହିନ୍ଦୀ ପଢ଼ାଉଛନ୍ତିି।…

ନେତୁଆ-ଆଡ଼ିନଗା ରାସ୍ତା ପାଇଁ ୮.୦୮ କୋଟି ମଞ୍ଜୁର

ଜଳେଶ୍ୱର,୨୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଉପାନ୍ତ ଗ୍ରାମ ସହିତ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର ଜିଲା ମୋହନପୁର ସହିତ ଗମନାଗମନ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଆନ୍ତଃ ରାଜ୍ୟ ସଂଯୋଗୀକରଣ ଯୋଜନା ପାଣ୍ଠିରୁ ୮କୋଟି ୮ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ା ଫଳରେ ଉପାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?