ଆମ ଜିଲା ଖବର

ସ୍ମାର୍ଟ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଗ୍ରହଣ କଲେ ମନ୍ତ୍ରୀ

ଜୁନାଗଡ଼,୨୬।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଲା ବାଲାଜୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ କଳାହାଣ୍ଡି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ସ୍ମାର୍ଟ ହାଇସ୍କୁଲ କରିବା ପାଇଁ ଘୋଷଣା କରିଥିଲେ। ଜିଲାପାଳଙ୍କ ଘୋଷଣା ପରେ ଉନ୍ନୟନ କାମ ଆରମ୍ଭ ହୋଇଯାଇଛି। ଏହାର…

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ

ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା  । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୁରାକ ମିଳିପାରି ନାହିଁ । ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ…

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି। ଗ୍ୟାସ୍‌ ଲିକ୍‌ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ ଆଖି…

କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଦିନେଶ…

ବୁଗୁଡ଼ାରେ ବନ୍ଦ ରହିଲା ସମସ୍ତ ବାଣିଜି୍ୟକ ପ୍ରତିଷ୍ଠାନ

ବୁଗୁଡ଼ା, ୨୬।୨ (ଡି.ଏନ୍‌.ଏ.): ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି), ଜାଳେଣି ଗ୍ୟାସ ଦର ବୃଦ୍ଧି, ଇ-ଓ୍ବେ ବିଲ୍‌କୁ ବିରୋଧ କରି କନ୍‌ଫେଡେରେସନ ଅଫ ଅଲ୍‌ ଇଣ୍ଡିଆ ଟ୍ରେଡରସ (ସିଏଆଇଟି) ପକ୍ଷରୁ ଦେଶ ବ୍ୟାପି ଶୁକ୍ରବାର ବନ୍ଦ ଡାକରା ଦିଆଯାଇଥିଲା। ଏହି…

ଗାଡ଼ି ଚଳାଇ ଧରାପଡିଲେ ନାବାଳକ: ୨୫ ହଜାର ଜରିମାନା ଗଣିଲେ ବାପା

ଛତ୍ରପୁର,୨୬।୨(ଡିଏନଏ): ଜଣେ ନାବାଳକଙ୍କୁ ଏକ ମାଲବାହୀ ଅଟୋ ଚଳାଇବାଙ୍‌ ମହଙ୍ଗା ପଡ଼ିଛି। ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଗାଡି ଯାଞ୍ଚ ସମୟରେ ଏହି ନାବାଳକ ଏକ ମାଲବାହୀ ଅଟୋ (ନଂ. ଓ ୦୭ପି ୫୭୯୬) ଚଳାଉ ଥିବା ବେଳେ…

ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ

ରାଉରକେଲା ଅଫିସ,୨୬।୨: ଜିଏସ୍‌ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ ସହରର ଦୋକାନ ବଜାର ସହ ବ୍ୟାବସାୟିକ ସଂଗଠନ ବନ୍ଦ ରହିଛି। ରାଉରକେଲା ବଣିକ ସଂଘର…

ଲାଞ୍ଚ ନେଇ ଥାନା ଅଧିକାରୀ ଗିରଫ

ଢେଙ୍କାନାଳ ଅଫିସ,୨୬।୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯୌତୁକ ଜନିତ ନିର୍ଯାତନା ମାମଲାରେ ୩୦୭ ଦଫାକୁ କାଟି ଦେବା ପାଇଁ ସେ ନିହଲପ୍ରସାଦ ଗ୍ରାମର ଅଇଁଠା ସେଠୀଙ୍କଠାରୁ ୬ ହଜାର…

ଆଜି ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୬ ଜଣ ଚିହ୍ନଟ…

କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ: ଭଦ୍ରକରୁ ନବୀନ ନିବାସ…

ଭଦ୍ରକ ଅଫିସ,୨୬।୨: ଚାକିରିରେ ପୁନଃ ନିଯୁକ୍ତି ଦାବି କରି କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ପ୍ରଥମେ ଦୋକାନ ଦୋକାନ ବୁଲି ଭିକ ମାଗିବା ପରେ ଏବେ ନିଜର ଅଭିଯୋଗ ଜଣାଇବା ପାଇଁ ଆରମ୍ଭ କରିଛନ୍ତି ପଦଯାତ୍ରା। ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା…

ବେଲ୍‌ଭ୍ୟୁରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୨୬।୨: ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ନିମନ୍ତେ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ଭର୍ତ୍ତୃହରି ମହତାବ ଯୋଗଦେଇ କହିଥିଲେ, ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri