ଆମ ଜିଲା ଖବର

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ...

ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍‌ ଅଧିକାରୀ

ଜୟପୁର,୫।୮(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍‌ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ କେନ୍ଦ୍ର ଓ ରାଜ୍ୟ...

ବିଲରୁ ହଳଦିଆ କଇଁଛ ଉଦ୍ଧାର

ଖଇରା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ବରପଦା ଗ୍ରାମ ନିକଟସ୍ଥ ଧାନବିଲରୁ ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। ପରେ ଏହାକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କୁମାର ସାହୁ ମଙ୍ଗଳବାର...

ସାହସୀ ଯୁବତୀ ମାନସୀଙ୍କ ଯୋଗୁ ଉଦ୍ଧାର ହେଲେ ୬ ହଜାର ଦାଦନ ଶ୍ରମିକ

ଖପ୍ରାଖୋଲ, ୫ା୮ (ଡି.ଏନ.ଏ.) – ଚଳିତବର୍ଷ କରୋନା କଟକଣା ଦେଶାନ୍ତରୀ ଶ୍ରମିକଙ୍କ ଦୁଃଖକୁ ଦ୍ୱିଗୁଣିତ କରିଥିଲା ।ବାହାର ରାଜ୍ୟରେ ଲକ୍ଷାଧିକ ଶ୍ରମିକ ଫସି ରହି ନିଜ ଭିଟାମାଟିକୁ ଫେରିବା ପାଇଁ ଅଣନିଃଶ୍ୱାସୀ ହୋଇଯାଇଥିଲେ। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର...

ଜମିଫାଟି ଅଁ।, ମାଡି ଗଲାଣି ଘାସ

ଲୋଇସିଂହା, ୫।୮(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ସ୍ବଳ୍ପ ବୃଷ୍ଟିପାତ ସତ୍ତ୍ୱେ ୮୦ପ୍ରତିଶତ ଚାଷ ହୋଇଛି। ବର୍ଷାଭାବରୁ ୨୦ ପ୍ରତିଶତ ଚାଷ ହୋଇପାରିନାହିଁ । ୨ ସପ୍ତାହ ହେଲା ବର୍ଷା ଉଭାନ ହୋଇଯାଇଥିବାରୁ ଚାଷଜମି ଫାଟି ଆଁ କଲାଣି...

ଅସ୍ତିତ୍ୱ ସଙ୍କଟରେ ଶରତ ଚନ୍ଦ୍ର କ୍ଲବ

ପାଲଲହଡା,୫ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ାର ପରିଚୟ ପାଲଟିଥିବା ଦୀର୍ଘ ୭୩ ବର୍ଷର ଶରତ ଚନ୍ଦ୍ର କ୍ଲବ ଏବେ ବିପଦସଙ୍କୁଳ ଅବସ୍ଥାକୁ ଚାଲିଆସିଛି। ଏହାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପରିବର୍ତ୍ତେ ମଝିରେ ମଝିରେ ଅଳ୍ପ କିଛି ଉନ୍ନତୀକରଣ କାର୍ଯ୍ୟ କରାଯାଉଥିବାରୁ ରାଜାରାଜୁଡ଼ା...

ନିରାଶ କଲା ଶ୍ରାବଣ

ଢେଙ୍କାନାଳ ଅଫିସ, ୫।୮ – ସରିଗଲା ଶ୍ରାବଣ। ଆକାଶକୁ ଚାହିଁ ଚାହିଁ ନିରାଶ ହେଲେ ଚାଷୀ। ଆବଶ୍ୟକ ବର୍ଷା ହେଲାନି। ଯେତିକି ହେଲା ସେତକିରେ ଭୂଇଁ ବି ବତୁରିଲାନି। ଅଗଷ୍ଟ ପ୍ରଥମ ସପ୍ତାହ ବେଳକୁ ରୁଆ ସରି ବେଉଷଣ ଆରମ୍ଭ...

ନର୍ଦ୍ଦମା ପାଣିରେ ସାହି ବାସିନ୍ଦା : ରାସ୍ତାରେ ଶୋଇ ଜଣାଇଲେ ନୀରବ ପ୍ରତିବାଦ

ଭଦ୍ରକ ଅଫିସ, ୫ା୮-ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଚରମ୍ପା ଓ ଏରେଇ ପଞ୍ଚାୟତର ଆର୍‌ଟିଓ ଅଫିସ ସଂଲଗ୍ନ ଆଦିବାସୀପଡ଼ା ବାସିନ୍ଦା ସବୁକ୍ଷେତ୍ରରେ ଉପେକ୍ଷିତ ହୋଇରହିଛନ୍ତି। ଏଠାକାର ଲୋକେ ଦୀର୍ଘଦିନ ହେଲା ବିଦ୍ୟୁତ୍‌ ସେବାରୁ ବଞ୍ଚିତ ରହିଥିବା ବେଳେ ଏବେ ନର୍ଦ୍ଦମା...

ଏନ୍‌ଏସି ବାସୀ ପିଉଛନ୍ତି ଗୋଳିଆ ପାଣି

ଚମ୍ପୁଆ,୫।୮(ଡି.ଏନ.ଏ)- ଜନସ୍ବାସ୍ୟ ବିଭାଗ ପକ୍ଷରୁ ଚମ୍ପୁଆ ଏନଏସି ବାସୀଙ୍କୁ ଗୋଳିଆ ପାନୀୟ ଜଳ ଯୋଗାଇ ଦିଆଯାଉଥିବାରୁ ଅସନ୍ତୋଷ ଦେଖାଦେଇଛି। ନିୟମିତ ଭାବେ ଏହି ପାନୀୟ ଜଳ ଯୋଗାଇ ଦିଆଯାଉଥିବାରୁ ଏନ୍‌ଏସି ବାସୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଭାଗର ଦାୟିତ୍ୱ ପ୍ରତି ପ୍ରଶ୍ନ...

ଲଘୁଚାପଜନିତ ବର୍ଷା, ଚାଷୀ ଆଶ୍ୱସ୍ତ

ବାଲେଶ୍ୱର ଅଫିସ, ୫।୮-ବାଲେଶ୍ୱର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଚାଷୀକୁଳ ଆଶ୍ୱସ୍ତ ହୋଇଛନ୍ତି। ଗତ ସୋମବାରଠାରୁ ଜିଲାରେ ମୋଟ୍‌ ୩୩୮ମି.ମି. ବର୍ଷା ହୋଇଥିବା ବେଳେ ହାରାହାରି ୨୮.୧୭ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ବାହାନଗା ବ୍ଲକରେ ସର୍ବାଧିକ ୮୫ମି.ମି. ବର୍ଷା ହୋଇଛି।...

କଳାହାଣ୍ଡିର ଗୌରବ: ୟୁପିଏସ୍‌ସିରେ ସଫଳ ହେଲେ ଅଙ୍କିତ-ରାହୁଲ

କେସିଙ୍ଗା,୪।୮(ଡି.ଏନ୍‌.ଏ.): ୟୁପିଏସ୍‌ସି ପରୀକ୍ଷାରେ ଚମକିଛନ୍ତି ଓଡ଼ିଆ। ୟୁପିଏସ୍‌ସିରେ କଳାହାଣ୍ଡି ଜିଲାରୁ ୨ ଜଣ ସଫଳତା ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। କେସିଙ୍ଗାର ରାହୁଲ ଗୋଏଲ ୧୬୮ ନଂ ର଼୍ୟାଙ୍କ୍‌ ପାଇଥିବାବେଳେ ଭବାନୀପାଟଣାର ଅଙ୍କିତ ଶଙ୍କର ମିଶ୍ର ୨୯୪ ନଂ ର଼୍ୟାଙ୍କ୍‌ରେ...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୫୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri