ଆମ ଜିଲା ଖବର

୩୧କୁ ଘୁଞ୍ଚିଲା ଧାନକିଣା

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ଜିଲାରେ ଚାଷୀଙ୍କଠାରୁ ଧାନ କିଣିବାକୁ ଗତବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ମଣ୍ଡି କରାଯାଇଛି। ହେଲେ ୫ ଦଫା ଦାବିନେଇ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକମାନେ କିଛିଦିନ ହେଲା ଆନ୍ଦୋଳନ ଚଳାଇଥିବାରୁ ପୂର୍ବ ନିର୍ଦ୍ଧାରିତ…

ଷ୍ଟାଫ୍‌ନର୍ସସ୍ତରରେ ଅଦଳବଦଳ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ବ୍ୟାପକ ଲାଞ୍ଚ କାରବାର ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଗତମାସରେ ଏପରି ଏକ ଅଭିଯୋଗର ତଦନ୍ତ କରି ଏଡିଏମ୍‌ଓ ମେଡିକାଲ ଡା. ମାନସ ରଞ୍ଜନ ବିଶ୍ୱାଳ…

ପୋଲିସକୁ ଧକ୍କା ମାରି ଛୁ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ସହର ନାରଣସାଗର ନିକଟରେ ଶନିବାର ରାତିରେ ଗଣ୍ଡଗୋଳ ବେଳେ ବାଇକ୍‌ରେ ପାଟ୍ରୋଲିଂ କରୁଥିବା ଜଣେ ପୋଲିସ କର୍ମଚାରୀଙ୍କୁ ଗଣ୍ଡଗୋଳକାରୀ ଯୁବକମାନେ ଧକ୍କାମାରି ଖସିଯିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ୪ରୁ ୫ ଜଣ ଯୁବକ…

‘ରୁପାବାଲି ଖେଳପଡ଼ିଆ ହେବ ମିନିଷ୍ଟାଡିୟମ୍‌’

ବାଲେଶ୍ୱର ଅଫିସ/ରେମୁଣା, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲାକୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଶନିବାର ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ରେମୁଣା ବ୍ଲକ ବରୁଣସିଂ ଗ୍ରାମପଞ୍ଚାୟତର…

ଆଜି ଘରକୁ ଫେରିବେ ହାବିଲ

ବାରିପଦା ଅଫିସ, ୧୯।୧୨: ଦୋଷୀ ନ ହୋଇ ବି ଅନ୍ଧାର କୋଠରୀ ଭିତରେ ବିତିଯାଇଛି ଦୀର୍ଘ ୧୮ବର୍ଷ ୧୧ମାସ ୧୫ଦିନ। ବାଟ ଭୁଲିଯାଇଥିବା ମଣିଷଟିଏ ପୁନର୍ବାର ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଅଣ୍ଟା ଭିଡିଛନ୍ତି। ପରିବାରଠାରୁ ବହୁ ଦୂରରେ ରହି ସ୍ତ୍ରୀ…

ପାନବରଜ ପୋଡ଼ିବାକୁ ଉଦ୍ୟମ, ଗ୍ରାମରେ ଉତ୍ତେଜନା

ଭୋଗରାଇ, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାନବରଜ ପୋଡ଼ିବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ପୋଲିସ ଏହି ଘଟଣାର ପ୍ରାଥମିକ ତଦନ୍ତ କରି ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିଛି।…

ଯୋଡ଼ାରେ ଜାଲ ନୋଟ କାରବାର

ଯୋଡ଼ା, ୧୯।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ରାସ୍ତାରେ ପୌରପାଳିକା କମ୍ପ୍ଲେକ୍ସରେ ଜଣେ ମାଛ ବ୍ୟବସାୟୀଙ୍କୁ ଜାଲ ନୋଟ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ଅପରାହ୍ନରେ ପୌରପାଳିକା କମ୍ପ୍ଲେକ୍ସରେ ମାଛ ବ୍ୟବସାୟୀ ସୁକାନ୍ତ କୁମାର ବାନାଙ୍କୁ ରବିବାର ୨୦୦ଟଙ୍କାର…

ସୁମିତଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ପାଇଁ ତପସ୍ବିନୀ ଦାଶ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ର ତାଙ୍କ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଡା.ସୁମିତ ସାହୁ କାନ୍ଥ ପାଚେରି ଡେଇଁ ପଳାଇଥିବା ତପସ୍ବିନୀ…

ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ ରାସ୍ତା ମରାମତି ହୋଇନାହିଁ। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗ୍ରାମାଞ୍ଚଳର ଲୋକଙ୍କ…

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୧୯ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇକୁ ୧୯୮୮ ଡିସେମ୍ବର ୬ରେ ଏନ୍‌ଏସିର ମାନ୍ୟତା ମିଳିଥିଲା। ପଟ୍ଟାମୁଣ୍ଡାଇ, କଷଣଅଣ୍ଟା, ମାଟିଆ, ବାଲିପାଟଣା, ନୀଳକଣ୍ଠପୁର ପଞ୍ଚାୟତକୁ ନେଇ ଏନ୍‌ଏସି ଘୋଷଣା ହୋଇଥିଲା। ବିଜ୍ଞାପିତ ଅଞ୍ଚଳର ସୁବିଧା ସୁଯୋଗ ଲୋକଙ୍କୁ ଯୋଗାଇ ଦେବାକୁ ଲକ୍ଷ୍ୟ ରହିଥିଲା। ବିଜ୍ଞାପିତ ପରିଷଦର ପ୍ରଥମ…

ବିଦ୍ୟୁତ୍‌ ବିଭାଗର ଚିଠିକୁ ତହସିଲର ଅଣଦେଖା

ନାଉଗାଁ,୧୯ା୧୨(ସ୍ବ.ପ୍ର.): ନାଉଗାଁ ବ୍ଲକରେ ଉପଭୋକ୍ତାଙ୍କୁ ସୁବିଧାରେ ବିଦ୍ୟୁତ୍‌ ଯୋଗାଇବାକୁ ୩ଟି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ନିର୍ମାଣ କରାଯାଇଛି। ବ୍ଲକ୍‌ର ଥାନା ଛକ, ଅଲଣାହାଟର ଭାତପଡ଼ା ଓ ଡେରିକିଠାରେ ଷ୍ଟ୍ରକ୍‌ଚର ରହିଛି। ଡେରିକିଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ଏପ୍ରିଲ ୨୦୨୧ରେ କାର୍ଯ୍ୟକ୍ଷମ…

ସ୍ବଦେଶ ଦର୍ଶନ ଯୋଜନାରେ ଓଡ଼ିଶାକୁ ଅଣଦେଖା

ଯାଜପୁର ଅଫିସ,୧୯ା୧୨: ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ଆସିଲେ କେନ୍ଦ୍ର ସରକାର ମଧ୍ୟ ବିିଭିନ୍ନ ବାଟରେ ଆର୍ଥିକ ଲାଭବାନ୍‌ ହେଉଛନ୍ତି। କିନ୍ତୁ ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ଆଖିବୁଜି ଦେଉଛନ୍ତି। ଏ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସ୍ବଦେଶ ଦର୍ଶନ ଯୋଜନାକୁ ଉଦାହରଣ ନିଆଯାଇପାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?