ମା’ଙ୍କୁ କାନ୍ଧଦେଇ ଅନ୍ତିମ ସଂସ୍କାର କଲେ ୬ ଝିଅ
ସମ୍ବଲପୁର,୧୦ା୨(ବ୍ୟୁରୋ): ମା’ଙ୍କୁ କାନ୍ଧଦେଇ ଝିଅମାନେ ଅନ୍ତିମ ସଂସ୍କାର କରାଇବା ଘଟଣା ଗୁରୁବାର ସମ୍ବଲପୁର ସହରରେ ମୁଖ୍ୟ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁସାରେ ହୀରାକୁଦ ହିଣ୍ଡାଲ୍କୋ କମ୍ପାନୀରେ କାର୍ଯ୍ୟରତ ଥିବା ଭୁବନ ସାହୁଙ୍କ ୨୦୦୫ରେ ଦେହାନ୍ତ ହୋଇଯାଇଛି। ଭୁବନଙ୍କ ପରଲୋକ ଘଟିବା…
ଅନୁଭବଙ୍କ ବାନ୍ଧବୀ ଜାଗୃତିଙ୍କ ନାଁରେ ଏତଲା ଦେଲେ ବର୍ଷା
କଟକ ଅଫିସ,୧୧ା୨: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବାନ୍ଧବୀ ଜାଗୃତି ଶୁକ୍ଳାଙ୍କ ବିରୋଧରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସୋସିଆଲ ମିଡିଆରେ ବର୍ଷାଙ୍କ ନାଁ ନ ନେଇ ସମ୍ମାନ ହାନି ଭଳି ମନ୍ତବ୍ୟ ଦେଇଥିଲେ…
ରାଜନୈତିକ ହିଂସା: ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର, ୩ କୋର୍ଟଚାଲାଣ
ଗୋପାଳପୁର,୧୧ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଜଣେ ଯୁବକଙ୍କୁ ବିପକ୍ଷ ଗୋଷ୍ଠୀ ସଂଘବଦ୍ଧ ଆକ୍ରମଣ କରି ଗୁରୁତର କରିଥିବା ଜଣାପଡିଛି। ଆହତ ଯୁବକ ହେଲେ…
ଢିଙ୍କିଆରେ ବୁଥ୍ ହେବନି
କୁଜଙ୍ଗ,୧୧ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନ ପାଇଁ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ଗାଁରେ କୌଣସି ବୁଥ୍ ହେବ ନାହିିଁ। ଏହି ଗାଁର ୬ଟି ବୁଥ୍କୁ ଅନ୍ୟ ଗାଁରେ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ପାଟଣା ଗାଁର ୧୩, ୧୪,…
ପତିଆରା ଲଢ଼େଇ ପାଇଁ ବ୍ୟସ୍ତ
ଖୋର୍ଦ୍ଧା ଅଫିସ,୧୧ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା ରାଜନୀତି ବେଶ୍ ସରଗରମ ରହିଛି। ୫ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନରେ ଖୋର୍ଦ୍ଧା ଜିଲାରେ ୩ପ୍ରମୁଖ ଦଳ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି। ଜିଲାରେ…
ପରିବାର କୋର୍ଟରେ ହାଜର ହେଲେ ସୁମିତ
ବ୍ରହ୍ମପୁର ଅଫିସ,୧୧ା୨: ଡା.ସୁମିତ ସାହୁ ଓ ତପସ୍ବିନୀ ଦାଶ ମାମଲାକୁ ନେଇ ରୁଜୁ ହୋଇଥିବା ଛାଡ଼ପତ୍ର ଆବେଦନର ଉଭୟପକ୍ଷ କାଉନ୍ସେଲିଂ ପାଇଁ ଗୁରୁବାର ଦିନ ଧାର୍ଯ୍ୟ ହୋଇଥିଲା। କେବଳ ସୁମିତ ପରିବାର କୋର୍ଟରେ ହାଜର ହୋଇଥିଲେ, କିନ୍ତୁ ତପସ୍ବିନୀ ହାଜର ନ…
ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ
କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣ। ଏହି ୩ ବିଚାରପତିଙ୍କ ନାମକୁ ରାଷ୍ଟ୍ରପତି ରାମନାଥ…
ଭିଜିଲାନ୍ସ ଜାଲରେ ରେଞ୍ଜର
ବାଲିଗୁଡ଼ା,୧୦ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ…
ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ମଇଦାନରେ ବିଧାୟକ
ଛତ୍ରପୁର,୧୦ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡୀ ଏହି ବ୍ଲକ ଅନ୍ତର୍ଗତ ୨୦ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ତାଙ୍କ ପକ୍ଷରୁ ପ୍ରଚାର ଜୋର୍ଦାର ହୋଇଛି। ଛତ୍ରପୁର ବିଧାୟକ…
ଟିଟିଲାଗଡ଼ କୋର୍ଟରେ ଗୋବିନ୍ଦ
ଟିଟିଲାଗଡ଼, ୧୦ା୨(ଡି.ଏନ୍.ଏ.) କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ଗିରଫ ସମ୍ପୃକ୍ତ ସ୍କୁଲ ମାଲିକ ଗୋବିନ୍ଦ ସାହୁଙ୍କୁ ପୋଲିସ ବୁଧବାର ଟିଟିଲାଗଡ଼ ଜେଏମ୍ଏଫ୍ସି କୋର୍ଟରେ ହାଜର…
୧୫ ନମ୍ବର ଜୋନରେ ବିଧାୟକଙ୍କ ମାରାଥନ ପ୍ରଚାର
ଗଞ୍ଜାମ,୧୦।୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହୋରାଙ୍କ ପାଇଁ ସ୍ଥାନୀୟ ବିଧାୟକ ମାରାଥନ ନିର୍ବାଚନ ପ୍ରଚାର କରୁଛନ୍ତି । ରାମଗଡ଼, ହୁମ୍ମା , ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତ ସ୍ବତଃପ୍ରବୃତ୍ତ ଭାବେ ଲୋକମାନେ ବିଧାୟକ ବେହେରାଙ୍କୁ…
ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ
ବଇଣ୍ଡା,୧୦ା୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁ ଗହଳିରେ ଏବେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ପ୍ରତ୍ୟେକ ଗାଁରେ ପ୍ରଚାର ଜମୁଥିବାବେଳେ ବୁଧବାର କିଶୋରନଗର ବ୍ଲକ ୧୨ ନମ୍ବର ଜୋନ୍ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନୁପମା ସାହୁଙ୍କ ପାଇଁ ନିର୍ବାଚନ…

