ଶୀତରେ ଥରୁଛନ୍ତି ଅନ୍ତେବାସୀ
ବାରିପଦା ଅଫିସ,୧୮।୧୨-ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଆବାସିକ ବିଦ୍ୟାଳୟର ଅନ୍ତେବାସୀମାନେ ଶୀତ କଷ୍ଟ ଭୋଗୁଛନ୍ତି। ବିଭାଗ ପକ୍ଷରୁ ଅଦ୍ୟାବଧି ସେମାନଙ୍କୁ କମ୍ବଳ ଯୋଗାଇ ଦିଆଯାଇ ନ ଥିତ୍ବାରୁ ପୁରୁଣାରେ କାମ ଚଳୁଛି। ଯଥାଶୀଘ୍ର…
ବଦଳି ଦାବିକୁ ଛାତ୍ରୀଛାତ୍ରଙ୍କ ବିରୋଧ
ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ ଅଣଅଭିଭାବକ ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରଧାନଶିକ୍ଷୟିତ୍ରୀ କୃଷ୍ଣାରାଣୀ ବେହେରଙ୍କ ବଦଳି ଦାବି କରିଥିଲେ।…
ଚାଷୀଙ୍କ ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ
ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍ ଓ ଏହାର ୬ ମାସ ପରେ ଜୱାଦ ଚାଷୀଙ୍କ ଜୀବନଜୀବିକାକୁ ଅତିମାତ୍ରାରେ ପ୍ରଭାବିତ କରିଛି। ନଦୀବନ୍ଧରେ ଘାଇ ସୃଷ୍ଟି ଏବଂ ବିଲରେ ବର୍ଷା…
ବିଗୁଡୁଛି ଗହୀରମଥା ପରିବେଶ
କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି। ଡିସେମ୍ବରରେ ଏହି ପରୀକ୍ଷା ବ୍ୟତୀତ ଦି’ ଡିଫେନସ୍ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ…
୬ ପ୍ରକଳ୍ପ ଲାଗି ୨୬ ଲକ୍ଷ ଟଙ୍କା ପ୍ରସ୍ତାବ
ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ ୪ଟି ପାଦଚଲା ରାସ୍ତା, ଗୋଟିଏ ଶୌଚାଳୟ ଏବଂ ମୁକ୍ତ ଜିମ୍ ରହିଛି। ଶୁକ୍ରବାର ଜିଲାପାଳଙ୍କ…
ନୂତନ ବ୍ଲୁ ଫ୍ଲାଗ୍ ବିଚ୍କୁ ଜୋରଦାର ବିରୋଧ
ପୁରୀ ଅଫିସ, ୧୮ା୧୨: ପୁରୀ ଚକ୍ରତୀର୍ଥରୋଡ୍ ନିକଟରେ ହେବାକୁ ଥିବା ନୂତନ ବ୍ଲୁ ଫ୍ଲାଗ୍ ବିଚ୍କୁ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀ ଜୋରଦାର ବିରୋଧ କରିଛନ୍ତି। ଶୁକ୍ରବାର ଚକ୍ରତୀର୍ଥ ବେଳାଭୂମି କାର୍ଯ୍ୟସ୍ଥଳରେ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀମାନେ ଧାରଣା…
ଜଗନ୍ନାଥଙ୍କ ଭଡ଼ାଘରେ କ୍ରାଇମ୍ବ୍ରାଞ୍ଚ ଯାଞ୍ଚ
ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଚିତ୍ତରଞ୍ଜନଙ୍କ ସହଯୋଗୀ ତଥା ଅଭିଯୁକ୍ତ ଜଗନ୍ନାଥ…
ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…
ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି
ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ…
ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…
ଓଲଟିଲା ମାଲବାହୀ ଟ୍ରେନ ବଗି
କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି ଏହି ଲାଇନରେ ଯାଉଥିବା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ରେଳ ବିଭାଗ ବାତିଲ କରିଛି।…
ଟିକା ନେବା ପରେ ଗଲା ୨ ଜୀବନ
କୁଳିଅଣା,୧୭ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଧୀନ କେଶରପୁର ବିଦ୍ୟାଳୟ ଟିକାକରଣ କେନ୍ଦ୍ରରେ ଗୁରୁବାର ପ୍ରଥମ ଡୋଜ୍ କୋଭିସିଲ୍ଡ ଟିକା ନେବାର କିଛି ସମୟ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିପିନ ମହାନ୍ତ। ଟିକା ନେଇ ଘରକୁ…

