ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା
ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି। ଗ୍ରୀଷ୍ମପ୍ରବାହ ପ୍ରବାହକୁ ଆଖି ଆଗରେ ରଖି ଜିଲାପ୍ରଶାସନ ପକ୍ଷରୁ ଜିଲାପାଳ ଡାକ୍ତର ଶୁଭଙ୍କର…
ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…
ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ ଯାଉଥିବା ବେଳେ ମଝି ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ କାହାର…
ବଢ଼ିଲା ସ୍କୁଲ ଛୁଟି ଅବଧି
ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ସିଦ୍ଧେଶର ବଳିରାମ ବୋନ୍ଦର ଆସନ୍ତା ଶନିବାର ପର୍ଯ୍ୟନ୍ତ ଅର୍ଥାତ ଆହୁରି ୩…
କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ
ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯାହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି। ଯେଉଁ ଛାତ୍ରୀଛାତ୍ରଙ୍କ ଯେଉଁଦିନ…
ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ
ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ କରିଛି। ବ୍ଲକରେ କାର୍ଯ୍ୟରତ ତିନି ଜଣ କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ, ନିଜେ…
ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ
ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍ରୁ ୨୦ ଜୁନ୍ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଦେବ ଦମ୍ପତିଙ୍କ ଶୁଭବିବାହ ଶୀତଳଷଷ୍ଠୀ ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଯେଉଁଥିରେ…
ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା
ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ବସ ଚକ ତଳେ ପଡ଼ି ବାଇକ ଆରୋହୀ ମୃତ୍ୟୁବରଣ କରିଛନ୍ତି। ଘଟଣାସ୍ଥଳରେ ବାଇକ…
କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି
କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ କରିବା ସହ ନର୍ଲାରେ ଲୋକୋ ମୋଟିଭ…
ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…
ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଚାଳକ ମୃତ୍ୟୁବରଣ କରିଛନ୍ତି। ବାଇକ ପଛରେ ବସିଥିବା ଅନ୍ୟଜଣେ ଗୁରୁତର ଆହତ…
ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ
ହାଇଦ୍ରାବାଦ୍,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍ (ଏସ୍ଆର୍ଏଚ୍) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ ପରାସ୍ତ କରିଛି। ମ୍ୟାଚ୍ରେ ’ପ୍ଲେୟାର ଅଫ ଦି ମ୍ୟାଚ’ ବିଜେତା ଅଭିଷେକ ଶର୍ମା…
ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ
ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି। ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲା ପାଳ…
ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ
ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ମିଳିଥିବା ସୂଚନା ମୁତାବକ ସକାଳ ୬ଟା…

